Breaking News

ପିକଅପ ଭେନ କୁ ଧକ୍କା ଦେଈ ବାଇକ ଚାଳକ ମୃତ ||   (16-Apr-2026)       ||      ରଙ୍ଗେଈଲୁଣ୍ଡା ବ୍ଳକର 17ଜଣ ସିଆରସିସି ମାନସିକ ଚାପର ଵଶବର୍ତ୍ତୀ ହୋଈ ବିଇଓ ଙ୍କୁ ଦେଲେ ସାମୁହିକ ଇସ୍ତଫାପତ୍ର |   (16-Apr-2026)       ||      ବାଇକ ଧକ୍କା ରେ ବରିଷ୍ଟ ନାଗରିକ ମୃତ |    (16-Apr-2026)       ||      ବାଇକ ଧକ୍କା ରେ ବରିଷ୍ଟ ନାଗରିକ ମୃତ |    (16-Apr-2026)       ||      ଗୋଶାଣୀ ନୂଆଙ୍ଗା ଥାନା ତରଫରୁ ବ୍ରହ୍ମପୁର ରେଳଷ୍ଟେସନ ନିକଟରେ 21କେଜି ଗଞ୍ଜେଇ, ଏକ ଅଟୋ ସହ ତିନି ଜଣକୁ ଗିରଫକଲା ପୋଲିସ |   (16-Apr-2026)       ||      ନାବାଳିକା କୁ ବସ ମଧ୍ୟରେ ଅସଦାଚରଣ କରି ରିଟାୟଡ଼ ଅଧ୍ୟାପକ ଗିରଫ |    (16-Apr-2026)       ||      ପୋଲସରା ଥାନା ପାତି ଗଡ଼ ଗ୍ରାମରେ ଚୋରିକରିବାକୁ ଆସିଥିବା ବୃଦ୍ଧାଙ୍କୁ କଲେ ଆକ୍ରମଣ |    (16-Apr-2026)       ||      ମାତୃଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର ||   (15-Apr-2026)       ||      ପୋଲସରା ବିଜ୍ଞାନ ମହା ବିଦ୍ୟାଳୟ ରେ ଆଠ ଦିନିଆ ଆତ୍ମ ରକ୍ଷା ତାଲିମ ଶିବିର ର ଶୁଭାରମ୍ଭ |   (15-Apr-2026)       ||      କୋଟିନଡ଼ା ଥାନା କନ୍ଧପଲି ନିକଟରେ ଗଛକୁ ଧକ୍କାଦେଇ ବାଇକ ଆରୋହୀ ମୃତ |    (15-Apr-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ |    (15-Apr-2026)       ||      ପୂର୍ବଶତ୍ରୁତାକୁ ନେଇ ଯୁବକ ଙ୍କୁ ନିର୍ମମ ହତ୍ୟା |    (15-Apr-2026)       ||      ସତାବନ ବର୍ଷ ରେ ବିବାହ ହେଲେ ଅଭିନେତା |    (15-Apr-2026)       ||      ମହା ବିଷୁବ ସଂକ୍ରାନ୍ତି ଉପଲକ୍ଷେ ମନ୍ଦାର ବେଶରେ ଦର୍ଶନ ଦେଲେ ମା ପାଟ ଖଣ୍ଡା |   (14-Apr-2026)       ||      ବିଶ୍ୱାସ ଓ ନିଷ୍ଠା ଦେଖାଇ 22ହାତ ନିଆଁ ଉପରେ ଚାଲିଲେ ମା ଅଁଳାଇ ଙ୍କ କାଳସୀ ଏବଂ ଶ୍ରଦ୍ଧାକୁ |    (14-Apr-2026)       ||      ପୁରୁଷୋତ୍ତମପୁର ସହର ସହିତ ବ୍ଳକର ବିଭିନ୍ନ ପଞ୍ଚାୟତରେ ଥିବା ମେରୁ ଯାତ୍ରା ଓ ହନୁମାନ ଜୟନ୍ତୀ ଶେଷ ହୋଇଛି |    (14-Apr-2026)       ||      ବୁଗୁଡ଼ାରେ ଗଞ୍ଜାମ କଳାକାର ଦିବସ -2026 ଅନୁଷ୍ଠିତ |   (14-Apr-2026)       ||      ବାଲିଗୁଡା ସହର ଓଏହାର ଆଖପାଖ ଅଞ୍ଚଳରେହନୁମାନ ଜୟନ୍ତୀ ଏବଂ ମହାବିଷୁବ ପଣା ସଂକ୍ରାନ୍ତି ଅନୁଷ୍ଠିତ |    (14-Apr-2026)       ||      ଭାଜପା ଘୁମୁସର ଏସିସି ମୋର୍ଚା ଜିଲ୍ଲା ସଭାପତି 2ଥର ହେଲେ ଗନ୍ଧ ମାର୍ଦନ ସେଠୀ |    (14-Apr-2026)       ||      କେନ୍ଦୁବାଡି ପଞ୍ଚାୟତରେ ଦୁତୀୟ ପର୍ଯ୍ୟାୟ ଜନ ଅଭିଯୋଗ ଶୁଣାଣି |   (13-Apr-2026)       ||     

