Breaking News

ନାବାଳିକା କୁ ବସ ମଧ୍ୟରେ ଅସଦାଚରଣ କରି ରିଟାୟଡ଼ ଅଧ୍ୟାପକ ଗିରଫ |    (16-Apr-2026)       ||      ପୋଲସରା ଥାନା ପାତି ଗଡ଼ ଗ୍ରାମରେ ଚୋରିକରିବାକୁ ଆସିଥିବା ବୃଦ୍ଧାଙ୍କୁ କଲେ ଆକ୍ରମଣ |    (16-Apr-2026)       ||      ମାତୃଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର ||   (15-Apr-2026)       ||      ପୋଲସରା ବିଜ୍ଞାନ ମହା ବିଦ୍ୟାଳୟ ରେ ଆଠ ଦିନିଆ ଆତ୍ମ ରକ୍ଷା ତାଲିମ ଶିବିର ର ଶୁଭାରମ୍ଭ |   (15-Apr-2026)       ||      କୋଟିନଡ଼ା ଥାନା କନ୍ଧପଲି ନିକଟରେ ଗଛକୁ ଧକ୍କାଦେଇ ବାଇକ ଆରୋହୀ ମୃତ |    (15-Apr-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ |    (15-Apr-2026)       ||      ପୂର୍ବଶତ୍ରୁତାକୁ ନେଇ ଯୁବକ ଙ୍କୁ ନିର୍ମମ ହତ୍ୟା |    (15-Apr-2026)       ||      ସତାବନ ବର୍ଷ ରେ ବିବାହ ହେଲେ ଅଭିନେତା |    (15-Apr-2026)       ||      ମହା ବିଷୁବ ସଂକ୍ରାନ୍ତି ଉପଲକ୍ଷେ ମନ୍ଦାର ବେଶରେ ଦର୍ଶନ ଦେଲେ ମା ପାଟ ଖଣ୍ଡା |   (14-Apr-2026)       ||      ବିଶ୍ୱାସ ଓ ନିଷ୍ଠା ଦେଖାଇ 22ହାତ ନିଆଁ ଉପରେ ଚାଲିଲେ ମା ଅଁଳାଇ ଙ୍କ କାଳସୀ ଏବଂ ଶ୍ରଦ୍ଧାକୁ |    (14-Apr-2026)       ||      ପୁରୁଷୋତ୍ତମପୁର ସହର ସହିତ ବ୍ଳକର ବିଭିନ୍ନ ପଞ୍ଚାୟତରେ ଥିବା ମେରୁ ଯାତ୍ରା ଓ ହନୁମାନ ଜୟନ୍ତୀ ଶେଷ ହୋଇଛି |    (14-Apr-2026)       ||      ବୁଗୁଡ଼ାରେ ଗଞ୍ଜାମ କଳାକାର ଦିବସ -2026 ଅନୁଷ୍ଠିତ |   (14-Apr-2026)       ||      ବାଲିଗୁଡା ସହର ଓଏହାର ଆଖପାଖ ଅଞ୍ଚଳରେହନୁମାନ ଜୟନ୍ତୀ ଏବଂ ମହାବିଷୁବ ପଣା ସଂକ୍ରାନ୍ତି ଅନୁଷ୍ଠିତ |    (14-Apr-2026)       ||      ଭାଜପା ଘୁମୁସର ଏସିସି ମୋର୍ଚା ଜିଲ୍ଲା ସଭାପତି 2ଥର ହେଲେ ଗନ୍ଧ ମାର୍ଦନ ସେଠୀ |    (14-Apr-2026)       ||      କେନ୍ଦୁବାଡି ପଞ୍ଚାୟତରେ ଦୁତୀୟ ପର୍ଯ୍ୟାୟ ଜନ ଅଭିଯୋଗ ଶୁଣାଣି |   (13-Apr-2026)       ||      କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |    (12-Apr-2026)       ||      ବିଦ୍ୟୁତ ଆଘାତ ରେ ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ |    (12-Apr-2026)       ||      ବେଲଘର ବନାଞ୍ଚଳ ରେ ପୁଣି ହାତି ଆତଙ୍କ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||     

