Breaking News

କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||     

ମାଲକାନଗିରି ଜିଲାରେ ପୋଲିସ ମାଓ ବାଦୀ ଏନକାଉଣ୍ଟ ର ଦୁଇ ନକ୍ସଲ ନିହତ |

30-Jan-2026

ଏକେ– ୪୭ ସହ ବିସ୍ଫୋରକ ଜବତ, ମାଓ ବାଦୀଙ୍କୁପୋଲିସ ର କଡା ଜବାବ,

ଓଡିଶା ଜନ ମତ ବ୍ୟୁରୋ,

 ପୁଣି ମାଓବାଦୀ ମାନଙ୍କୁ  କଡା ଜବାବ ଦେଇଛି ଓଡିଶା ପୋଲିସ  | ତାହାପୁଣି ହେଉଛି ମାଲକାନାଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲାରେ |  ପୁଣି ନକ୍ସଲ ଏବଂ ପୁଲିସ ମୁହାଁମୁହିଁ ହୋଇଛନ୍ତି । ଏହି ଗୁଳିବିନିମୟରେ ୨ ଜଣ ନକ୍ସଲ ନିହତ ହୋଇଥିବା ବେଳେ ଏକେ-୪୭ ବନ୍ଧୁକ – ସହ ମାଓ ସାମଗ୍ରୀ ଜବତ କରାଯାଇଛି |ମିଳିଥିବା ସୂଚନା ଅନୁଯାୟୀ ବିଶେଷ - ସୂତ୍ରରୁ ଖବର ପାଇ ବିଜାପୁର ଜିଲ୍ଲା ପୁଲିସ ଏବଂ ଡିଆରଜି ଯବାନ ଜିଲ୍ଲାର – ଦକ୍ଷିଣ ବସ୍ତର ଅଂଚଳକୁ ସର୍ଚ୍ଚ ଅପରେସନ ପାଇଁ ବାହାରିଥିଲେ ।  ସକାଳୁ ତେଲେଙ୍ଗାନା ଏବଂ ବିଜାପୁର ଜିଲ୍ଲାର  ଅଭୟାରଣ୍ୟରେ ନକ୍ସଲ ଯବାନଙ୍କୁ ଦେଖି ଅତର୍କିତ ଗୁଳି ଚଳାଇଥିଲେ । ଦୁଇ ପଟୁ ଦୀର୍ଘ ସମୟ ଧରି ଗୁଳିବିନିମୟ ଘଟିଥିବା ଜଣାପଡିଛି |ଯବାନ  ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ କରୁଥିବା ବେଳେ ୨ ଜଣ ମାଓବାଦୀଙ୍କ ଶବ ଉଦ୍ଧାର କରିଥିବା ଜଣାପଡିଛି । ଏଥିସହ ଏକେ-୪୭ ବନ୍ଧୁକ, ୯ ଏମଏମ ପିସ୍ତର ସହ ବିପୁଳ ପରିମାଣର ବିସ୍ଫୋରକ ଓ ମାଓ ସାମଗ୍ରୀ ଜବତ କରିଥିବା ଜଣାପଡିଛି । ଜଂଗଲରେ ରହି ରହି ଏବେ ବି ଗୁଳିବିନିମୟ ଘଟୁଥୁବାରୁ ଯବାନ ଫେରିବା  ପରେ ହିଁ ଏହି ଗୁଳିବିନିମୟରେ କେତେ ନକ୍ସଲ ମୃତାହତ ହେଲେ କୁହାଯାଇପାରିବ|ତେବେ ଏନକାଉଣ୍ଟରରେ ୨ ନକ୍ସଲ ନିହତ ବୋଲି ପୁଲିସ ସୂଚନା ଦେଇଛି ।

News Comment

You Might Also Like

BACK TO TOP