Breaking News

ରଙ୍ଗେଈଲୁଣ୍ଡା ବ୍ଳକର 17ଜଣ ସିଆରସିସି ମାନସିକ ଚାପର ଵଶବର୍ତ୍ତୀ ହୋଈ ବିଇଓ ଙ୍କୁ ଦେଲେ ସାମୁହିକ ଇସ୍ତଫାପତ୍ର |   (16-Apr-2026)       ||      ବାଇକ ଧକ୍କା ରେ ବରିଷ୍ଟ ନାଗରିକ ମୃତ |    (16-Apr-2026)       ||      ବାଇକ ଧକ୍କା ରେ ବରିଷ୍ଟ ନାଗରିକ ମୃତ |    (16-Apr-2026)       ||      ଗୋଶାଣୀ ନୂଆଙ୍ଗା ଥାନା ତରଫରୁ ବ୍ରହ୍ମପୁର ରେଳଷ୍ଟେସନ ନିକଟରେ 21କେଜି ଗଞ୍ଜେଇ, ଏକ ଅଟୋ ସହ ତିନି ଜଣକୁ ଗିରଫକଲା ପୋଲିସ |   (16-Apr-2026)       ||      ନାବାଳିକା କୁ ବସ ମଧ୍ୟରେ ଅସଦାଚରଣ କରି ରିଟାୟଡ଼ ଅଧ୍ୟାପକ ଗିରଫ |    (16-Apr-2026)       ||      ପୋଲସରା ଥାନା ପାତି ଗଡ଼ ଗ୍ରାମରେ ଚୋରିକରିବାକୁ ଆସିଥିବା ବୃଦ୍ଧାଙ୍କୁ କଲେ ଆକ୍ରମଣ |    (16-Apr-2026)       ||      ମାତୃଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର ||   (15-Apr-2026)       ||      ପୋଲସରା ବିଜ୍ଞାନ ମହା ବିଦ୍ୟାଳୟ ରେ ଆଠ ଦିନିଆ ଆତ୍ମ ରକ୍ଷା ତାଲିମ ଶିବିର ର ଶୁଭାରମ୍ଭ |   (15-Apr-2026)       ||      କୋଟିନଡ଼ା ଥାନା କନ୍ଧପଲି ନିକଟରେ ଗଛକୁ ଧକ୍କାଦେଇ ବାଇକ ଆରୋହୀ ମୃତ |    (15-Apr-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ |    (15-Apr-2026)       ||      ପୂର୍ବଶତ୍ରୁତାକୁ ନେଇ ଯୁବକ ଙ୍କୁ ନିର୍ମମ ହତ୍ୟା |    (15-Apr-2026)       ||      ସତାବନ ବର୍ଷ ରେ ବିବାହ ହେଲେ ଅଭିନେତା |    (15-Apr-2026)       ||      ମହା ବିଷୁବ ସଂକ୍ରାନ୍ତି ଉପଲକ୍ଷେ ମନ୍ଦାର ବେଶରେ ଦର୍ଶନ ଦେଲେ ମା ପାଟ ଖଣ୍ଡା |   (14-Apr-2026)       ||      ବିଶ୍ୱାସ ଓ ନିଷ୍ଠା ଦେଖାଇ 22ହାତ ନିଆଁ ଉପରେ ଚାଲିଲେ ମା ଅଁଳାଇ ଙ୍କ କାଳସୀ ଏବଂ ଶ୍ରଦ୍ଧାକୁ |    (14-Apr-2026)       ||      ପୁରୁଷୋତ୍ତମପୁର ସହର ସହିତ ବ୍ଳକର ବିଭିନ୍ନ ପଞ୍ଚାୟତରେ ଥିବା ମେରୁ ଯାତ୍ରା ଓ ହନୁମାନ ଜୟନ୍ତୀ ଶେଷ ହୋଇଛି |    (14-Apr-2026)       ||      ବୁଗୁଡ଼ାରେ ଗଞ୍ଜାମ କଳାକାର ଦିବସ -2026 ଅନୁଷ୍ଠିତ |   (14-Apr-2026)       ||      ବାଲିଗୁଡା ସହର ଓଏହାର ଆଖପାଖ ଅଞ୍ଚଳରେହନୁମାନ ଜୟନ୍ତୀ ଏବଂ ମହାବିଷୁବ ପଣା ସଂକ୍ରାନ୍ତି ଅନୁଷ୍ଠିତ |    (14-Apr-2026)       ||      ଭାଜପା ଘୁମୁସର ଏସିସି ମୋର୍ଚା ଜିଲ୍ଲା ସଭାପତି 2ଥର ହେଲେ ଗନ୍ଧ ମାର୍ଦନ ସେଠୀ |    (14-Apr-2026)       ||      କେନ୍ଦୁବାଡି ପଞ୍ଚାୟତରେ ଦୁତୀୟ ପର୍ଯ୍ୟାୟ ଜନ ଅଭିଯୋଗ ଶୁଣାଣି |   (13-Apr-2026)       ||      କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |    (12-Apr-2026)       ||     

