Breaking News

ପିକଅପ ଭେନ କୁ ଧକ୍କା ଦେଈ ବାଇକ ଚାଳକ ମୃତ ||   (16-Apr-2026)       ||      ରଙ୍ଗେଈଲୁଣ୍ଡା ବ୍ଳକର 17ଜଣ ସିଆରସିସି ମାନସିକ ଚାପର ଵଶବର୍ତ୍ତୀ ହୋଈ ବିଇଓ ଙ୍କୁ ଦେଲେ ସାମୁହିକ ଇସ୍ତଫାପତ୍ର |   (16-Apr-2026)       ||      ବାଇକ ଧକ୍କା ରେ ବରିଷ୍ଟ ନାଗରିକ ମୃତ |    (16-Apr-2026)       ||      ବାଇକ ଧକ୍କା ରେ ବରିଷ୍ଟ ନାଗରିକ ମୃତ |    (16-Apr-2026)       ||      ଗୋଶାଣୀ ନୂଆଙ୍ଗା ଥାନା ତରଫରୁ ବ୍ରହ୍ମପୁର ରେଳଷ୍ଟେସନ ନିକଟରେ 21କେଜି ଗଞ୍ଜେଇ, ଏକ ଅଟୋ ସହ ତିନି ଜଣକୁ ଗିରଫକଲା ପୋଲିସ |   (16-Apr-2026)       ||      ନାବାଳିକା କୁ ବସ ମଧ୍ୟରେ ଅସଦାଚରଣ କରି ରିଟାୟଡ଼ ଅଧ୍ୟାପକ ଗିରଫ |    (16-Apr-2026)       ||      ପୋଲସରା ଥାନା ପାତି ଗଡ଼ ଗ୍ରାମରେ ଚୋରିକରିବାକୁ ଆସିଥିବା ବୃଦ୍ଧାଙ୍କୁ କଲେ ଆକ୍ରମଣ |    (16-Apr-2026)       ||      ମାତୃଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର ||   (15-Apr-2026)       ||      ପୋଲସରା ବିଜ୍ଞାନ ମହା ବିଦ୍ୟାଳୟ ରେ ଆଠ ଦିନିଆ ଆତ୍ମ ରକ୍ଷା ତାଲିମ ଶିବିର ର ଶୁଭାରମ୍ଭ |   (15-Apr-2026)       ||      କୋଟିନଡ଼ା ଥାନା କନ୍ଧପଲି ନିକଟରେ ଗଛକୁ ଧକ୍କାଦେଇ ବାଇକ ଆରୋହୀ ମୃତ |    (15-Apr-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ |    (15-Apr-2026)       ||      ପୂର୍ବଶତ୍ରୁତାକୁ ନେଇ ଯୁବକ ଙ୍କୁ ନିର୍ମମ ହତ୍ୟା |    (15-Apr-2026)       ||      ସତାବନ ବର୍ଷ ରେ ବିବାହ ହେଲେ ଅଭିନେତା |    (15-Apr-2026)       ||      ମହା ବିଷୁବ ସଂକ୍ରାନ୍ତି ଉପଲକ୍ଷେ ମନ୍ଦାର ବେଶରେ ଦର୍ଶନ ଦେଲେ ମା ପାଟ ଖଣ୍ଡା |   (14-Apr-2026)       ||      ବିଶ୍ୱାସ ଓ ନିଷ୍ଠା ଦେଖାଇ 22ହାତ ନିଆଁ ଉପରେ ଚାଲିଲେ ମା ଅଁଳାଇ ଙ୍କ କାଳସୀ ଏବଂ ଶ୍ରଦ୍ଧାକୁ |    (14-Apr-2026)       ||      ପୁରୁଷୋତ୍ତମପୁର ସହର ସହିତ ବ୍ଳକର ବିଭିନ୍ନ ପଞ୍ଚାୟତରେ ଥିବା ମେରୁ ଯାତ୍ରା ଓ ହନୁମାନ ଜୟନ୍ତୀ ଶେଷ ହୋଇଛି |    (14-Apr-2026)       ||      ବୁଗୁଡ଼ାରେ ଗଞ୍ଜାମ କଳାକାର ଦିବସ -2026 ଅନୁଷ୍ଠିତ |   (14-Apr-2026)       ||      ବାଲିଗୁଡା ସହର ଓଏହାର ଆଖପାଖ ଅଞ୍ଚଳରେହନୁମାନ ଜୟନ୍ତୀ ଏବଂ ମହାବିଷୁବ ପଣା ସଂକ୍ରାନ୍ତି ଅନୁଷ୍ଠିତ |    (14-Apr-2026)       ||      ଭାଜପା ଘୁମୁସର ଏସିସି ମୋର୍ଚା ଜିଲ୍ଲା ସଭାପତି 2ଥର ହେଲେ ଗନ୍ଧ ମାର୍ଦନ ସେଠୀ |    (14-Apr-2026)       ||      କେନ୍ଦୁବାଡି ପଞ୍ଚାୟତରେ ଦୁତୀୟ ପର୍ଯ୍ୟାୟ ଜନ ଅଭିଯୋଗ ଶୁଣାଣି |   (13-Apr-2026)       ||     

