Breaking News

ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||     

ସାମ୍ବାଦିକ ଙ୍କ ମାତୃ ବିୟୋଗ,

26-Jan-2026

ଓଡିଶା ୟୁନିୟନ ଅଫ  ଜୋନାଲିଜମ ଗଞ୍ଜାମ ଜିଲ୍ଲା ସଭାପତିଙ୍କ ମାତୃ ବିୟୋଗ,

ପୁରୁଷୋତ୍ତମପୁର ଏନଏସି ଅଞ୍ଚଳର ସମାଜର  ସାମ୍ବାଦିକ ସହ ଓୟୁଜେ ସଂଘର ଗଞ୍ଜାମ ଜିଲ୍ଲା ସଭାପତି ସଦାଶିବ ପଣ୍ଡାଙ୍କ ମାତା ରୁକ୍ମିଣୀ ପଣ୍ଡା ୯୬ ବର୍ଷ ବୟସରେନିଜ ବାସ ଭବନରେ ମୃତ୍ୟୁବରଣ କରିଛନ୍ତି I ମୃତ୍ୟୁ ବେଳେ ବଡ଼ ପୁଅ ସହଦେବ ପଣ୍ଡା, ପ୍ରକାଶ ଚନ୍ଦ୍ର ପଣ୍ଡା, ସଦାଶିବ ପଣ୍ଡା, ତିନି ବୋହୂ ମଞ୍ଜୁ ପଣ୍ଡା, ରମା ପଣ୍ଡା, କୁନି ପଣ୍ଡା ଝିଅ, ନାତି, ନାତୁଣୀ, ନାତୁଣୀ ବୋହୂ, ମାନେ ଉପସ୍ଥିତ ଥିଲେ ଇ ସେ ଧର୍ମପାରାୟଣୀ ବ୍ୟକ୍ତି ପରୋପକାରୀ ଥିଲେ I ତାଙ୍କରମୃତ୍ୟୁ ଶଯ୍ୟା ନିକଟରେ ଶେଷ ଦର୍ଶନ ପାଈଁ ଅଞ୍ଚଳ ରବହୁ ବ୍ୟକ୍ତି ମାନେ ଉପସ୍ଥିତ ରହି ତାଙ୍କର ଶେଷ ଦର୍ଶନ କରିଥିଲେ | ତାଙ୍କ ଶବ କୁ ଋଷିକୂଲ୍ୟା ନଦୀର ପଠାରେ ଶେଷ କୃତ୍ୟ ପାଈଁ ବ୍ୟବସ୍ତା କରା଼ ଯାଇଥିଲା ବେଳେ ବଡ଼ ପୁଅ ଙ୍କ ଶରୀର ଅସୁସ୍ଥ ହେତୁ ସାନ ପୁଅ ସଦାଶିବ ମୁଖାଗ୍ନି ଦେଇ ଥିଲେ I

News Comment

You Might Also Like

BACK TO TOP