Breaking News

ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||      ମନରେଗା କାମରେ ଦୁର୍ନୀତି ନେଇ ବିଡ଼ିଓ ଙ୍କ ଦ୍ୱାରସ୍ତ ହେଲେ ତିରିଡା ଗ୍ରାମ୍ୟ ସଭାପତି ||   (11-Aug-2026)       ||      ପୋଲସରା ମହାବିଦ୍ୟାଳୟ ରେ ଇ- ଗ୍ରନ୍ଥାଗାର ସହିତ ଅତିରିକ୍ତ ଗୃହ କୁ ଉଦଘାଟନ କଲେ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ |    (11-Aug-2026)       ||      ସ୍କାଉଟ ଓଗାଇଡ଼ସ ର ଦୀକ୍ଷାନ୍ତ ଦିବସ ସମାରୋହ |   (11-Aug-2026)       ||      ସ୍ୱାଧୀନତା ଦିବସ ପୂର୍ବରୁ ଖଲ୍ଲିକୋଟ ବିଜେପିର ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ |    (11-Aug-2026)       ||      ପିତା ମାତାଙ୍କ ମୃତ୍ୟୁ ପରେ ବେସାହାରା ହେଲେ ଚାରି କୁନି ଚୁଆ |    (11-Aug-2026)       ||      ପ୍ରଭୁ ଗୋରେଖ ନାଥ ଙ୍କ ପୀଠରେ ଅପର୍ଯ୍ୟାପ୍ତ କାଉଡିଆ ଙ୍କ ଭିଡ଼ ,|    (11-Aug-2026)       ||      ବସ ଦୁର୍ଘଟଣାରେ ଅଟୋ ଚାଳକ ମୃତ, ଓଜଣେ ଗୁରୁତର |    (11-Aug-2026)       ||      ସାର୍ଟିଫିକେଟ ବନ୍ଧା ପଡିଥିବାରୁ ମିଳିଲାନି ଚାକିରୀ, ସ୍ୱାମୀ ସ୍ତ୍ରୀ ଦୁହେଁ ଏବେ ଦିନ ମଜୁରିଆ    (11-Aug-2026)       ||      ଜିଲ୍ଲପାଳ ଙ୍କ ଆହ୍ୱାନ " ଘରେ ଘରେ ତ୍ରିରଙ୍ଗା "କାର୍ଯ୍ୟକ୍ରମ ରେ ସାମିଲ ହୁଅନ୍ତୁ |   (11-Aug-2026)       ||      ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ ରେଯୁବ ରେଡ଼କ୍ରସ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ |    (11-Aug-2026)       ||      ଛତ୍ରପୁର ଶାଖା ଅବସର ସରକାରୀ କର୍ମଚାରୀ ସଙ୍ଘର ମାସିକ ବୈଠକ ଅନୁଷ୍ଠିତ ||   (11-Aug-2026)       ||      ବିନାୟକ ମନ୍ଦିର ର ଉନ୍ନତି ଲାଗି ହାତ ବଢ଼ାଇଲେ ସମାଜ ସେବୀ ଦୀପକ ମୁଦୁଲି |    (11-Aug-2026)       ||      ମାଲେସିଆ ରୁ କଲିକତା ଆସୁଥିବା ବିମାନ ପାଇଲେଟ ଙ୍କଉପସ୍ଥିତ ବୁଦ୍ଧିଯୋଗୁ ସମସ୍ତ ଯାତ୍ରୀ ସୁରକ୍ଷିତ ରେ ଓଲ୍ଲାହିଁଲେ |   (11-Aug-2026)       ||      ଗଜପତି ଜିଲ୍ଲା ନୁଆଁ ଗଡ଼ ପଞ୍ଚାୟତ ରେ ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (10-Aug-2026)       ||      ଜଣେ ମହିଳା ତାଙ୍କ ଲମ୍ବା କେଶ ପାଇଁ ଗିନିଜ ବୁକ ଅଫ ରେକର୍ଡ କରିଛନ୍ତି |   (10-Aug-2026)       ||      ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||   (10-Aug-2026)       ||      ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |   (10-Aug-2026)       ||      ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |    (10-Aug-2026)       ||      ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|   (10-Aug-2026)       ||     

