Breaking News

ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||     

ଡ୍ରକ ଧକ୍କା ଦେଈ ମାରିଥିବା ଫେରାର ଡ୍ରାଇଭର ଗିରଫ |

01-Feb-2026

ହଳଦିଆ ପଦର ଠାରେ
ଟ୍ରକଧକ୍କା ଦେଈ 5ଜଣ ମାରିଥିବା ଫେରାର  ଡ୍ରାଇଭର୍ ଗିରଫ,

  ଓଡିଶା ଜନ ମତ ବ୍ୟୁରୋ,

ଟ୍ରକ ଡ୍ରାଇଭର ଙ୍କ ବେପରୁଆ ଗାଡି ଚାଳନା ଯୋଗୁଁ ଗତକାଲି ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ  ଏକ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ଘଟିଥିଲା ।ଏବଂ  ଦୁଇଟି ବାଇକ ରେ ଯାଉଥିବା   ୫ଜଣ ଯୁବକଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ଏଥିରେ ଜଣେ ଗୁରୁତର ହୋଇଥିଲା ବେଳେ ଡ୍ରାଇଭର୍ ଫେରାରହୋଇ ଯାଇଥିଲା   |  ତେବେ ଏହି ଫେରାର ଡ୍ରାଇଭର କୁ ଧରିବାରେବ୍ରହ୍ମପୁର ଟ୍ରାଫିକ ପୋଲିସ ସଫଳ ହୋଇଛି  |ଏବଂ ତାକୁ ଗିରଫ କରା ଯାଈଛି |  ଗିରଫ ଅଭିଯୁକ୍ତ ଜଣକ ହେଲେ କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଗୁଡ଼ିଆପଲ୍ଲୀ ଗ୍ରାମର ପ୍ରଦୀପ ଯାନୀ । ପ୍ରଦୀପ ନାଁରେ ପୂର୍ବରୁ କବିସୂର୍ଯ୍ୟନଗର ଥାନାରେ ହତ୍ୟା ଉଦ୍ୟମ, ନିମଖଣ୍ଡି ଥାନାରେ ଦୁଷ୍କର୍ମ ମାମଲା ଓ ଦିଗପହଣ୍ଡି ଥାନାରେ ବେପରୁଆ ଗାଡି ଚାଳନ ଯୋଗୁ ଜଣଙ୍କ ମୃତ୍ୟୁ ହୋଇଥ‌ିବା ନେଇ ମାମଲା ରହିଛି | ତେବେ ପ୍ରଦୀପ ରଏହି ବେପାରୁଆ ଗାଡି ଚାଳନା ଯୋଗୁଁ ଆଜି ଯେଉଁ ପାଞ୍ଚ ଜଣଙ୍କ ମୃତ୍ୟୁ ହେଲା ସେମାନେ ଆଉକଣ ଫେରି ଆସିବେ କି???, ତେଣୁ ମାନ୍ୟ ବର ଅଦାଲତ ଏହି ଭଳି ନିରପଚାଶ ଡ୍ରାଇଭର ର ଡ୍ରାଇଭିଙ୍ଗ ଲାଇସେନ୍ସ ରଦ୍ଦ କରିବା ସହ ତାକୁ ଉଚିତ ଦଣ୍ଡ ବିଧାନ କଲେ ଅନ୍ୟ କୌଣସି ବ୍ୟକ୍ତିଏପରିକରିବାକୁସାହସକରିବେନିବୋଲିଜନସାଧାରଣ ରେ ଚର୍ଚ୍ଚା ହେଉଛି  |

News Comment

You Might Also Like

BACK TO TOP