ଆଦିବାସୀ ମହାବିଦ୍ୟାଳୟ ର 40ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ||

28-Jan-2026

ଆଦିବାସୀ ମହାବିଦ୍ୟାଳୟ ର ୪୦ ତମ ବାର୍ଷିକ ଉତ୍ସବ

ଓଡିଶା ଜନମତ,ବାଲିଗୁଡା, ତା, ୨୮/୦୧

ସଞ୍ଜୟ କୁମାର ପାଣିଗ୍ରାହୀ : 

କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ର ୪୦ ତମ ବାର୍ଷିକ ଉତ୍ସବ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ସମ୍ମାନିତ ଅତିଥି ଭାବେ ବାଲିଗୁଡ଼ା ଉପଜିଲ୍ଲାପାଳ ତଥା ମହାବିଦ୍ୟାଳୟ ପରିଚାଳନା କମିଟି ର ସଭାପତି ପ୍ରଣିତା ଦାସ,  ଆଇଇଟିଡିଏ ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା, ବିଜେପି ଜିଲ୍ଲା ସଭାପତି ପଣ୍ଡିତ ବିଶିମାଝୀ, ପୂର୍ବତନ ଜିଲ୍ଲା ସଭାପତି ଜଗନ୍ନାଥ ସାହୁ, ମୁଖ୍ୟବକ୍ତା ଭାବେ ଡ଼.ହୃଷିକେଶ ପଣ୍ଡା, ଅଧ୍ଯକ୍ଷ ଲକ୍ଷ୍ମଣ ପାଳ, ପ୍ରମୁଖ ଉପସ୍ଥିତ ରହି ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ପୁଷ୍ପ ମାଲ୍ୟାର୍ପଣ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରି ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ଉଜ୍ଜ୍ବଳ ଭବିଷ୍ୟତ ନିମନ୍ତେ ବିଭିନ୍ନ ଉଦାହରଣ ମାଧ୍ୟମରେ ଉପଦେଶ ଦେଇଥିଲେ। ପ୍ରଥମେ ଛାତ୍ର ଛାତ୍ରୀମାନଙ୍କ ଦ୍ବାରା ସ୍ବାଗତ ସଙ୍ଗୀତ ପରିବେଷଣ କରାଯାଇଥିଲା। ଅଧ୍ୟାପକ ଡ଼.ସୁଶାନ୍ତ କୁମାର ଦାସ ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିବା ବେଳେ ଅଧ୍ୟାପକ ଡ଼.ବିଭୁତି ଭୂଷଣ ଆଚାର୍ଯ୍ୟ ବାର୍ଷିକ ବିବରଣୀ ପଠନ କରିଥିଲେ। ଏହା ପରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଲାଭ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ବାରା ମାନପ‌ତ୍ର ସହ ପୁରସ୍କାର ବିତରଣ କରାଯାଇଥିଲା। ଶେଷରେ ଛାତ୍ର ଛାତ୍ରୀମାନଙ୍କ ଦ୍ବାରା ବିଭିନ୍ନ ପ୍ରକାର ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମହାବିଦ୍ୟାଳୟର ଅଧ୍ୟାପକ ହିମାଂଶୁ ଚରଣ ସାହୁ, ଅରୁନ୍ଧତୀ ପ୍ରଧାନ, ଅସୀମ କୁମାର ନାୟକ, ବିଦ୍ୟାଧର ଦେହୁରି, ପରିଚାଳନା କମିଟିସଦସ୍ୟ, କର୍ମଚାରୀ ଓ ଛାତ୍ରଛାତ୍ରୀ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP