Breaking News

ଜ୍ୟୋତିଷ ବିଶାରଦ ବାଇକୋଳି ଙ୍କ 116ତମ ଜୟନ୍ତୀ ପାଳିତ |    (23-Dec-2024)       ||      ମାଳ ଦ୍ୱୀପ ରେ ଫସିଥିବା ଦାଦନ ଶ୍ରମିକ ଙ୍କୁ ଉଦ୍ଧାର କରିବାଜୁ ପ୍ରଶାସନ ଙ୍କୁ ଅନୁରୋଧ |    (23-Dec-2024)       ||      ମାରଦା ମହୋତ୍ସବ ପାଈଁ ଶୁଭଖୁଣ୍ଟି ସ୍ଥାପନ |    (23-Dec-2024)       ||      କରଚୁଲି ଶିଶୁମନ୍ଦିର ର ବାର୍ଷିକ ଉତ୍ସବ ଅନୁଷ୍ଠିତ |   (23-Dec-2024)       ||      ନୂଆଁ ବର୍ଷରୁ ମାସିକିଆ ମିଳିବ ରାସନ ||   (23-Dec-2024)       ||      ପୋଲସରା ହାତୀଓଟ ଆଦର୍ଶ ବିଦ୍ୟାଳୟ ର 3ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ |   (23-Dec-2024)       ||      ବୁଗୁଡ଼ା ବ୍ଲକ ଅଙ୍ଗନ ୱାଡି କର୍ମୀ ସମ୍ମିଳନୀ |    (23-Dec-2024)       ||      ପୋଲସରା ଏନଏସିରେ ଚଞ୍ଚକତା କରି ଧନିବ୍ୟକ୍ତି ପାଇଛନ୍ତି ଆବାସ ଯୋଜନା |    (23-Dec-2024)       ||      ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||     

ସହକାରୀ ଦେବୋତ୍ତର କମିଶନର ଙ୍କ ବାଲିଗୁଡା ଜଗନ୍ନଥ ମନ୍ଦିର ଗ୍ରସ୍ତ |

22-Nov-2024

ଅତିରିକ୍ତ ସହକାରୀ ଦେବତ୍ତର କମିଶନରଙ୍କ ବାଲିଗୁଡା ଗ୍ରସ୍ତ : ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନାର ସମୀକ୍ଷା  |

           ଓଡିଶା  ଜନମତ   ବ୍ୟୁରୋ,

ବାଲିଗୁଡ଼ା,୨୨/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡାର ସର୍ବ ପୁରାତନ ଶ୍ରୀଜଗନ୍ନାଥ ମନ୍ଦିରକୁ ଅତିରିକ୍ତ ସହକାରୀ ଦେବୋତ୍ତର କମିଶନର ବ୍ରହ୍ମପୁର ,ସିଦ୍ଧାର୍ଥ ଶଙ୍କର ଜେନା ଶୁକ୍ରବାର ଦିନିକିଆ ଗ୍ରସ୍ତ କରି ମନ୍ଦିର ନିରୀକ୍ଷଣ କରି ଫେରିଛନ୍ତି। ଶ୍ରୀ ଜଗନ୍ନାଥ ମନ୍ଦିରରେ ପହଞ୍ଚି ମନ୍ଦିର ର ମେନେଜିଂ ଟ୍ରଷ୍ଟି ଟି. ଶ୍ରୀନିବାସ ରାଓ ଏବଂ  ମଧୁସୂଦନ ଦାସ ତାଙ୍କୁ ମନ୍ଦିର ପରିସର ବୁଲାଇ ଦେଖାଇଥିଲେ । ବିଭିନ୍ନ ପାର୍ଶ୍ଵ ଦେବାଦେବୀ ପୀଠ ବୁଲି ଦେଖିବା ସହ ଶ୍ରୀଜଗନ୍ନାଥ ଙ୍କ ପୂଜାର୍ଚ୍ଚନା କରିଥିଲେ । ମନ୍ଦିର ପରିସର ରେ ନୂତନ ଯଜ୍ଞ ମଣ୍ଡପ, କଲ୍ୟାଣ ମଣ୍ଡପ, ଭୋଜନ ମଣ୍ଡପ ଓ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମର ତଦାରଖ କରିବା ସହ ପ୍ରତିଷ୍ଠା ମହୋତ୍ସବ ପାଳନ କିଭଳି ରହିଥିଲା ସେ ସମ୍ପର୍କରେ ଟ୍ରଷ୍ଟ ସଦସ୍ୟ ଙ୍କ ସହ ଆଲୋଚନା କରିଥିଲେ। ବର୍ଷ ତମାମ ମନ୍ଦିର କିଭଳି ପରିଚାଳନା ହେଉଛି, ଆୟବ୍ୟୟ ର ହିସାବ କିତାବ ସମ୍ପର୍କ ରେ ବିଭିନ୍ନ ନଥି ପତ୍ର ଯାଞ୍ଚ କରିଥିଲେ।ଅତିରିକ୍ତ ସହକାରୀ ଦେବୋତ୍ତର କମିଶନର ଶ୍ରୀ ଜେନା ମନ୍ଦିର ପରିସର ରେ ପୂଜା ପାଉଥିବା ଦେବା ଦେବୀ ଙ୍କ ପୂଜା ନୀତି ବିଧି ଅନୁସାରେ ନିଷ୍ଠାର ସହ ସମ୍ପାଦନ କରିବା, ସ୍ୱଚ୍ଛତା ବଜାୟ ରଖିବା ପାଇଁ ଟ୍ରଷ୍ଟି ମାନଙ୍କୁ ପରାମର୍ଶ ଦେଇଛନ୍ତି।

News Comment

You Might Also Like

BACK TO TOP