ବାଲିଗୁଡା ରେ ଉପଖଣ୍ଡ ସ୍ତରୀୟ 77ତମ ସାଧାରଣ ତନ୍ତ୍ର ଦିବସ ପାଳିତ ||

26-Jan-2026

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ମହୋତ୍ସବ ପାଳନ

ଓଡିଶା ଜନମତ, ବାଲିଗୁଡା,ତା, ୨୬/୦୧:

ସଞ୍ଜୟ କୁମାର ପାଣିଗ୍ରାହୀ :

 କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ବିପୁଳ ଉତ୍ସାହ ଓ ଉଦ୍ଦୀପନା ର ସହ ପାଳନ ହୋଇଯାଇଛି l ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ରାମଧୁନ ପରିବେଷଣ କରାଯାଇଥିଲା l ସକାଳ ୭ ଘଣ୍ଟ ସମୟରେ ସହରର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ ହୋଇଥିଲା l ପରେ ପରେ ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ଜାତିର ପିତା ମହାତ୍ମା ଗାନ୍ଧୀ ଓ ନେହେରୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରାଯାଇଥିଲା l ସ୍ଥାନୀୟ ମିନି ଷ୍ଟାଡିୟମ ଠାରେ ଆୟୋଜିତ ଉତ୍ସବରେ ସ୍ଥାନୀୟ ଉପ ଜିଲ୍ଲାପାଳ ତଥା ଉତ୍ସବ ପାଳନ କମିଟିର ସଭାପତି ଶ୍ରୀମତୀ ପ୍ରଣୀତା ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରି ଦେଶ ସ୍ଵାଧୀନ ପାଇଁ ଶହୀଦ୍ ହୋଇଥିବା ସ୍ଵାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଜାତି ଉଦ୍ଦେଶ୍ୟରେ ରେ ଅଭିଭାଷଣ ପ୍ରଦାନ କରିଥିଲେ l ପରେ ପରେ ବିଭିନ୍ନ ପେରେଡ ଓ ପ୍ରତିଯୋଗିତାରେ କୃତକାର୍ଯ୍ୟ କରିଥିବା ପ୍ରତିଯୋଗୀ ମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ମାନପତ୍ର ସହ ପୁରସ୍କୃତ କରାଯାଇଥିଲା l ମଧ୍ୟାହ୍ନରେ ଉପଖଣ୍ଡ ଚିକିତ୍ସାଳୟ ଠାରେ ଅନ୍ତଃରୋଗୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ଫଳ ବଣ୍ଟନ, ସ୍ଥାନୀୟ କାରାଗାରର ଅନ୍ତେବାସୀଙ୍କୁ ମିଷ୍ଟାନ୍ନ ବଣ୍ଟନ ଓ ବନବାସୀ ସେବା ସମିତି ର ଅନ୍ତେବାସୀଙ୍କୁ ଫଳ ବଣ୍ଟନ କରାଯାଇଥିଲା । ଏହି ସମସ୍ତ ଉତ୍ସବରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀ ତଥା ଉପଖଣ୍ଡ ଉତ୍ସବ ପାଳନ କମିଟିର ସମ୍ପାଦକ ଶିବ ଶଙ୍କର ସମରଥ, ଯୁଗ୍ମ ସମ୍ପାଦକ ତୀର୍ଥବାସୀ ଘଡେ଼ଇ ଙ୍କ ତତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ସହକାରୀ କର୍ମଚାରୀ ଅଭିମନ୍ୟୁ ପ୍ରଧାନ, ରଶ୍ମି ରଞ୍ଜନ ମହାରଣା, ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ |

News Comment

You Might Also Like

BACK TO TOP