Breaking News

ଇତିହାସ ବିଭାଗ ରେ ଶେଷବର୍ଷ ର ଛାତ୍ରଛାତ୍ରୀ ଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ଅନୁଷ୍ଠିତ |   (18-Apr-2026)       ||      କନ୍ଧମାଳ ଜିଲ୍ଲା ପାଳ ଦାରିଙ୍ଗି ବାଡ଼ି ବ୍ଳକର ବିଭିନ୍ନ ଦୁର୍ଗମ ଅଞ୍ଚଳର ପ୍ରକଳ୍ପ ତଦାରଖା କଲେ |    (18-Apr-2026)       ||      ପୋଖରୀରେ ବୁଡି ଯୁବକ ମେତ୍ୟୁ |    (17-Apr-2026)       ||      ପୋଲସରା ରେ ବିଜୁ ବାବୁଙ୍କୁ ଭକ୍ତି ପୁତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ |    (17-Apr-2026)       ||      ବିଜୁବାବୁ ଥିଲେ ଜଣେ ମହାନ ଜନ ନାୟକ ତଥା ଓଡ଼ିଶାର ଗର୍ବ ଗୌରବ |    (17-Apr-2026)       ||      ପୋଲିସ ପେଟ୍ରୋଲିଙ୍ଗ ସମୟ ରେ କାଠ ପଟା ବୋଝେଇ ମିନିଟ୍ରକ ଜବତ, ତିନି ଗିରଫ |   (17-Apr-2026)       ||      ପିକଅପ ଭେନ କୁ ଧକ୍କା ଦେଈ ବାଇକ ଚାଳକ ମୃତ ||   (16-Apr-2026)       ||      ରଙ୍ଗେଈଲୁଣ୍ଡା ବ୍ଳକର 17ଜଣ ସିଆରସିସି ମାନସିକ ଚାପର ଵଶବର୍ତ୍ତୀ ହୋଈ ବିଇଓ ଙ୍କୁ ଦେଲେ ସାମୁହିକ ଇସ୍ତଫାପତ୍ର |   (16-Apr-2026)       ||      ବାଇକ ଧକ୍କା ରେ ବରିଷ୍ଟ ନାଗରିକ ମୃତ |    (16-Apr-2026)       ||      ବାଇକ ଧକ୍କା ରେ ବରିଷ୍ଟ ନାଗରିକ ମୃତ |    (16-Apr-2026)       ||      ଗୋଶାଣୀ ନୂଆଙ୍ଗା ଥାନା ତରଫରୁ ବ୍ରହ୍ମପୁର ରେଳଷ୍ଟେସନ ନିକଟରେ 21କେଜି ଗଞ୍ଜେଇ, ଏକ ଅଟୋ ସହ ତିନି ଜଣକୁ ଗିରଫକଲା ପୋଲିସ |   (16-Apr-2026)       ||      ନାବାଳିକା କୁ ବସ ମଧ୍ୟରେ ଅସଦାଚରଣ କରି ରିଟାୟଡ଼ ଅଧ୍ୟାପକ ଗିରଫ |    (16-Apr-2026)       ||      ପୋଲସରା ଥାନା ପାତି ଗଡ଼ ଗ୍ରାମରେ ଚୋରିକରିବାକୁ ଆସିଥିବା ବୃଦ୍ଧାଙ୍କୁ କଲେ ଆକ୍ରମଣ |    (16-Apr-2026)       ||      ମାତୃଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର ||   (15-Apr-2026)       ||      ପୋଲସରା ବିଜ୍ଞାନ ମହା ବିଦ୍ୟାଳୟ ରେ ଆଠ ଦିନିଆ ଆତ୍ମ ରକ୍ଷା ତାଲିମ ଶିବିର ର ଶୁଭାରମ୍ଭ |   (15-Apr-2026)       ||      କୋଟିନଡ଼ା ଥାନା କନ୍ଧପଲି ନିକଟରେ ଗଛକୁ ଧକ୍କାଦେଇ ବାଇକ ଆରୋହୀ ମୃତ |    (15-Apr-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ |    (15-Apr-2026)       ||      ପୂର୍ବଶତ୍ରୁତାକୁ ନେଇ ଯୁବକ ଙ୍କୁ ନିର୍ମମ ହତ୍ୟା |    (15-Apr-2026)       ||      ସତାବନ ବର୍ଷ ରେ ବିବାହ ହେଲେ ଅଭିନେତା |    (15-Apr-2026)       ||      ମହା ବିଷୁବ ସଂକ୍ରାନ୍ତି ଉପଲକ୍ଷେ ମନ୍ଦାର ବେଶରେ ଦର୍ଶନ ଦେଲେ ମା ପାଟ ଖଣ୍ଡା |   (14-Apr-2026)       ||     

