Breaking News

ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||     

ପୋଲସରା ସହର ରେ ଗୁଟଖା କଳାବଜାରୀ |

01-Feb-2026

ଗୁଟ୍‌ଖା କଳାବଜାରର ପେଣ୍ଠସ୍ଥଳ ପାଲଟିଛି ପୋଲସରାସହର,

    ଓଡିଶା ଜନ ମତ ବ୍ୟୁରୋ,

ପୋଲସରା ସହର ରେ ଜୋରସର  ରେ ଗୁଟଖା କଳାବଜାରୀ ହେଉଥିବାର ଶୁଣା ଯାଉଛି | ରାଜ୍ୟ ସରକାର ଗୁଟ୍‌ଖାରେ ନିକୋଟିନ୍ ଥିବାରୁ ଏହାର ବିକ୍ରି ଉପରେ ପ୍ରତିବନ୍ଧକ ଲଗାଇଛନ୍ତି । ସରକାରଙ୍କ ନିର୍ଦ୍ଦେଶ ପରେ ପୋଲସରା ଅଞ୍ଚଳରେ ଗୁଟ୍‌ଖା କଳାବଜାର ଦେଖିବାକୁ ମିଳିଛି। କୌଣସି ଦୋକାନୀ ଗୁଟ୍‌ଖା ଖୋଲାମେଲାରେ ବିକ୍ରି କରୁ ନଥିଲେ ହେଁ, ଲୁଚାଇ ବିକୁଥିବା ଦେଖିବାକୁ ମିଳିଛି। ଖୁଚୁରା ବ୍ୟବସାୟୀମାନେ ୫ ଟଙ୍କା ମୂଲ୍ୟର ଗୋଟିଏ ପ୍ୟାକେଟଗୁଟଖାକୁ 10 ରୁ 15 ଟଙ୍କା ମୂଲ୍ୟରେ ବିକ୍ରି କରି ୨ ଗୁଣା  ରୁ ତିନି ଗୁଣା ମୁନାଫା କମାଉଛନ୍ତି। ସେହିପରି ବିଭିନ୍ନ  ଗାଦାମରେ ପ୍ରଚୁର ପରିମାଣରେ ଗୁଟ୍‌ଖା ମହଜୁଦ ରହିଥିବା ଜଣାପଡ଼ିଛି | ଦର ବଢ଼ିଥିଲେ ମଧ୍ୟ ଗ୍ରାହକ ମାନେ ଏହାକୁ ଖାତିର ନକରି କିଣୁଛନ୍ତି। ସରକାର ନିୟମ କରିଦେଲେ ହେବ ନାହିଁ । ପ୍ରଶାସନ ପକ୍ଷରୁ ଏହା ଉପରେ କଡ଼ା ନଜର ରଖିବାସହ ସେହି ବ୍ୟବସାୟୀ ମାନଙ୍କ ଉପରେ ରୋକ ପାଇଁ ବୁଦ୍ଧିଜୀବୀ ମହଲରେ ଦାବି ହୋଇଛି।

News Comment

You Might Also Like

BACK TO TOP