Breaking News

ପ୍ରାଧ୍ୟାପକ ସୁଶାନ୍ତ କୁମାର ପଣ୍ଡାଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା |   (01-Mar-2026)       ||      ପୋଲସରା ରେ ପ୍ରବୋଧନ ତାଲିମ ଶିବିର ଅନୁଷ୍ଠିତ |    (01-Mar-2026)       ||      କୋଦଳାରେ ଚାଲିଛି ଠାକୁରଙ୍କ ଦୋଳ ଉତ୍ସବ | ବାଣ ଯାତ୍ରା ବନ୍ଦ ପାଇଁ ନିଷ୍ପତି |    (01-Mar-2026)       ||      ଝୁଲନ୍ତା ଅବସ୍ଥାରେ ଯୁବକ ଙ୍କ ମୃତ ଦେହ ଉଦ୍ଧାର |    (01-Mar-2026)       ||      ଯେଉଁଠି ପୋଲିସ କୁ ଦିନରେ ଆକ୍ରମଣ, ସେଠାରେ ସାଧାରଣ ଲୋକଙ୍କ ଅବସ୍ଥା କଣ ହେବ |    (01-Mar-2026)       ||      ରାସ୍ତାରେ ଅଟକାଇ ଲୁଟିନେଲେ 10ହଜାର ଟଙ୍କା |    (01-Mar-2026)       ||      ବର୍ତ୍ତମାନ A I ଯୁଗରେ ବି ପୁରୁଣାକୁ ମନେ ପକାଇ ଶଗଡ଼ ରେ ଆସିଲା କନିଆଁ |    (01-Mar-2026)       ||      ହାଇୱା ଧକ୍କାରେ ଜଣେ ଛାତ୍ର, ମୃତ, ଜଣେ ଛାତ୍ରୀ ଗୁରୁତର |    (28-Feb-2026)       ||      ବୁଲେଟ, ସ୍କୁଟି ମୁହାଁମୁହିଁ ଧକ୍କା, ଜଣେ ମୃତ, ତିନି ଗୁରୁତର,    (28-Feb-2026)       ||      ହୁକ୍କା ଆଡ୍ଡା ଉପରେ ଚଢ଼ାଉ କଲା ବ୍ରହ୍ମପୁର ଟାଉନ ଥାନା ପୋଲିସ |    (28-Feb-2026)       ||      ଖଲ୍ଲିକୋଟ, ଡ଼ି ଆଇ ଇ ଟି ପକ୍ଷରୁ ବିଜ୍ଞାନ ଦିବସ-- 2026 ଆୟୋଜିତ |    (28-Feb-2026)       ||      ମୋଟର ସାଇକେଲ ଲୁଟେରା ଗିରଫ, ତିନି ମୋଟର ସାଇକେଲ ଜବତ,   (28-Feb-2026)       ||      ପଲିଶ୍ରୀ ବିଜ୍ଞାନ ମହିଳା ମହାବିଦ୍ୟାଳୟ ର +3ଶେଷ ବର୍ଷ ଛାତ୍ରୀ ମାନଙ୍କୁ ଅଭିନନ୍ଦନ ||   (28-Feb-2026)       ||      ଅଟୋ, ସ୍କୁଟି ମୁହାଁ ମୁହିଁ ଧକ୍କା ଫଳରେ ଜଣେ ମୃତ ଜଣେ ଗୁରୁତର |    (28-Feb-2026)       ||      ଗଞ୍ଜେଇ ତେଲ ଚୋରି ଘଟଣାରେ ପାଞ୍ଚ ଅଭିଯୁକ୍ତ କୁ ଗିରଫ କଲା ପଡୁଆ ପୋଲିସ |    (28-Feb-2026)       ||      ଅବକାରୀ ବିଭାଗ ଦ୍ୱାରା ଗଛିତ ବିଦେଶୀ ମଦ ଜବତ, ଜଣେ ଗିରଫ ଓ କୋର୍ଟ ଚାଲାଣ |    (28-Feb-2026)       ||      ଗତକାଲି କଟକ ରେ ଭୁକମ୍ପ ର ଝଟକା |    (28-Feb-2026)       ||      ଅଭିନେତ୍ରୀ ନିକିତା ହତ୍ୟା ମାମଲାରେ ସ୍ୱାମୀଙ୍କୁ ଆଜୀବନ ସଜ୍ଜା ଦେଲେ କୋର୍ଟ |    (27-Feb-2026)       ||      ବାହାଘର ପାଇଁ କନ୍ୟା ଘର ଗାଁ କୁ ଯାଇ ବରଯାତ୍ରୀ ଙ୍କ ଉନ୍ମତ କାଣ୍ଡ |    (27-Feb-2026)       ||      ନିଶା ମାଫିଆ ଗିରଫ, ତିନି ଗ୍ରାମ ହିରୋଇନ ଜବତ ||   (27-Feb-2026)       ||     

"ତମାଖୁ କ୍ଷତି ସଚେତନତା ଓସ୍ୱାସ୍ଥ୍ୟ ଶିବିର `

26-Jan-2026

**ତମାଖୁ କ୍ଷତି ସଚେତନl ଓ ସ୍ଵାସ୍ଥ୍ୟ ଶିବିର**
ଆଜି ପବିତ୍ର ଗଣତନ୍ତ୍ର ଦିବସରେ ବ୍ରହ୍ମପୁର  ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ଡା.ନକୁଳ ସାହୁ ଉପସ୍ଥିତ ରହି କହିଲେ ତମ୍ବାଖୁରେ ଥିବା ସାତ ହଜାର ରାସାୟନିକ ଦ୍ରବ୍ୟରୁ ଅନେକ ବିଷ ନିକୋଟିନ, ତାର, କାର୍ବନ୍, ବେଞ୍ଜଇନ୍, ଆର୍ସେନିକ ପରି ଅନେକ ବିଷ ରହିଛି। ସେବନ ଦ୍ଵାରା  କ୍ୟାନସର୍, ଯକ୍ଷ୍ମା,ହୃଦ୍ରୋଗ, ବୃକକ୍ ରୋଗ, ଶ୍ୱାସ, କାଶ, ଆଦି ରୋଗ ହୁଏ ଓ ପରିବାର, ପରିବେଶ ବିପର୍ଯ୍ୟସ୍ତ ହୁଏ, ଏହାକୁ ଛାଡ଼ିବା ପାଇଁ ପରାମର୍ଶ ଦେଇଥିଲେ। ଶିବିର ପରିଚାଳନାରେ 
ସମାଜସେବି କେ. ବାଳକୃଷ୍ଣ ପାତ୍ର ସହଯୋଗ କରିଥିଲେ. ଏହି ଶିବିର ପ୍ରତି ସୋମବାର ଦିନ ଅନୁଷ୍ଠିତ ହୁଏ ଓ ଏହାର ସୁଯୋଗ ନେବାକୁ ପ୍ରତିଷ୍ଠାନ ପକ୍ଷରୁ ଡ଼l. ନକୁଳ ସାହୁ ଅନୁରୋଧ କରିଛନ୍ତି।ଫୋନ 9861450612.

News Comment

You Might Also Like

BACK TO TOP