Breaking News

ସାପ କାମୁଡା ରେ ଦୁଇ ମାସ ଶିଶୁ ମୃତ, ବାପା ଗୁରୁତର |    (10-Aug-2026)       ||      ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||     

ବଡ଼ଙ୍ଗା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଜାତୀୟ ବାଳିକା ଦିବସ ପାଳିତ |

24-Jan-2026

ବଡ଼ଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଜାତୀୟ ବାଳିକା ଦିବସ ପାଳିତ,

ଓଡିଶା ଜନମତ,ବାଲିଗୁଡ଼ା, ତା, ୨୪/୦୧: 

ସଞ୍ଜୟ କୁମାର ପାଣିଗ୍ରାହୀ :

 କନ୍ଧମାଳ ଜିଲ୍ଲା ବାଲିଗୁଡା ଏନଏସି ଅନ୍ତର୍ଗତ ବଡଗାଁ ସ୍ଥିତ ପି ଏମ ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଜାତୀୟ ବାଳିକା ଦିବସ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଆସ୍ତିକ ମୁଖୀ ଙ୍କ ତତ୍ୱାବଧାନରେ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟ ନିକଟରୁ ଏକ ସଚେତନତା ଶୋଭାଯାତ୍ରା ବାହାରି ବାଳିକା ଦିବସ ସମ୍ପର୍କିତ ବିଭିନ୍ନ ସ୍ଲୋଗାନ ମାନ ଦେଇ ସମଗ୍ର ଗାଁ ପରିକ୍ରମା କରିବା ସହ ବିଦ୍ୟାଳୟ ରେ ପହଞ୍ଚିବା ପରେ ଏକ ସଭାର ଆୟୋଜନ ହୋଇଥିଲା l ଉକ୍ତ ସଭାରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଆସ୍ତିକ ମୁଖୀ ଙ୍କ ସମେତ ବିଦ୍ୟାଳୟ ର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଉପସ୍ଥିତ ରହି ଜାତୀୟ ବାଳିକା ଦିବସ ର ମହତ୍ୱ ଓ ତା` ର କାର୍ଯ୍ୟକାରିତା ସମ୍ପର୍କରେ ଉପସ୍ଥିତ ଛାତ୍ରୀ ମାନଙ୍କୁ ସମ୍ୟକ ସୂଚନା ପ୍ରଦାନ କରିଥିଲେ l ଶେଷରେ ଶ୍ରୀ ମୁଖି ଧନ୍ୟବାଦ ଅର୍ପଣ କରିଥିଲେ l

News Comment

You Might Also Like

BACK TO TOP