କନ୍ଧମାଳ, କଳାହାଣ୍ଡି ସୀମାନ୍ତ ଜଙ୍ଗଲରେ ମାଓ କ୍ୟାମ୍ପ ଠାବ,

23-Jan-2026

କନ୍ଧମାଳ -କଳାହାଣ୍ଡି ସୀମାନ୍ତ ଜଙ୍ଗଲରେ ମାଓ କ୍ୟାମ୍ପ ଠାବ କୁମ୍ବିଂ ଅପରେସନ ଜୋରଦାର,

ଓଡିଶା ଜନମତ,କନ୍ଧମାଳ:ତା, ୨୨/୦୧:

ସଞ୍ଜୟ କୁମାର ପାଣିଗ୍ରାହୀ:

 ଦେଶକୁ ନକ୍ସଲ ଏବଂ ମାଓବାଦୀ ମୁକ୍ତ କରିବା ପାଇଁ ଡେଡ଼ଲାଇନ ସମୟ ଯେତେ ପାଖେଇ ଆସୁଛି, ପୁଲିସ ଏବଂ ସୁରକ୍ଷା ବାହିନୀଙ୍କ କୁମ୍ବିଂ ଅପେରସନ ମଧ୍ୟ ସେତିକି ତୀବ୍ର ହେବାରେ ଲାଗିଛି । ସେହିଭଳି କନ୍ଧମାଳ ଜିଲ୍ଲାରେ ମଧ୍ୟ ଜିଲ୍ଲା ପୁଲିସ ଏବଂ କେନ୍ଦ୍ରୀୟ ସୁରକ୍ଷାବାହିନୀ ସିଆରପିଏଫ୍‌, ବିଏସଏଫ୍‌ ମଳିତ ଭାବେ ଜିଲ୍ଲାର ବିଭିନ୍ନ ନକ୍ସଲ ଏବଂ ମାଓବାଦୀ ପ୍ରବଣ ଅଞ୍ଚଳରେ କୁମ୍ବିଂ ଅପେରସନକୁ ତୀବ୍ର କରାଯାଇଛି । ଗୁରୁବାର ସକାଳୁ ଜିଲ୍ଲା ପୁଲିସ ର ଏସଓଜି, ଡିଭିଏଫ୍‌ ଏବଂ ସିଆରପିଏଫର ମିଳିତ ଭାବେ କନ୍ଧମାଳ-କଳାହାଣ୍ଡି ସୀମାନ୍ତବର୍ତ୍ତୀ ଗାଙ୍ଗେଲ ଜଙ୍ଗଲରେ ବଡ଼ ଧରଣର କୁମ୍ବିଂ ଅପେରସନ ଆରମ୍ଭ କରିଛନ୍ତି । ମିଳିତ ଟିମକୁ ବଡ଼ ସଫଳତା ମିଳିଥିବା ସୂଚନା ମିଳିଛି । ଜଙ୍ଗଲରେ ମିଳିତ ଟିମ ଏକ ମାଓ କ୍ୟାମ୍ପକୁ ଠାବ କରିଛି ଏବଂ କ୍ୟାମ୍ପରୁ ବହୁ ବନ୍ଧୁକ ସହିତ ବହୁ ପରିମାଣର ମାଓବାଦୀ ବ୍ୟବହୃତ ସାମଗ୍ରୀ ଜବତ ହୋଇଛି । ମାଓ ସାମଗ୍ରୀ ମଧ୍ୟରେ ୧୩ ଟି ବନ୍ଧୁକ, ବହୁ ୱାକିଟକି, ସୋଲାର ପାନେଲ, ବିଦ୍ୟୁତ ତାର, ମେଡ଼ିସିନ ଭଳି ଅନେକ ମାଓବାଦୀ ବ୍ୟବହାର କରୁଥିବା ସାମଗ୍ରୀ ଜବତ ହୋଇଛି। ବହୁ ହାର୍ଡକୋର ମାଓବାଦୀ ଏହି ଜଙ୍ଗଲରେ ଲୁଚି ରହିଥିବା ସନ୍ଦେହରେ ମିଳିତ ଟିମ ଏବେ ମଧ୍ୟ କୁମ୍ବିଂ ଅପେରସନ କୁ ଜାରି ରଖିଛନ୍ତି ।

News Comment

You Might Also Like

BACK TO TOP