Breaking News

ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||      ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୱତ ପରିଷଦ ଆଲୋଚନା ଅନୁଷ୍ଠିତ |    (11-Aug-2026)       ||      ସ୍ତ୍ରୀକୁ ହତ୍ୟା ଘଟଣାରେ ସ୍ୱାମୀକୁ ଆଜୀବନ ଜେଲ |   (11-Aug-2026)       ||      ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||      ମନରେଗା କାମରେ ଦୁର୍ନୀତି ନେଇ ବିଡ଼ିଓ ଙ୍କ ଦ୍ୱାରସ୍ତ ହେଲେ ତିରିଡା ଗ୍ରାମ୍ୟ ସଭାପତି ||   (11-Aug-2026)       ||      ପୋଲସରା ମହାବିଦ୍ୟାଳୟ ରେ ଇ- ଗ୍ରନ୍ଥାଗାର ସହିତ ଅତିରିକ୍ତ ଗୃହ କୁ ଉଦଘାଟନ କଲେ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ |    (11-Aug-2026)       ||      ସ୍କାଉଟ ଓଗାଇଡ଼ସ ର ଦୀକ୍ଷାନ୍ତ ଦିବସ ସମାରୋହ |   (11-Aug-2026)       ||      ସ୍ୱାଧୀନତା ଦିବସ ପୂର୍ବରୁ ଖଲ୍ଲିକୋଟ ବିଜେପିର ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ |    (11-Aug-2026)       ||      ପିତା ମାତାଙ୍କ ମୃତ୍ୟୁ ପରେ ବେସାହାରା ହେଲେ ଚାରି କୁନି ଚୁଆ |    (11-Aug-2026)       ||      ପ୍ରଭୁ ଗୋରେଖ ନାଥ ଙ୍କ ପୀଠରେ ଅପର୍ଯ୍ୟାପ୍ତ କାଉଡିଆ ଙ୍କ ଭିଡ଼ ,|    (11-Aug-2026)       ||      ବସ ଦୁର୍ଘଟଣାରେ ଅଟୋ ଚାଳକ ମୃତ, ଓଜଣେ ଗୁରୁତର |    (11-Aug-2026)       ||      ସାର୍ଟିଫିକେଟ ବନ୍ଧା ପଡିଥିବାରୁ ମିଳିଲାନି ଚାକିରୀ, ସ୍ୱାମୀ ସ୍ତ୍ରୀ ଦୁହେଁ ଏବେ ଦିନ ମଜୁରିଆ    (11-Aug-2026)       ||      ଜିଲ୍ଲପାଳ ଙ୍କ ଆହ୍ୱାନ " ଘରେ ଘରେ ତ୍ରିରଙ୍ଗା "କାର୍ଯ୍ୟକ୍ରମ ରେ ସାମିଲ ହୁଅନ୍ତୁ |   (11-Aug-2026)       ||      ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ ରେଯୁବ ରେଡ଼କ୍ରସ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ |    (11-Aug-2026)       ||      ଛତ୍ରପୁର ଶାଖା ଅବସର ସରକାରୀ କର୍ମଚାରୀ ସଙ୍ଘର ମାସିକ ବୈଠକ ଅନୁଷ୍ଠିତ ||   (11-Aug-2026)       ||      ବିନାୟକ ମନ୍ଦିର ର ଉନ୍ନତି ଲାଗି ହାତ ବଢ଼ାଇଲେ ସମାଜ ସେବୀ ଦୀପକ ମୁଦୁଲି |    (11-Aug-2026)       ||     

