Breaking News

ଗଜପତି ଜିଲ୍ଲା ନୁଆଁ ଗଡ଼ ପଞ୍ଚାୟତ ରେ ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (10-Aug-2026)       ||      ଜଣେ ମହିଳା ତାଙ୍କ ଲମ୍ବା କେଶ ପାଇଁ ଗିନିଜ ବୁକ ଅଫ ରେକର୍ଡ କରିଛନ୍ତି |   (10-Aug-2026)       ||      ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||   (10-Aug-2026)       ||      ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |   (10-Aug-2026)       ||      ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |    (10-Aug-2026)       ||      ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|   (10-Aug-2026)       ||      ସାପ କାମୁଡା ରେ ଦୁଇ ମାସ ଶିଶୁ ମୃତ, ବାପା ଗୁରୁତର |    (10-Aug-2026)       ||      ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||     

ପୁଅର ବାହାଘରେ ବିଦ୍ୟୁତ ଆଘାତ ରେ ପିତାର ମୃତ୍ୟୁ |

23-Jan-2026

ଆଜି ପୁଅର ବାହାଘର, କିନ୍ତୁ ବିଦ୍ୟୁତ୍ ଆଘାତରେ ପିତା ର ମୃତ୍ୟୁ, 

ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର

ଗଞ୍ଜାମ ଜିଲ୍ଲା ଧରାକୋଟ ଥାନ ଅନ୍ତର୍ଗତ ଜାହାଡା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ଯାହାକି ହୃଦୟ ବିଦାରକ ଖବର। ଉକ୍ତ ଗ୍ରାମର ଗୌଡ ସାହିର ମଙ୍ଗୁଳୁ ଗୌଡ଼ ର ଆଜି ବାହାଘର କାର୍ଯ୍ୟକ୍ରମ ପାଇଁ ବହୁ ଦିନ ଆଗରୁ ପ୍ରସ୍ତୁତି ଚାଲିଥିବା ବେଳେ ଘରେ ବଂଧୁ ଗହଳି କୁ ଦୃଷ୍ଟିରେ ରଖି ମଙ୍ଗଳୁ ଗତକାଲି ଘର ଉପର ଟାଙ୍କିରେ ପାଣି ଭର୍ତ୍ତି ନିମନ୍ତେ ମୋଟର ସୁଇଚ୍ ଚିପିବା ବେଳେ ହଠାତ୍ ତାଙ୍କ ଦେହକୁ ବିଦ୍ୟୁତ୍ ଆଘାତ ଲାଗିଯାଇଥିଲା। ଯାହା ଫଳରେ ସେ ଘଟଣାସ୍ଥଳରେ ହିଁ ଟଳି ପଡ଼ିଥିଲେ। ଏହି ଦୁଃଖଦ ଖବର ସାରା ଅଞ୍ଚଳରେ ବିଦ୍ୟୁତ୍ ବେଗରେ ଲୋକ ମାନଙ୍କ ନିକଟରେ ପହଞ୍ଚି ଯାଇଥିଲା। ଯଦ୍ୱାରା ବଂଧୁ ଓ ଗ୍ରାମ ବାସୀ ଘରେ ପହଞ୍ଚି ଯାଇଥିଲେ ଓ ଅନ୍ୟ ପକ୍ଷରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP