Breaking News

ଜ୍ୟୋତିଷ ବିଶାରଦ ବାଇକୋଳି ଙ୍କ 116ତମ ଜୟନ୍ତୀ ପାଳିତ |    (23-Dec-2024)       ||      ମାଳ ଦ୍ୱୀପ ରେ ଫସିଥିବା ଦାଦନ ଶ୍ରମିକ ଙ୍କୁ ଉଦ୍ଧାର କରିବାଜୁ ପ୍ରଶାସନ ଙ୍କୁ ଅନୁରୋଧ |    (23-Dec-2024)       ||      ମାରଦା ମହୋତ୍ସବ ପାଈଁ ଶୁଭଖୁଣ୍ଟି ସ୍ଥାପନ |    (23-Dec-2024)       ||      କରଚୁଲି ଶିଶୁମନ୍ଦିର ର ବାର୍ଷିକ ଉତ୍ସବ ଅନୁଷ୍ଠିତ |   (23-Dec-2024)       ||      ନୂଆଁ ବର୍ଷରୁ ମାସିକିଆ ମିଳିବ ରାସନ ||   (23-Dec-2024)       ||      ପୋଲସରା ହାତୀଓଟ ଆଦର୍ଶ ବିଦ୍ୟାଳୟ ର 3ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ |   (23-Dec-2024)       ||      ବୁଗୁଡ଼ା ବ୍ଲକ ଅଙ୍ଗନ ୱାଡି କର୍ମୀ ସମ୍ମିଳନୀ |    (23-Dec-2024)       ||      ପୋଲସରା ଏନଏସିରେ ଚଞ୍ଚକତା କରି ଧନିବ୍ୟକ୍ତି ପାଇଛନ୍ତି ଆବାସ ଯୋଜନା |    (23-Dec-2024)       ||      ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||     

ସହିଦ ବୀର ଲକ୍ଷ୍ମଣ ନାୟକ ଙ୍କ 125 ତମ ଜୟନ୍ତୀ ପାଳନ |

22-Nov-2024

ଶହୀଦ ଲକ୍ଷ୍ମଣ ନାୟକଙ୍କ ପୂଜ୍ୟ, ପୁଜା ସମିତି ତରଫରୁ ଜୟନ୍ତୀ ପାଳନ  |

             ଓଡିଶା ଜନମତ  ବ୍ୟୁରୋ,

ବ୍ରହ୍ମପୁର :---22/11/  ଦେଶ ପାଇଁ ବଳିଦାନ ଦେଇ ସହିଦ ହୋଇଥିବା  ଓଡ଼ିଶାର ଲକ୍ଷ୍ମଣ ନାୟକ ଙ୍କ  125 ତମ ଜନ୍ମ ଜୟନ୍ତୀ କୁ ପାଳନ କରିଛନ୍ତି ବ୍ରହ୍ମପୁର ର ସ୍ଥାନୀୟ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପୂଜ୍ୟ ପୂଜା ସମିତି ପକ୍ଷରୁ |  ସମିତି ସମ୍ପାଦକ ଏସ. ସାମ୍ବାଶିବା ରାଓଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଲକ୍ଷ୍ମଣ ନାୟକ ସ୍ମୃତି ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଥିବା ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ସ୍ମୃତି ଚାରଣ ଅନୁଷ୍ଠିତ ହୋଇଯାଇଛି l ପରାଧୀନ ଭାରତରେ ଗରିବ କୃଷକ, କ୍ଷେତମଜଦୂର, ଆଦିବାସୀ ଓ ଦଳିତ ମାନଙ୍କ ଉପରେ ନିର୍ଯ୍ୟାତନାଓଶୋଷଣ ବିରୁଦ୍ଧରେ ଲଢେଇ କରିସହିଦ ତ୍ୱ ପ୍ରାପ୍ତ କରିଥିବା ଲକ୍ଷ୍ମଣ ନାୟକ ଚୀର ସ୍ମରଣୀୟ l କେବଳ ବ୍ରିଟିଶସମ୍ରାଜ୍ୟବାଦର  ଅନ୍ତ ନୁହଁ, ଦେଶରୁ ସବୁଦିନ ପାଇଁ ସମସ୍ତ ପ୍ରକାର ଅନ୍ୟାୟ, ଶୋଷଣ, ଜୁଲୁମର ବିଲୋପ ଘଟୁ,ଅନ୍ଧ ବିଶ୍ୱାସ, କୁସଂସ୍କାର ର ପତନ ହେଉ, ଏହା ହିଁ ଥିଲା ବୀର ଲକ୍ଷ୍ମଣ ନାୟକଙ୍କ ଜୀବନର ଶେଷ ନିଶ୍ୱାସ ତ୍ୟାଗପର୍ଯ୍ୟନ୍ତ ବଳିଷ୍ଠଭୂମିକା l ଆଜିର ପରିସ୍ଥିତିରେ ଜମି, ଜଳ, ଜଙ୍ଗଲ, ଖଣି ତଥା ସମସ୍ତ ପ୍ରାକୃତିକ ସମ୍ପଦର ସୁରକ୍ଷା ଓ ଜଙ୍ଗଲରେ ବାସ କରୁଥିବା ଆଦିବାସୀଙ୍କ ଅଧିକାରର ଲଢେଇ ପାଇଁ ଶହୀଦ ଲକ୍ଷ୍ମଣ ନାୟକ ଜଣେ ଅନ୍ୟତମ ଯୁଗାନ୍ତକାରୀ ବ୍ୟକ୍ତିତ୍ୱ ଭାବେ ପ୍ରେରଣାର ଉଚ୍ଛ l ଆଜି ଓଡ଼ିଶାର ବିଭିନ୍ନ ଖଣି, ନଦୀ, ଜଙ୍ଗଲ, ପାହାଡ଼ ଆଦି ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ସମସ୍ତ ଓଡିଶା ବାସୀ ସ୍ୱର ଉତ୍ତୋଳନ ପାଇଁ ଆଜିର ସଭାରେ ମତ ପ୍ରକାଶ ପାଇଥିଲା l ମାନବ ଅଧିକାର ସୁରକ୍ଷା ମଞ୍ଚର ସଭାପତି ଗଗନ ଚନ୍ଦ୍ର ମଲ୍ଲିକ, ସୁରେନ୍ଦ୍ର ନାଥ ପଣ୍ଡା, ଶିବାଂଶ ସାମନ୍ତରାୟ, ଅଳକ ନାଥ ମିଶ୍ର,କେଦାରନାଥ ଚୌଧୁରୀ,ରଂଜିତ କୁମାର ସାମନ୍ତରାୟ,ପ୍ରମୋଦ କୁମାର ପଣ୍ଡା,ଗୌରୀ ଶଙ୍କର ମହାନ୍ତି,ଅବନୀ ଗୟା ପ୍ରମୁଖ ମତବ୍ୟକ୍ତ କରିଥିଲେ l

News Comment

You Might Also Like

BACK TO TOP