Breaking News

ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||     

ଅଜଣା ଦୁର୍ବୁତ୍ତ ଙ୍କ ବୋମାମାଡ଼ ରେ ଘର କ୍ଷତିଗ୍ରସ୍ତ |

28-Jan-2026

ଅଜଣା ଦୁର୍ବୃତ୍ତ ଙ୍କ ବୋମାମାଡ଼ ରେ ଘର କ୍ଷତିଗ୍ରସ୍ତ 

  ଓଡିଶା ଜନ ମତ, କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର;
ଛତ୍ରପୁର ଥାନା ଅନ୍ତର୍ଗତ ଚିକଲଖଣ୍ଡି ଗ୍ରାମର ଜି କାମ ରାଜୁ ରେଡ୍ଡିଙ୍କ ଘରେ ରାତି ଅଧରେ ବୋମାମାଡ଼ କରି ଦୁର୍ବୃତ୍ତ ଫେରାର ହୋଇଯାଇଥିବା ଜଣାପଡିଛି। କାମ ରାଜୁଙ୍କ ପରିବାର ଲୋକେ ଘରେ ଶୋଇଥିବା ବେଳେ କୌଣସି ଅଜଣା ଦୁର୍ବୃତ୍ତ ଘର ପଛପଟୁ ବୋମାମାଡ଼ କରି ଫେରାର ହୋଇ ଯାଇଛି। ବୋମାମାଡ଼ ଏତେ ପ୍ରଚଣ୍ଡ ଓ ଭୟଙ୍କର ଥିଲା ଯେ ସାରା ଘର କାନ୍ଥ ଓ ଛାତ ଦୋହଲି ଯାଇଥିଲା। ଶବ୍ଦ ଶୁଣି ସାରା ଗାଁ ଲୋକେ ନିଦରୁ ଉଠି ଭୟରେ ଥରି ଉଠିଥିଲେ ଓ ପୋଲିସ କୁ ଖବର ଦେଇଥିଲେ। ପୋଲିସ ସାଇଣ୍ଟିଫିକ୍ ଟିମ୍ ସହ ଘଟଣାସ୍ଥଳରେ ପହଞ୍ଚି ବୋମା ର କିଛି ନମୁନା ସଂଗ୍ରହ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ବୋମାମାଡ଼ ର କାରଣ ସ୍ପଷ୍ଟ ହୋଇନଥିଲେ ମଧ୍ୟ ପାରିବାରିକ ଓ ସମ୍ପତ୍ତି ବଣ୍ଟାକୁ ନେଇ ଏହି ଭଳି ଘଟଣା ଘଟିଛି ବୋଲି ଅଞ୍ଚଳବାସୀ ଆଲୋଚନା କରୁଛନ୍ତି।

News Comment

You Might Also Like

BACK TO TOP