କୋଦଳା ପିଏମଶ୍ରୀ ନୋଡାଲ ଊଚ୍ଚ ବିଦ୍ୟାଳୟ ରେ ପିଏମ ଶ୍ରୀ ଉତ୍ସବ ଅନୁଷ୍ଠିତ |

17-Jan-2026

କୋଦଳା ପିଏମ୍ ଶ୍ରୀ ନୋଡାଲ ଉଚ୍ଚ ବିଦ୍ୟାଳୟରେ ପି ଏମ ଶ୍ରୀ ଉତ୍ସବ ଅନୁଷ୍ଠିତ,

 ଓଡିଶା ଜନ ମତ କୋଦଳା , ସୂର୍ଯ୍ୟ ନାରାୟଣ ବଡୁ, 

ଗଞ୍ଜାମ ଜିଲ୍ଲା କୋଦଳା ଏନଏସି ସ୍ଥିତ ପିଏମଶ୍ରୀ ନୋଡାଲ ଉଚ୍ଚ ବିଦ୍ୟାଳୟରେ ପି ଏମ ଶ୍ରୀ ଉତ୍ସବ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସରୋଜ କୁମାର ମାଝୀଙ୍କ ଆବାହକତ୍ବରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ ଯୋଗଦେଇଜାତୀୟ ଶିକ୍ଷା ନୀତି ର ମୁଖ୍ୟ ଉଦ୍ଦେଶ୍ୟ ଶିକ୍ଷାନୁଷ୍ଠାନ ର ଭିତ୍ତିଭୂମିର ବିକାଶ ସହ ବିଦ୍ୟାର୍ଥୀ ଙ୍କର ସର୍ବାଙ୍ଗୀନ ବିକାଶ ବୋଲି କହିଛନ୍ତି। ସେହିପରି କୋଦଳା ଏନଏସି ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ବିଦ୍ଯାଳୟର ଭିତିଭୂମିର ସୁଦୃଢ କରିବା ପାଇଁ ଡବଲ ଇଞ୍ଜିନ ସରକାରର ପଦକ୍ଷେପକୁ ପ୍ରଶଂସା କରିଥିଲେ। କାର୍ଯ୍ୟକ୍ରମରେ ଅନ୍ଯାନ୍ଯ ଅତିଥି ମାନଙ୍କ ମଧ୍ୟରେ ଏନଏସି ଉପାଧ୍ୟକ୍ଷା ରଞ୍ଜିତା ସେଠୀ, ବେଗୁନିଆପଡ଼ା ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଦ୍ର ନାରାୟଣ ସାହୁ, ଲଷ୍ମୀ ନାରାୟଣ ଡିଗ୍ରୀ କଲେଜର ଅବସରପ୍ରାପ୍ତ ଅଧ୍ଯକ୍ଷ ଡ଼ଃ ପଦ୍ମ ଚରଣ ପାଢୀ, ଅବସରପ୍ରାପ୍ତ ଶିକ୍ଷୟିତ୍ରୀ କେ ଚନ୍ଦ୍ରାବତୀ ପାତ୍ର କ୍ଲଷ୍ଟର ସାଧନ ସଂଯୋଜକ ବିଷ୍ନୁ ପ୍ରସାଦ ସିଂ, ପରିଚାଳନା କମିଟି ସଭାପତି ଦେବେନ୍ଦ୍ର କୁମାର ପାଣ୍ଡି, ପରିଚାଳନା କମିଟିର ସଦସ୍ୟ /ସଦସ୍ୟା, ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ, ଅଭିଭାବକ ଓ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ଥିଲେ। ବିଦ୍ଯାଳୟର ଶ୍ରେଣୀ ଗୃହ ଖେଳ ପଡିଆ ସମେତ ବିଭିନ୍ନ ସମାସ୍ଯାର ସମାଧାନ ପାଇଁ ପଦକ୍ଷେପ ନେବାକୁ ଅନୁରୋଧ କରିଥିଲେ ଉପାଧ୍ୟକ୍ଷା ରଞ୍ଜିତା ସେଠୀ। ସେହିପରି ଆଗାମୀ ଦିନରେ ଖେଳ ପଡିଆ ଓ ଶ୍ରେଣୀ ଗୃହ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ ବିଧାୟକ ଶ୍ରୀ ନାୟକ। ଛାତ୍ରଛାତ୍ରୀ ମାନେ ଆତ୍ମ ନିର୍ଭର କିପରି ହେବେ, ଚାକିରି ପଛରେ ନ ଗୋଡାଇ ବିଭିନ୍ନ କ୍ଷେତ୍ରରେ କିପରି ନିଜକୁ ସ୍ବାବଲମ୍ବୀ କରିବେ ସେ ନେଇ ପରାମର୍ଶ ଦେଇଥିଲେ ବିଧାୟକ। ଏହି ଅବସରରେ ବିଦ୍ୟାଳୟ ପରିସରରେ ଛାତ୍ର ଛାତ୍ରୀଙ୍କ ଦ୍ବାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

News Comment

You Might Also Like

BACK TO TOP