Breaking News

ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||     

ହିଲ ପାଟଣା ଖିର ମାଲିକ ହତ୍ୟା ମାମଲାରେ 5ଅଭିଯୁକ୍ତ ଙ୍କୁ ଆଜୀବନ ଜେଲ |

01-Feb-2026

ବହୁଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲା୫ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ, 

       ଓଡିଶା ଜନ ମତ ବ୍ୟୁରୋ,

 ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପ ଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପା ପାଇଛି। ବ୍ରହ୍ମପୁର ଅତିରିକ୍ତ ଜିଲାଜଜ୍ –୩ ବିବସ୍ଵତ ଗୌତମ ମାମଲାର ବିଚାର କରି ମାମଲାରେ ସମ୍ପୃକ୍ତ ୫ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ ଜେଲ ଦ ଦଣ୍ଡାଦେଶ ଶୁଣାଇଛନ୍ତି। ସେମାନେ ହେଲେ ଗୋଷାଣି ନୂଆଗାଁ ଥାନା ଅଞ୍ଚଳର । ରୂପେଶ ପାଢ଼ୀ(୩୦), ଶ୍ରୀନୁ ପାତ୍ର(୩୮), ଦିଗପହଣ୍ଡି ଥାନା ଅନ୍ତର୍ଗତ ଭୀଷ୍ମଗିରି ବନ୍ଧସାହିର ରଞ୍ଜିତ କୁମାର ସାହୁ ଓରଫ ନାକା ( ୨୯) ଶିବ ମହାକୁଡ଼ (१५) ୯) ଓ ଅନ୍ୟ ଏକ ମାମଲାରେ ଗିରଫ ହୋଇ ଢେଙ୍କାନାଳ ଜେଲରେ ଥିବା ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ବେଢ଼ାବନ୍ଧ ସାହିର ଶଙ୍କର ସାହୁ( ୩୧ ) । ଏପରିକି ପ୍ରତ୍ୟେକ ଅଭିଯୁକ୍ତ ୧୩ ହଜାର ଟଙ୍କା ଲେଖାଏ ଜରିମାନା ଦେବାକୁ ବିଚାରପତି ନିର୍ଦ୍ଦେଶ ଦେଇଛନ୍ତି । ଜରିମାନା ଅନାଦାୟ ଅଧିକ ୧୮ ମାସ ଲେଖାଏ ଜେଲ ଭୋଗିବେ ବୋଲି ରାୟରେ ଉଲ୍ଲେଖ ରହିଛି। ୨୦୨୦ ଜୁନ ୧୨ ତାରିଖ ବିଳମ୍ବିତ ରାତିରେ ହେରିଟେଜ କମ୍ପାନୀର କ୍ଷୀର ବ୍ୟବସାୟୀ ଲମ୍ବୋଦରଙ୍କୁ ହିଲପାଟଣାସ୍ଥିତ ତାଙ୍କ ଗୋଦାମରେ ହତ୍ୟା କରାଯାଇଥିଲା । ଅଭିଯୁକ୍ତମାନେ ଲୁଟ୍ ଉଦ୍ଦେଶ୍ୟରେ ଆସିଥିଲେ । ଘରେ ଲୁଟେରାଙ୍କ ଶବ୍ଦ ଶୁଣି ଲମ୍ବୋଦର ନିଦରୁ ଉଠି ପଡିଥିବା ବେଳେ ସେମାନେ ଧରାପଡିଯିବା ଭୟରେ ତାଙ୍କୁ ହତ୍ୟା କରିଥିଲେ। ଗୋଦାମ ମ୍ୟାନେଜର ଭି. ବିନୟ ଏ ନେଇ ଥାନାରେ ଅଭିଯୋଗ କରିଥିଲେ । ପୋଲିସ ନଂ.୮୭/୨୦ରେ ମାମଲା ରୁଜୁ କରି ତଦନ୍ତ କରିଥିଲା। ପର୍ଯ୍ୟାୟ କ୍ରମେ ଅଭିଯୁକ୍ତ ରୂପେଶ, ଶ୍ରୀନୁ, ରଞ୍ଜିତ, ଶିବଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଥିଲା। ମୁଖ୍ୟ ଅଭିଯୁକ୍ତ ଶଙ୍କର ଫେରାର ଥିବାବେଳେ ଢେଙ୍କାନାଳରେ ଏକ ଡକାୟତି ଘଟଣାରେ ଗିରଫ ହୋଇ ଜେଲ ଯାଇଥିଲେ । ବ୍ରହ୍ମପୁର ପୋଲିସ ତାଙ୍କୁ ରିମାଣ୍ଡରେ ଆଣି ଏସଡିଜେଏମ୍ କୋର୍ଟରେ ହାଜର କରି ଲମ୍ବୋଦର ହତ୍ୟା ମାମଲାରେ ଜଡ଼ିତ କରିଥିଲା । ଉକ୍ତ ମାମଲାର ବିଚାର ବେଳେ ଳେ ୪୧ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ଗିରଫ ପରଠାରୁ ବ୍ରହ୍ମପୁର ମଣ୍ଡଳ । କାରାଗାରରେ ବିଚାରାଧୀନ ବନ୍ଦୀ ଥିବା ୪ ଅଭିଯୁକ୍ତଙ୍କୁ କୋର୍ଟକୁ ଅଣାଯାଇଥିଲା। ଢେ ଜେଲରେ ଥିବା ମୁଖ୍ୟ ଅଭିଯୁକ୍ତଙ୍କୁ ମଧ୍ୟ ଭିସି ମାଧ୍ଯମରେ ହାଜର କରାଯାଇଥିଲା। ସରକାରଙ୍କ ପକ୍ଷରୁ କ୍ୟାଡର ପିପି ବିଶ୍ୱଜିତ ବରାଳ ମାମଲା ପରିଚାଳନା କରିଥିଲେ। ଢେଙ୍କାନାଳ

News Comment

You Might Also Like

BACK TO TOP