Breaking News

ନାବାଳିକା କୁ ବସ ମଧ୍ୟରେ ଅସଦାଚରଣ କରି ରିଟାୟଡ଼ ଅଧ୍ୟାପକ ଗିରଫ |    (16-Apr-2026)       ||      ପୋଲସରା ଥାନା ପାତି ଗଡ଼ ଗ୍ରାମରେ ଚୋରିକରିବାକୁ ଆସିଥିବା ବୃଦ୍ଧାଙ୍କୁ କଲେ ଆକ୍ରମଣ |    (16-Apr-2026)       ||      ମାତୃଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର ||   (15-Apr-2026)       ||      ପୋଲସରା ବିଜ୍ଞାନ ମହା ବିଦ୍ୟାଳୟ ରେ ଆଠ ଦିନିଆ ଆତ୍ମ ରକ୍ଷା ତାଲିମ ଶିବିର ର ଶୁଭାରମ୍ଭ |   (15-Apr-2026)       ||      କୋଟିନଡ଼ା ଥାନା କନ୍ଧପଲି ନିକଟରେ ଗଛକୁ ଧକ୍କାଦେଇ ବାଇକ ଆରୋହୀ ମୃତ |    (15-Apr-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ |    (15-Apr-2026)       ||      ପୂର୍ବଶତ୍ରୁତାକୁ ନେଇ ଯୁବକ ଙ୍କୁ ନିର୍ମମ ହତ୍ୟା |    (15-Apr-2026)       ||      ସତାବନ ବର୍ଷ ରେ ବିବାହ ହେଲେ ଅଭିନେତା |    (15-Apr-2026)       ||      ମହା ବିଷୁବ ସଂକ୍ରାନ୍ତି ଉପଲକ୍ଷେ ମନ୍ଦାର ବେଶରେ ଦର୍ଶନ ଦେଲେ ମା ପାଟ ଖଣ୍ଡା |   (14-Apr-2026)       ||      ବିଶ୍ୱାସ ଓ ନିଷ୍ଠା ଦେଖାଇ 22ହାତ ନିଆଁ ଉପରେ ଚାଲିଲେ ମା ଅଁଳାଇ ଙ୍କ କାଳସୀ ଏବଂ ଶ୍ରଦ୍ଧାକୁ |    (14-Apr-2026)       ||      ପୁରୁଷୋତ୍ତମପୁର ସହର ସହିତ ବ୍ଳକର ବିଭିନ୍ନ ପଞ୍ଚାୟତରେ ଥିବା ମେରୁ ଯାତ୍ରା ଓ ହନୁମାନ ଜୟନ୍ତୀ ଶେଷ ହୋଇଛି |    (14-Apr-2026)       ||      ବୁଗୁଡ଼ାରେ ଗଞ୍ଜାମ କଳାକାର ଦିବସ -2026 ଅନୁଷ୍ଠିତ |   (14-Apr-2026)       ||      ବାଲିଗୁଡା ସହର ଓଏହାର ଆଖପାଖ ଅଞ୍ଚଳରେହନୁମାନ ଜୟନ୍ତୀ ଏବଂ ମହାବିଷୁବ ପଣା ସଂକ୍ରାନ୍ତି ଅନୁଷ୍ଠିତ |    (14-Apr-2026)       ||      ଭାଜପା ଘୁମୁସର ଏସିସି ମୋର୍ଚା ଜିଲ୍ଲା ସଭାପତି 2ଥର ହେଲେ ଗନ୍ଧ ମାର୍ଦନ ସେଠୀ |    (14-Apr-2026)       ||      କେନ୍ଦୁବାଡି ପଞ୍ଚାୟତରେ ଦୁତୀୟ ପର୍ଯ୍ୟାୟ ଜନ ଅଭିଯୋଗ ଶୁଣାଣି |   (13-Apr-2026)       ||      କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |    (12-Apr-2026)       ||      ବିଦ୍ୟୁତ ଆଘାତ ରେ ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ |    (12-Apr-2026)       ||      ବେଲଘର ବନାଞ୍ଚଳ ରେ ପୁଣି ହାତି ଆତଙ୍କ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||     

ସରକାରୀ ପ୍ରାର୍ଥମିକ ଶିକ୍ଷକ ଶିକ୍ଷାନୁଷ୍ଠାନ ର ବାର୍ଷିକକ୍ରୀଡା ଉତ୍ସବ ଅନୁଷ୍ଠିତ |

18-Jan-2026

ସରକାରୀ ପ୍ରାଥମିକ ଶିକ୍ଷକ ଶିକ୍ଷାନୁଷ୍ଠାନ ର ବାର୍ଷିକ କ୍ରୀଡା ଉତ୍ସବ

ଓଡିଶା ଜନମତ,ବାଲିଗୁଡା, ତା, ୧୮/୦୧:

ସଞ୍ଜୟ କୁମାର ପାଣିଗ୍ରାହୀ:

 କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସରକାରୀ ପ୍ରାଥମିକ ଶିକ୍ଷକ ଶିକ୍ଷାନୁଷ୍ଠାନ ର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠାନ ପରିସରରେ କ୍ରୀଡା ଶିକ୍ଷକ ପ୍ରଦୀପ କୁମାର ପ୍ରଧାନଙ୍କ ନେତୃତ୍ୱରେ ପାଳିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ଫୁଲବାଣୀ ସରକାରୀ ପ୍ରାଥମିକ ଶିକ୍ଷକ ଶିକ୍ଷାନୁଷ୍ଠାନର ଅଧ୍ୟାପକ ଅମୁଲ୍ୟ ପ୍ରଧାନ, ସମ୍ମାନିତ ଅତିଥି ଭାବେ ସରକାରୀ ମାଧ୍ୟମିକ ଶିକ୍ଷକ ଶିକ୍ଷାନୁଷ୍ଠାନର ଅଧ୍ୟାପକ ଅଭିଷେକ ପ୍ରଧାନ ଯୋଗଦେଇ କ୍ରୀଡା ପତାକା ଉତ୍ତୋଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏହି ଉପଲକ୍ଷେ ଆୟୋଜିତ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ଅନୁଷ୍ଠାନ ର ଦ୍ୱିତୀୟ ବର୍ଷ ର ଛାତ୍ର କେଶବ ଦିଗାଳ ଓ ଅଭିଜିତ ପୃଷ୍ଟି ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l ଶେଷରେ ଅନୁଷ୍ଠାନ ର ଭାରପ୍ରାପ୍ତ ଅଧ୍ୟକ୍ଷ ମିହିର କୁମାର ଜେନା ଧନ୍ୟବାଦ ଅର୍ପଣ କରିଥିଲେ l

News Comment

You Might Also Like

BACK TO TOP