Breaking News

ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||     

ବ୍ରହ୍ମପୁର ସାଇବର ଥାନା ପକ୍ଷରୁ 71 ଗୋଟି ଚୋରି ମୋବାଇଲ ଫୋନ ଉଦ୍ଧାର|

27-Jan-2026

ବ୍ରହ୍ମପୁର ସାଇବର ଥାନା ପକ୍ଷରୁ ୭୧ ଚୋରି ମୋବାଇଲ ଫୋନ ଉଦ୍ଧାର ଓ ପ୍ରକୃତ ମାଲିକ ଙ୍କୁ ଫେରସ୍ତ,

ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର :
ମୋବାଇଲ ଫୋନ ଚୋରି କାରବାର ଦିନକୁ ଦିନ ବୃଦ୍ଧି ପାଉଥିବା ସାଇବର ଥାନା ରେ ଅଭିଯୋଗ ଦାଖଲ ବୃଦ୍ଧି ପାଇଛି। ଏହି ଭଳି ପରିସ୍ଥିତିରେ ବେଳେ ବ୍ରହ୍ମପୁର ଏସପି ଙ୍କ ଦ୍ଵାରା ଏକ ଟିମ୍ ଗଠନ କରାଯାଇ ସୁଚିନ୍ତିତ ଅନୁସନ୍ଧାନ ଜରିଆରେ ବିଭିନ୍ନ ସ୍ଥାନରେ ଚଢାଉ କରି ପୋଲିସ ସଫଳତାର ସହ ମୋବାଇଲ୍ ଫୋନ୍ ଚୋରକୁ ଧରିବା ସହ ବିଭିନ୍ନ ଦାମି କମ୍ପାନୀ ର ମୋବାଇଲ୍ ଫୋନ୍ ଜବତ କରିଛନ୍ତି ଓ ଉଚିତ୍ ପ୍ରମାଣ ସହ ପ୍ରକୃତ ମାଲିକ ଙ୍କୁ ଫେରସ୍ତ କରିଛନ୍ତି। ପୁର୍ବରୁ ଏହି ଭଳି କେତେ ଥର ମୋବାଇଲ ଫୋନ ଫେରସ୍ତ କରିବାରେ ବ୍ରହ୍ମପୁର ଏସପି ଓ କର୍ମଚାରୀ ପ୍ରଶଂସା ର ପାତ୍ର ହୋଇଥିବା ବେଳେ ଆଜି ବ୍ରହ୍ମପୁର ଏସପି ଡଃ ଶ୍ରବଣ ବିବେକ ଏମ୍ ଙ୍କ କାର୍ଯ୍ୟ ବ୍ୟସ୍ତତା ହେତୁ ଅତିରିକ୍ତ ଏସପି ଆଲୋକ ଜେନା ଓ ଡିଏସପି ଏ କେ ପଣ୍ଡା ଙ୍କ ଜରିଆରେ ସଠିକ ହିତାଧିକାରୀ ମାନଙ୍କୁ ମୋବାଇଲ ଫୋନ ଫେରସ୍ତ କରିଛନ୍ତି।

News Comment

You Might Also Like

BACK TO TOP