Breaking News

ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୱତ ପରିଷଦ ଆଲୋଚନା ଅନୁଷ୍ଠିତ |    (11-Aug-2026)       ||      ସ୍ତ୍ରୀକୁ ହତ୍ୟା ଘଟଣାରେ ସ୍ୱାମୀକୁ ଆଜୀବନ ଜେଲ |   (11-Aug-2026)       ||      ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||      ମନରେଗା କାମରେ ଦୁର୍ନୀତି ନେଇ ବିଡ଼ିଓ ଙ୍କ ଦ୍ୱାରସ୍ତ ହେଲେ ତିରିଡା ଗ୍ରାମ୍ୟ ସଭାପତି ||   (11-Aug-2026)       ||      ପୋଲସରା ମହାବିଦ୍ୟାଳୟ ରେ ଇ- ଗ୍ରନ୍ଥାଗାର ସହିତ ଅତିରିକ୍ତ ଗୃହ କୁ ଉଦଘାଟନ କଲେ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ |    (11-Aug-2026)       ||      ସ୍କାଉଟ ଓଗାଇଡ଼ସ ର ଦୀକ୍ଷାନ୍ତ ଦିବସ ସମାରୋହ |   (11-Aug-2026)       ||      ସ୍ୱାଧୀନତା ଦିବସ ପୂର୍ବରୁ ଖଲ୍ଲିକୋଟ ବିଜେପିର ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ |    (11-Aug-2026)       ||      ପିତା ମାତାଙ୍କ ମୃତ୍ୟୁ ପରେ ବେସାହାରା ହେଲେ ଚାରି କୁନି ଚୁଆ |    (11-Aug-2026)       ||      ପ୍ରଭୁ ଗୋରେଖ ନାଥ ଙ୍କ ପୀଠରେ ଅପର୍ଯ୍ୟାପ୍ତ କାଉଡିଆ ଙ୍କ ଭିଡ଼ ,|    (11-Aug-2026)       ||      ବସ ଦୁର୍ଘଟଣାରେ ଅଟୋ ଚାଳକ ମୃତ, ଓଜଣେ ଗୁରୁତର |    (11-Aug-2026)       ||      ସାର୍ଟିଫିକେଟ ବନ୍ଧା ପଡିଥିବାରୁ ମିଳିଲାନି ଚାକିରୀ, ସ୍ୱାମୀ ସ୍ତ୍ରୀ ଦୁହେଁ ଏବେ ଦିନ ମଜୁରିଆ    (11-Aug-2026)       ||      ଜିଲ୍ଲପାଳ ଙ୍କ ଆହ୍ୱାନ " ଘରେ ଘରେ ତ୍ରିରଙ୍ଗା "କାର୍ଯ୍ୟକ୍ରମ ରେ ସାମିଲ ହୁଅନ୍ତୁ |   (11-Aug-2026)       ||      ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ ରେଯୁବ ରେଡ଼କ୍ରସ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ |    (11-Aug-2026)       ||      ଛତ୍ରପୁର ଶାଖା ଅବସର ସରକାରୀ କର୍ମଚାରୀ ସଙ୍ଘର ମାସିକ ବୈଠକ ଅନୁଷ୍ଠିତ ||   (11-Aug-2026)       ||      ବିନାୟକ ମନ୍ଦିର ର ଉନ୍ନତି ଲାଗି ହାତ ବଢ଼ାଇଲେ ସମାଜ ସେବୀ ଦୀପକ ମୁଦୁଲି |    (11-Aug-2026)       ||      ମାଲେସିଆ ରୁ କଲିକତା ଆସୁଥିବା ବିମାନ ପାଇଲେଟ ଙ୍କଉପସ୍ଥିତ ବୁଦ୍ଧିଯୋଗୁ ସମସ୍ତ ଯାତ୍ରୀ ସୁରକ୍ଷିତ ରେ ଓଲ୍ଲାହିଁଲେ |   (11-Aug-2026)       ||      ଗଜପତି ଜିଲ୍ଲା ନୁଆଁ ଗଡ଼ ପଞ୍ଚାୟତ ରେ ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (10-Aug-2026)       ||      ଜଣେ ମହିଳା ତାଙ୍କ ଲମ୍ବା କେଶ ପାଇଁ ଗିନିଜ ବୁକ ଅଫ ରେକର୍ଡ କରିଛନ୍ତି |   (10-Aug-2026)       ||      ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||   (10-Aug-2026)       ||      ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |   (10-Aug-2026)       ||     

ଓଡ଼ଙ୍ଗା ର ବର୍ଷା ଙ୍କୁ ମିଳିଲା ବ୍ରୋଞ୍ଜ ପଦକ |

16-Jan-2026

୨୦୨୫-୨୬ ବର୍ଷ ପାଇଁବର୍ଷା ଙ୍କୁ ମିଳିଲା ବ୍ରୋଞ୍ଜ ପଦକ,

ଓଡିଶା ଜନ ମତ ବ୍ୟୁରୋ,

ମଫସଲ ହେଉ କି ସହର କ୍ରୀଡାରେ ମନ ରଖି ଖେଳୁଥିବା  ପୁଅ ମାନଙ୍କ ଠାରୁ ଝିଅ ମାନଙ୍କୁ ମିଳୁଛି ବହୁତ ସଫଳତା ଏପରି ଏକ ଝିଅ ତାମିଲନାଡୁଠାରେ ଆୟୋଜିତ ସ୍ଲୋଏ ମାର୍ଶଲ୍ଲ ଆର୍ଟ ଚମ୍ପିୟାନସିପ୍ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ଜିଣି ଗୌରବ ଆଣିଛନ୍ତି ଓଡ଼ଗାଁର ସୁନାଝିଅ ବର୍ଷାରାଣୀ ସାହୁ।ପନ୍ଦରଟି ବିଭିନ୍ନ ରାଜ୍ୟର ପ୍ରତିଯୋଗୀଙ୍କ ସମେତ ଓଡିଶାର ବିଭିନ୍ନ ଜିଲ୍ଲାରୁ ଅଶୀଜଣ ପ୍ରତିଯୋଗୀ ଉକ୍ତ ପ୍ରତିଯୋଗିତାରେ ଭାଗ ନେଇଥିଲେ। କୋଡ଼ିଏ ଜଣ ପ୍ରତିଯୋଗୀଙ୍କୁ ହରାଇ ବର୍ଷା ଏହି ବିଜୟ ହାସଲ କରିବା ସହିତ ଆନ୍ତର୍ଜାତୀୟସ୍ତରକୁ ମଧ୍ଯ ମନୋନୀତ ହୋଇଛନ୍ତି। ତେଣୁ ଝିଅ ମାନଙ୍କ ପାଈଁ ସବୁକ୍ଷେତ୍ର ରେ ରାଜ୍ୟ ସରକାର ଙ୍କ ଠାରୁ ଆରମ୍ଭ କରି କେନ୍ଦ୍ର ସରକାର ପର୍ଯ୍ୟନ୍ତ ସବୁବେଳେ ସୁବିଧା ସୁଯୋଗ ପ୍ରଦାନ କରୁଛନ୍ତି ଏବଂ ଝିଅମାନେ ମଧ୍ୟ ସବୁକ୍ଷେତ୍ର ରେ ପାରଦର୍ଶିତା ଲାଭ କରି ନିଜ ଜନ୍ମ ମାଟି ତଥା ଜିଲ୍ଲା ରାଜ୍ୟ ଓ ଦେଶର ନାମର ଟେକ ରଖୁଛନ୍ତି |

News Comment

You Might Also Like

BACK TO TOP