ଭରସାମ୍ୟ ହରାଇ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଯୁବକ ଯୁବତୀ ମୃତ |

19-Jan-2026

ଭାରସାମ୍ୟ ହରାଇ ମର୍ମନ୍ତୁଦ ବାଇକ ଦୁର୍ଘଟଣା: ଯୁବକ ଯୁବତୀ ମୃତ

ଓଡିଶା ଜନମତ,ବାଲିଗୁଡା, ତା, ୧୯/୦୧: 

ସଞ୍ଜୟ କୁମାର ପାଣିଗ୍ରାହୀ ;

 କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଡ଼ ଥାନା ଅନ୍ତର୍ଗତ ବଣ୍ଡଗୁଡ଼ା ନିକଟସ୍ଥ କାଣିବାରୁଡ଼ି ଛକ ନିକଟରେ ଏକ ବାଇକ ଦୁର୍ଘଟଣା ହୋଇଛି l ବାଇକ ଟି ଭାରସାମ୍ୟ ହରାଇ ରାସ୍ତା କଡ଼ ଗଛକୁ ଧକ୍କା ଦେବାରୁ ଦୁର୍ଘଟଣାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ମୃତକଙ୍କ ମଧ୍ୟରେ ଜଣେ ପୁଅ,ଜଣେ ଝିଅ ରହିଥିବା ଜଣାପଡ଼ିଛି ‌। ମୃତ ଦୁଇ ଯୁବକ, ଯୁବତୀଙ୍କ ପରିଚୟ ଏଯାବତ୍ ଅସ୍ପଷ୍ଟ ରହିଛି । ସୂଚନା ପ୍ରକାରେ ଯୁବକ ଓ ଯୁବତୀ ଦୁହେଁ ଫିରିଙ୍ଗିଆ ଅଞ୍ଚଳରୁ ଗୁଟିଙ୍ଗିଆ ଯାଉଥିବା ବେଳେ ସାରଙ୍ଗଡ଼ ଥାନା ଅନ୍ତର୍ଗତ ଗୁଟିଙ୍ଗିଆ ନିକଟସ୍ଥ କାଣିବାରୁଡ଼ି ଛକ ନିକଟସ୍ଥ ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଗଛକୁ ଧକ୍କା ଦେଇଥିଲା ବାଇକ୍ । ଘଟଣାସ୍ଥଳରେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ବାଇକରେ ବସିଥିବା ଯୁବତୀ ଜଣଙ୍କ ଗୁରୁତର ଆହତ ହୋଇଥିଲେ । ସ୍ଥାନୀୟ ଲୋକଙ୍କ ନିକଟରୁ ସୂଚନା ପାଇ ସାରଙ୍ଗଗଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯୁବକ ଓ ଯୁବତୀଙ୍କୁ ସାରଙ୍ଗଡ଼ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଯୁବକଙ୍କୁ ଡାକ୍ତର ମୃତ ଘୋଷଣା କରିଥିବା ବେଳେ ଗୁରୁତର ଯୁବତୀଙ୍କୁ ପ୍ରାଥମିକ ଚିକିତ୍ସା ପରେ ଫୁଲବାଣୀ ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ କିନ୍ତୁ ଅଧା ବାଟରେ ଯୁବତୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି ।

News Comment

You Might Also Like

BACK TO TOP