ଖଲ୍ଲିକୋଟ ଡ଼ି ଆଇ ଇ ଟି ରେ ସପ୍ତମ ମାସିକ କ୍ଲଷ୍ଟର ସ୍ତରୀୟ ଅଭିମୁଖୀ କରଣ ବୈଠକ ଅନୁଷ୍ଠିତ |

15-Jan-2026

ଡି ଆଇ ଇ ଟି ରେ ସପ୍ତମ ମାସିକ କ୍ଲଷ୍ଟର ସ୍ତରୀୟ ଅଭିମୁଖୀକରଣ ବୈଠକ ଅନୁଷ୍ଠିତ

ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ଗଂଜାମ, ଖଲ୍ଲିକୋଟ ପକ୍ଷରୁ ସପ୍ତମ ମାସିକ କ୍ଲଷ୍ଟର ସ୍ତରୀୟ ଅଭିମୁଖୀକରଣ ବୈଠକ ପ୍ରତିଷ୍ଠାନର ସମ୍ମିଳନୀ କକ୍ଷରେ ଆନୁଷ୍ଠାନିକ ରୀତିରେ ଅନୁଷ୍ଠିତ ହୋଇଯାଇଛି । ସର୍ବ ପ୍ରଥମେ ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ନିକଟରେ ସମୂହ ପ୍ରଦୀପ ପ୍ରଜ୍ଜ୍ୱଳନ କରିଥିଲେ । ବରିଷ୍ଠ ଶିକ୍ଷକ ପ୍ରଶିକ୍ଷକ ବିଷ୍ଣୁ ନାରାୟଣ ଜେନା ପ୍ରାକ ସୂଚନା ପ୍ରଦାନ କରିଥିଲା ବେଳେ ପ୍ରତିଷ୍ଠାନର ଅଧ୍ୟକ୍ଷ ତଥା ବିଶିଷ୍ଟ ଶିକ୍ଷାବିତ୍ ଡକ୍ଟର ସନ୍ତୋଷ କୁମାର ପରିଡା ବିଦ୍ୟାଳୟ ସ୍ତରରେ ଅନୁଷ୍ଠିତ ପରୀକ୍ଷାର ସଠିକ୍ ପରିଚାଳନା, ପ୍ରଶ୍ନ ପତ୍ର ସମ୍ବନ୍ଧୀୟ ତଥ୍ୟ, ତାଲିମ୍ ପ୍ରଶିକ୍ଷଣ ବ୍ୟତୀତ ପାଠଚକ୍ର, କର୍ମଶାଳା ନିୟମିତ ହେବା ଦ୍ୱାରା ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଦକ୍ଷତା ବିକାଶ ହୋଇପାରିବ ବୋଲି ମତପ୍ରକାଶ କରିଥିଲେ । ପ୍ରଥମ ଅଧିବେଶନକୁ ବରିଷ୍ଠ ଶିକ୍ଷକ ପ୍ରଶିକ୍ଷକ ବିଷ୍ଣୁ ନାରାୟଣ ଜେନା, ଦ୍ୱିତୀୟ ଅଧିବେଶନକୁ ସୁଶ୍ରୀ ଗାୟତ୍ରୀ ସ୍ୱାଇଁ, ତୃତୀୟ ଅଧିବେଶନକୁ ଶିକ୍ଷକ ପ୍ରଶିକ୍ଷକ ନବୀନ ପ୍ରମାଣିକ, ଚତୁର୍ଥ ଅଧିବେଶନକୁ ଶିକ୍ଷକ ପ୍ରଶିକ୍ଷିକା କଲ୍ୟାଣୀ କୁମାରୀ ଗୈ।ଡ଼ ପ୍ରଶିକ୍ଷଣ ପ୍ରଦାନ କରିଥିଲେ । ଅନୁଷ୍ଠିତ ଅଭିମୁଖୀକରଣ ବୈଠକରେ ସମାପ୍ତି ସୂଚକ ପରୀକ୍ଷା, ପ୍ରଶ୍ନ ପତ୍ର ପ୍ରସ୍ତୁତି, ପଞ୍ଚମ, ଅଷ୍ଟମ ଶ୍ରେଣୀ ପରୀକ୍ଷା ପାଇଁ ଅଭ୍ୟାସ ପ୍ରଶ୍ନ, ମୈ।ଳିକ ସ୍ତର ଶିକ୍ଷଣ ସର୍ବେକ୍ଷଣ ସମ୍ପର୍କରେ ପ୍ରଶିକ୍ଷକ ପ୍ରଶିକ୍ଷିକାମାନେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ । ପ୍ରଶିକ୍ଷାର୍ଥୀମାନେ ବିଭିନ୍ନ ଦଳରେ ବିଭକ୍ତ ହୋଇ ପାଠ ଟୀକା , ଦକ୍ଷତା ଆଧାରରେ ଯୋଜନା ପ୍ରସ୍ତୁତି ସହିତ ଉପସ୍ଥାପନ କରିଥିଲେ ।ଗତ ତା ୧୨/୦୧/୨୬ ରିଖରୁ ଆରମ୍ଭ ହୋଇଥିବା ଅଭିମୁଖୀକରଣ ବୈଠକ ଆଜି ଅର୍ଥାତ୍ ତା ୧୫/୦୧/୨୬ ଦିଗରେ ସମ୍ପୂର୍ଣ୍ଣ ହୋଇଛି । ଗଂଜାମ ଜିଲ୍ଲାର ସମସ୍ତ ୨୨ ଗୋଟି ବ୍ଲକର ବିଭିନ୍ନ କ୍ଲଷ୍ଟରର ସି ଆର ସି ସି ଉପସ୍ଥିତ ଥିଲେ । ପ୍ରଶିକ୍ଷକ ବିଷ୍ଣୁ ନାରାୟଣ ଜେନା, ମୁକ୍ତିକାନ୍ତ ବେହେରା, ସୁକୁଲେଇ ଟୁଡୁ, ନବୀନ ପ୍ରମାଣିକ, ପ୍ରଶିକ୍ଷିକା ପ୍ରଜ୍ଞା ପାରମିତା, ଲିପି ଶ୍ରୀ ଦେବୀ, ଡ଼. ନୀହାରିକା ସାମନ୍ତରାୟ, ଗାୟତ୍ରୀ ସ୍ୱାଇଁ, କଲ୍ୟାଣୀ କୁମାରୀ ଗୈ।ଡ, ଜୟନ୍ତୀ ବେହେରା ପ୍ରମୁଖ ଅଭିମୁଖୀକରଣ ବୈଠକରେ ଉପସ୍ଥିତ ରହି ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ସମ୍ପାଦନ କରିଥିଲେ ।

News Comment

You Might Also Like

BACK TO TOP