Breaking News

ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||     

ପୁଅ ବାହାଘର ଭୋଜି ପୂର୍ବରୁ ଗାଡି ଧକ୍କାରେ ପିତାର ମୃତ୍ୟୁ |

28-Jan-2026

ପୁଅ ବାହାଘର ଭୋଜି ପୁର୍ବରୁ ଗାଡ଼ି ଧକ୍କାରେ ପିତାଙ୍କର ମୃତ୍ୟୁ 

 ଓଡିଶ ଜନ ମତ,  କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର :

ହିଞ୍ଜିଳି ସହର ମୁଖ୍ୟ ରାସ୍ତାରେ ଗୋଟିଏ ଟାଟା ଏସ୍ ମିନି ଟ୍ରକ ଧକ୍କାରେ ତ୍ରିଲୋଚନ ପାତ୍ର ନାମକ ଜଣେ ବ୍ୟକ୍ତି ଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତିଙ୍କ ପୁଅ ଗତକାଲି ବାହା ହୋଇଥିଲେ ଓ ଆଜି ସନ୍ଧ୍ୟାରେ ହିଞ୍ଜିଳି କଲ୍ୟାଣ ମଣ୍ଡପ ରେ ଭୋଜି କାର୍ଯ୍ୟକ୍ରମ ର ଆୟୋଜନ ଚାଲିଥିବା ମୃତ ତ୍ରିଲୋଚନ କଲ୍ୟାଣ ମଣ୍ଡପ କୁ ଯିବା ବେଳେ ହଠାତ୍ ଉକ୍ତ ଗାଡି ତାଙ୍କ ଉପରେ ମାଡ଼ି ଯାଇଥିଲା। ଯାହା ଫଳରେ ତାଙ୍କର ମୃତ୍ୟୁ ଘଟିଛି ଓ ଏହି ଦୁଃଖଦ ଘଟଣା କୁ ସାରା ସହରରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗାଡ଼ି ଜବତ କରି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP