Breaking News

ମାଲେସିଆ ରୁ କଲିକତା ଆସୁଥିବା ବିମାନ ପାଇଲେଟ ଙ୍କଉପସ୍ଥିତ ବୁଦ୍ଧିଯୋଗୁ ସମସ୍ତ ଯାତ୍ରୀ ସୁରକ୍ଷିତ ରେ ଓଲ୍ଲାହିଁଲେ |   (11-Aug-2026)       ||      ଗଜପତି ଜିଲ୍ଲା ନୁଆଁ ଗଡ଼ ପଞ୍ଚାୟତ ରେ ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (10-Aug-2026)       ||      ଜଣେ ମହିଳା ତାଙ୍କ ଲମ୍ବା କେଶ ପାଇଁ ଗିନିଜ ବୁକ ଅଫ ରେକର୍ଡ କରିଛନ୍ତି |   (10-Aug-2026)       ||      ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||   (10-Aug-2026)       ||      ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |   (10-Aug-2026)       ||      ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |    (10-Aug-2026)       ||      ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|   (10-Aug-2026)       ||      ସାପ କାମୁଡା ରେ ଦୁଇ ମାସ ଶିଶୁ ମୃତ, ବାପା ଗୁରୁତର |    (10-Aug-2026)       ||      ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||     

ବେଲଘର ବନାଞ୍ଚଳ, ଜଙ୍ଗଲ ରେ ହାତୀ ମୃତ୍ୟୁ ଘଟଣା କୁ ଚପାଇ ଦେବା ଅଭିଯୋଗ ରେ ରେଞ୍ଜର ନିଲମ୍ବିତ |

20-Jan-2026

ବେଲଘର ବନାଞ୍ଚଳ: ଜଙ୍ଗଲ ରେ ହାତୀ ମୃତ୍ୟୁ ଘଟଣାକୁ ଚପାଇ ଦେବା ଅଭିଯୋଗରେ ରେଞ୍ଜର ନିଲମ୍ବିତ,

ଓଡିଶା ଜନମତ,ବାଲିଗୁଡା, ତା, ୨୦/୦୧: 

ସଞ୍ଜୟ କୁମାର ପାଣିଗ୍ରାହୀ): 

କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡର ବେଲଘର ବନାଞ୍ଚଳ ଅନ୍ତର୍ଗତ ଝିରିପାଣି ସେକ୍ସନର ସିମିଲିପଦର ନିକଟସ୍ଥ ମୁଣ୍ଡୁଟି ଜଙ୍ଗଲରେ ଗତ ୫ ତାରିଖ ଦିନ ଏକ ହାତୀର ମୃତ୍ୟୁ ଘଟିଥିଲା । କାହାକୁ କିଛି ନଜଣାଇ ବେଲଘର ବନବିଭାଗ ଅଧିକାରୀ ଓ କର୍ମଚାରୀ ମୃତ ହାତୀର ଶବକୁ ଖଣ୍ଡ ଖଣ୍ଡ କରି କାଟି ଗାତ ଖୋଳି ପୋତି ଦେଇଥିବା ଘଟଣା ୧୨ ଦିନ ପରେ ସାମ୍ନାକୁ ଆସିଥିଲା । କିନ୍ତୁ ଘଟଣାକୁ ଚପାଇ ଦେବାକୁ ଉଦ୍ୟମ କରିଥିଲେ ବେଲଘର ରେଞ୍ଜର ବିନୟ କୁମାର ବିଶି । ଘଟଣା ସମ୍ପର୍କରେ ଖବର ପାଇ ବାଲିଗୁଡ଼ା ଡିଏଫ୍ଓ ଘନଶ୍ୟାମ ମହନ୍ତ ପ୍ରଥମେ ଏସିଓଫ୍ ସୂର୍ଯ୍ୟକାନ୍ତ ବେହେରା ଙ୍କୁ ପଠାଇଥିଲେ ଏବଂ ପରେ ନିଜେ ଘଟଣାସ୍ଥଳକୁ ଯାଇ ତଦନ୍ତ କରିବା ପରେ ଘଟଣାରେ ସତ୍ୟତା ଥିବା ଜାଣିବାକୁ ପାଇଥିଲେ । ଘଟଣାର ପ୍ରଥମ ତଦନ୍ତ ପର୍ଯ୍ୟାୟରେ ବୁଧବାର ବେଲଘର ରେଞ୍ଜର ବିନୟ କୁମାର ବିଶି ଙ୍କୁ ନିଲମ୍ବନ କରାଯାଇଥିବା ବେଳେ ଏବେବି ପୁଣି ଏକ ସ୍ବତନ୍ତ୍ର ଟିମ୍ ସହ ବେଲଘର ବନାଞ୍ଚଳରେ ତଦନ୍ତ ଜାରି ରଖିଛନ୍ତି ବାଲିଗୁଡ଼ା ଡିଏଫ୍ଓ ।

News Comment

You Might Also Like

BACK TO TOP