Breaking News

ଗଜପତି ଜିଲ୍ଲା ନୁଆଁ ଗଡ଼ ପଞ୍ଚାୟତ ରେ ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (10-Aug-2026)       ||      ଜଣେ ମହିଳା ତାଙ୍କ ଲମ୍ବା କେଶ ପାଇଁ ଗିନିଜ ବୁକ ଅଫ ରେକର୍ଡ କରିଛନ୍ତି |   (10-Aug-2026)       ||      ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||   (10-Aug-2026)       ||      ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |   (10-Aug-2026)       ||      ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |    (10-Aug-2026)       ||      ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|   (10-Aug-2026)       ||      ସାପ କାମୁଡା ରେ ଦୁଇ ମାସ ଶିଶୁ ମୃତ, ବାପା ଗୁରୁତର |    (10-Aug-2026)       ||      ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||     

ବାଲିଗୁଡା ରୁ ମଧ୍ୟ ପ୍ରଦେଶ ଗଞ୍ଜେଇ ଚାଲାଣ,, ଗଞ୍ଜେଇ ସହ ତିନୋଟି ଗାଡି ଜବତ, ଦୁଇ ଗିରଫ |

23-Jan-2026

ବାଲିଗୁଡା ରୁ ମଧ୍ୟପ୍ରଦେଶ ଗଞ୍ଜେଇ ଚାଲାଣ : ଗଞ୍ଜେଇ ସହ ତିନୋଟି ଗାଡି ଜବତ : ୭ ଗିରଫ

ଓଡିଶା ଜନମତ,ବାଲିଗୁଡା, ତା, ୨୨/୦୧:

ସଞ୍ଜୟ କୁମାର ପାଣିଗ୍ରାହୀ:

 ନିଶା କାରବାର ରୋକିବାକୁ କନ୍ଧମାଳ ପୋଲିସ ପକ୍ଷରୁ ଆରମ୍ଭ ହୋଇଛି ସ୍ପେସାଲ୍ ଡ୍ରାଇଭ୍ । ବାଲିଗୁଡ଼ା ଉପଖଣ୍ଡର ବିଭିନ୍ନ ଥାନା ଅଞ୍ଚଳରେ ନାକା ଲଗାଇ ଗାଡ଼ି ମୋଟର ଯାଞ୍ଚ୍ କଡ଼ାକଡ଼ି କରାଯାଇଛି । ଫଳରେ ପୋଲିସକୁ ମିଳିଛି ବଡ଼ ସଫଳତା । ପୃଥକ ପୃଥକ ତିନୋଟି ଥାନା ଅଞ୍ଚଳରେ ଚଢ଼ାଉ କରି ପ୍ରାୟ ୧୫ ଲକ୍ଷ ଟଙ୍କାର ବେଆଇନ୍ ଗଞ୍ଜେଇ ଜବତ କରିଛି ପୋଲିସ୍ । ବାଲିଗୁଡ଼ା,କ.ନୁଆଗାଁ ଓ ଦାରିଙ୍ଗବାଡ଼ି ଥାନା ଅଞ୍ଚଳରୁ ଗୋଟିଏ ଦିନରେ ୨୬୦ କେଜି ବେଆଇନ୍ ଗଞ୍ଜେଇ ଜବତ କରିବା ସହ ଘଟଣାରେ ୭ ଜଣ ଗଞ୍ଜେଇ ମାଫିଆଙ୍କୁ ବାନ୍ଧିଲା ପୋଲିସ୍ ।ଗିରଫଙ୍କ ମଧ୍ୟରେ ୪ଜଣ ମଧ୍ୟପ୍ରଦେଶର ହୋଇଥିବା ବେଳେ ସେମାନେ ବାଲିଗୁଡ଼ା ଅଞ୍ଚଳରୁ ମଧ୍ୟପ୍ରଦେଶକୁ ୪୦ କେଜି ବେଆଇନ୍ ଗଞ୍ଜେଇ ଚୋରା କରୁଥିବା ବେଳେ କ.ନୁଆଗାଁ ଥାନା ଅଞ୍ଚଳରୁ ୧୨୦ କେଜି ଗଞ୍ଜେଇ ଓ ଦାରିଙ୍ଗବାଡ଼ି ଥାନା ଅଞ୍ଚଳରୁ ୧୦୦ କେଜି ବେଆଇନ୍ ଗଞ୍ଜେଇ ଜବତ କରିବା ସହ ଗୋଟିଏ ଅଟୋ, ଗୋଟିଏ ମୋଟରସାଇକେଲ ଓ ଗୋଟିଏ କାର୍ ଜବତ କରାଯାଇଥିବା ବେଳେ ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ୧୫ ଲକ୍ଷ ଟଙ୍କା ହେବ ବୋଲି ବାଲିଗୁଡା ଏସଡିପିଓ ସୁଭମ୍ ଭୋଷଲେ କହିଛନ୍ତି ।

News Comment

You Might Also Like

BACK TO TOP