ଖଲ୍ଲିକୋଟ, ବୃହତ ନାମ ଲେଖା ଶିବିର ଅନୁଷ୍ଠିତ |

15-Jan-2026

ଖଲ୍ଲିକୋଟ: ବୃହତ୍ ନାମଲେଖା ଶିବିର ଅନୁଷ୍ଠିତ

୨୮ ଜଣ ଛାତ୍ରଛାତ୍ରୀଙ୍କ ନାମ ଲେଖାକୁ ନେଇ ଉତ୍ସାହ ପ୍ରକାଶ

ସମସ୍ତଙ୍କ ପାଇଁ ଶିକ୍ଷା ନିତାନ୍ତ ପ୍ରୟୋଜନ, ସାମଗ୍ରୀକ ଶିକ୍ଷାକୁ ସାର୍ବଜନୀନ କରିବା ଲକ୍ଷ୍ୟ ଆଭିମୁଖ୍ୟ ନେଇ ଏକ ବୃହତ୍ ନାମଲେଖା ଶିବିର ସମ୍ପ୍ରତି ଅଗ୍ରଣୀ ଶିକ୍ଷାନୁଷ୍ଠାନ ଶ୍ରୀ ମର୍ଦ୍ଦରାଜ ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ୍ ତଥା ଶିକ୍ଷା ଜିଲ୍ଲା ଅଧିକାରୀ ଅଜୟ କୁମାର ପାତ୍ର, ଅତିରିକ୍ତ ଶିକ୍ଷା ଜିଲ୍ଲା ଅଧିକାରୀ ଶ୍ରୀମତୀ ପ୍ରଭାତୀ କୁମାରୀ ମହାପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ଗୋଷ୍ଠୀ ଶିକ୍ଷା ଅଧିକାରୀ ସତ୍ୟନାରାୟଣ ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଖଲ୍ଲିକୋଟ ବ୍ଲକରେ ଅଧାରୁ ପାଠ ଛାଡ଼ିଥିବା ବିଭିନ୍ନ କ୍ଲଷ୍ଟରର ୨୮ ଜଣ ଛାତ୍ରଛାତ୍ରୀଙ୍କୁ ରାଜ୍ୟ ମୁକ୍ତ ବିଦ୍ୟାଳୟ ପ୍ରତିଷ୍ଠାନ ପ୍ରାୟୋଜିତ ପାଠ୍ୟକ୍ରମରେ ନାମ ଲେଖା ଯାଇଅଛି । ୧୮ ବର୍ଷରୁ କମ୍ ୧୮ ଜଣ ଛାତ୍ରଛାତ୍ରୀଙ୍କୁ ଏସ ଆଇ ଓ ଏସରେ ଦଶମ ଶ୍ରେଣୀରେ ଏବଂ ୧୮ ବର୍ଷରୁ ଅଧିକ ୧୦ ଜଣ ଛାତ୍ରଛାତ୍ରୀଙ୍କୁ ଏନ୍ ଆଇ ଓ ଏସରେ ଯୁକ୍ତ ଦୁଇ ଶ୍ରେଣୀରେ ସିଧାସଳଖ ନାମଲେଖା ଯାଇଅଛି । ଏହି ଅବସରରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା । ଆୟୋଜିତ ଶିବିରରେ  ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବି ଆର ସି ସି ସୁଷମା ଶବର, ଶ୍ରୀ ମର୍ଦ୍ଦରାଜ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶିବାରାଣୀ ମଲ୍ଲିକା, ଅନୁଷ୍ଠାନର ସହକାରୀ ଶିକ୍ଷକ ଶିକ୍ଷୟିତ୍ରୀ, କିରାଣୀ ଶିଶିର କୁମାର ସି ଆର ସି ସି କୃଷ୍ଣଚନ୍ଦ୍ର ପରିଡ଼ା, ନିରଞ୍ଜନ ସେଠୀ, ଅନାଥ ବେହେରା, ପବନା ସ୍ୱାଇଁ, ପ୍ରଶାନ୍ତ କୁମାର ସେଠୀ, ପ୍ରକାଶ ଚନ୍ଦ୍ର ସେଠୀ, ସୁଶୀଲ କୁମାର ପଣ୍ଡା, ରାଜେନ୍ଦ୍ର ପ୍ରସାଦ ପଣ୍ଡା, ପ୍ରମୋଦ କୁମାର ପ୍ରଧାନ, ନିରଞ୍ଜନ ଗୁରୁ, ପ୍ରଜ୍ଞା କୁମାର ପଟ୍ଟନାୟକ, ପବିତ୍ର ବେହେରା, ଶୁଭେନ୍ଦୁ ରାଉତ, ଡକ୍ଟର ଦ୍ବାରିକାନାଥ ମହାରଣାଙ୍କ ସମେତ ବହୁ ଅଭିଭାବକ ଅଭିଭାବିକା ଯୋଗଦାନ କରିଥିଲେ ।

News Comment

You Might Also Like

BACK TO TOP