Breaking News

ପିତା ମାତାଙ୍କ ମୃତ୍ୟୁ ପରେ ବେସାହାରା ହେଲେ ଚାରି କୁନି ଚୁଆ |    (11-Aug-2026)       ||      ପ୍ରଭୁ ଗୋରେଖ ନାଥ ଙ୍କ ପୀଠରେ ଅପର୍ଯ୍ୟାପ୍ତ କାଉଡିଆ ଙ୍କ ଭିଡ଼ ,|    (11-Aug-2026)       ||      ବସ ଦୁର୍ଘଟଣାରେ ଅଟୋ ଚାଳକ ମୃତ, ଓଜଣେ ଗୁରୁତର |    (11-Aug-2026)       ||      ସାର୍ଟିଫିକେଟ ବନ୍ଧା ପଡିଥିବାରୁ ମିଳିଲାନି ଚାକିରୀ, ସ୍ୱାମୀ ସ୍ତ୍ରୀ ଦୁହେଁ ଏବେ ଦିନ ମଜୁରିଆ    (11-Aug-2026)       ||      ଜିଲ୍ଲପାଳ ଙ୍କ ଆହ୍ୱାନ " ଘରେ ଘରେ ତ୍ରିରଙ୍ଗା "କାର୍ଯ୍ୟକ୍ରମ ରେ ସାମିଲ ହୁଅନ୍ତୁ |   (11-Aug-2026)       ||      ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ ରେଯୁବ ରେଡ଼କ୍ରସ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ |    (11-Aug-2026)       ||      ଛତ୍ରପୁର ଶାଖା ଅବସର ସରକାରୀ କର୍ମଚାରୀ ସଙ୍ଘର ମାସିକ ବୈଠକ ଅନୁଷ୍ଠିତ ||   (11-Aug-2026)       ||      ବିନାୟକ ମନ୍ଦିର ର ଉନ୍ନତି ଲାଗି ହାତ ବଢ଼ାଇଲେ ସମାଜ ସେବୀ ଦୀପକ ମୁଦୁଲି |    (11-Aug-2026)       ||      ମାଲେସିଆ ରୁ କଲିକତା ଆସୁଥିବା ବିମାନ ପାଇଲେଟ ଙ୍କଉପସ୍ଥିତ ବୁଦ୍ଧିଯୋଗୁ ସମସ୍ତ ଯାତ୍ରୀ ସୁରକ୍ଷିତ ରେ ଓଲ୍ଲାହିଁଲେ |   (11-Aug-2026)       ||      ଗଜପତି ଜିଲ୍ଲା ନୁଆଁ ଗଡ଼ ପଞ୍ଚାୟତ ରେ ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (10-Aug-2026)       ||      ଜଣେ ମହିଳା ତାଙ୍କ ଲମ୍ବା କେଶ ପାଇଁ ଗିନିଜ ବୁକ ଅଫ ରେକର୍ଡ କରିଛନ୍ତି |   (10-Aug-2026)       ||      ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||   (10-Aug-2026)       ||      ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |   (10-Aug-2026)       ||      ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |    (10-Aug-2026)       ||      ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|   (10-Aug-2026)       ||      ସାପ କାମୁଡା ରେ ଦୁଇ ମାସ ଶିଶୁ ମୃତ, ବାପା ଗୁରୁତର |    (10-Aug-2026)       ||      ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||     

ଉପଖଣ୍ଡ କ୍ରୀଡା ସଙ୍ଘ କପ, ତାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ, ଆୟୋଜନ ନିମନ୍ତେ ପ୍ରସ୍ତୁତି ବୈଠକ |

18-Jan-2026

 ଉପଖଣ୍ଡ କ୍ରୀଡା ସଂଘ କପ : ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ ଆୟୋଜନ ନିମନ୍ତେ ପ୍ରସ୍ତୁତି ବୈଠକ

ଓଡିଶା ଜନମତ,ବାଲିଗୁଡା ତା, ୧୮/୦୧

(ସଞ୍ଜୟ କୁମାର ପାଣିଗ୍ରାହୀ):

କନ୍ଧମାଳ ଜି ଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ -୨୦୨୬ ଆୟୋଜନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସଂଘ ର ସଭାପତି ତଥା ଉପଜିଲ୍ଲାପାଳ ପ୍ରଣୀତା ଦାସ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ସଂଘର ଉପସଭାପତି ସତ୍ୟ ନାରାୟଣ ପାଢ଼ୀ, ଉପଦେଷ୍ଟା ଶେଖ ସାଦିକ, ଦେବବ୍ରତ ସିଂ ଦେଓ, ସୁରେନ୍ଦ୍ର କୁମାର ପାତ୍ର, ସାଧାରଣ ସମ୍ପାଦକ ଡ଼. ସୁଶାନ୍ତ କୁମାର ଦାସ, ଯୁଗ୍ମ ସମ୍ପାଦକ ମାନସ ରଞ୍ଜନ ଆଚାର୍ଯ୍ୟ ଓ କୋଷାଧ୍ୟକ୍ଷ ରଞ୍ଜିତ କୁମାର ମହାନ୍ତି ଙ୍କ ସମେତ ସମସ୍ତ ସଦସ୍ୟ ଙ୍କ ଉପସ୍ଥିତ ରେ ଆଗାମୀ ଫେବୃଆରୀ ୪ ତାରିଖ ରୁ ୧୧ ତାରିଖ ପର୍ଯ୍ୟନ୍ତ ଉପଖଣ୍ଡ କ୍ରୀଡା ସଂଘ କପ ର ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ଆୟୋଜନ କରିବା ପାଇଁ ସର୍ବ ସମ୍ମତି କ୍ରମେ ସ୍ଥିର କରାଯାଇଥିଲା l ଏଥିରେ ରାଜ୍ୟର ବଛାବଛା ଫୁଟବଲ ଟିମ ମଧ୍ୟରେ ସମ୍ବଲପୁର ଏଫ ସି, ଡାଇମଣ୍ଡ କ୍ଲବ ଖୋର୍ଦ୍ଧା, ଦୋସ୍ତି ବ୍ରଦର ସୁନ୍ଦରଗଡ଼, ପପୁଲାର କ୍ଲବ- ଢେଙ୍କାନାଳ,    ୟୁଏସସି ଟିମ - ବରଗଡ଼, ଏଫପିଏସଏ ଟିମ - ଜଟଣୀ, ଜଗା ଯୁନାଇଟେଡ଼- ଭୁବନେଶ୍ୱର, ଜେ.ଡି. କ୍ଲବ-ଫୁଲବାଣୀ ଭଳି ବିଭିନ୍ନ ଦଳ ଅଂଶ ଗ୍ରହଣ କରିବାକୁ ସମ୍ମତି ପ୍ରଦାନ କରିଛନ୍ତି l ସେଥିମଧ୍ୟରେ ୧୦ ତାରିଖ ଦିନ ସବୁଠାରୁ ବିଶେଷ ଆକର୍ଷଣ ମହିଳା ଫୁଟବଲ ମ୍ୟାଚ ବରଗଡ଼ ସହ ଭୁବନେଶ୍ୱର ମଧ୍ୟରେ ଆୟୋଜିତ ହେବ l ୧୧ ତାରିଖ ଫାଇନାଲ ତଥା ଉଦଯାପନୀ ଉତ୍ସବରେ ରାଜ୍ୟର ବହୁ ଗଣ୍ୟମାନ୍ୟ ଜନ ପ୍ରତିନିଧି ଯୋଗଦେବାର କାର୍ଯ୍ୟକ୍ରମ ରହିଛି।ପ୍ରତିଦିନ ର ମ୍ୟାଚ ଅପରାହ୍ନ ୨ଟା ୩୦ମି. ରେ ଆରମ୍ଭ ହେବାକୁ ଥିବା ବେଳେ ସେମିଫାଇନାଲ ଓ ଫାଇନାଲ ମ୍ୟାଚ ଅପରାହ୍ନ ୨ଘଣ୍ଟ ରେ ଆରମ୍ଭ କରାଯିବା ପାଇଁ ଏହି ବୈଠକ ରେ ଆଲୋଚନା କରାଯାଇଥିଲା l  ଏହି ପ୍ରସ୍ତୁତି ବୈଠକ ରେ ଅନ୍ୟ ସଦସ୍ୟ ମାନଙ୍କ ମଧ୍ୟରେ କ୍ରୀଡା ସମ୍ପାଦକ ଶିବାନନ୍ଦ ପଟ୍ଟନାୟକ, ଏ. ଶ୍ରୀନିବାସ ଦୋରା, କ୍ରୀଡା ଆୟୋଜକ ଉପଦେଷ୍ଟା ମଣ୍ଡଳୀ ର ସମସ୍ତ ସଦସ୍ୟ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିବା ସହ ନିଜ ନିଜର ସୁ ଚିନ୍ତିତ ମତାମତ ପ୍ରଦାନ କରିଥିଲେ l

News Comment

You Might Also Like

BACK TO TOP