Breaking News

ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||     

ବେଲ ଘର ହାତୀ ମୃତ୍ୟୁ ଘଟଣା ରେ ଶିକାରୀ ଓ ଡ୍ରାଇଭର କୁ ଗିରଫ କଲା ବନ ବିଭାଗ |

01-Feb-2026

ବେଲଘର ହାତୀ ମୃତ୍ୟୁ ଘଟଣାରେ ଡ୍ରାଇଭର ଓ ଶିକାରୀ ଗିରଫ

ଓଡିଶା ଜନମତ,ବାଲିଗୁଡ଼ା, ତା, ୦୧/୦୨:ସଞ୍ଜୟ କୁମାର ପାଣିଗ୍ରାହୀ:-

 ବହୁ ଚର୍ଚ୍ଚିତ କନ୍ଧମାଳ ଜିଲ୍ଲା ବେଲଘର ହାତୀ ମୃତ୍ୟୁ ଘଟଣାରେ ଆଉ ୨ ଜଣ ଗିରଫ । ଜେସିବି ଡ୍ରାଇଭର ପ୍ରଶାନ୍ତ ସାହୁ ଓ ଝିରିପାଣି ଗ୍ରାମର ଶିକାରୀ ଜୟମଙ୍ଗଳ ପାତ୍ରକୁ ଗିରଫ କରିଛି ବନ ବିଭାଗ । ଜୟମଙ୍ଗଳ ଘରୁ ତାର ଓ ଗୋଟିଏ ଦେଶୀ ବନ୍ଧୁକ ଜବତ ହୋଇଥିବା ଜଣାପଡ଼ିଛି । ବେଲଘର ହାତୀ ମୃତ୍ୟୁ ଘଟଣାକୁ ଚପାଇ ଦେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଯୋର୍ ଧରିଥିଲା । ଘଟଣା ସାମ୍ନାକୁ ଆସିବା ପରେ ପ୍ରଥମେ ବେଲଘର ଡେପୁଟି ରେଞ୍ଜର ବିନୟ କୁମାର ବିଶିଙ୍କୁ ନିଲମ୍ବନ କରାଯିବା ପରେ ତାଙ୍କ ଡ଼୍ରାଇଭର ହୃଷିକେଶ ପଣ୍ଡାକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ବେଳେ ତଦନ୍ତରେ ଅବହେଳା ଯୋଗୁଁ ଗତକାଲି ଏସିଓଏଏଫ୍ ସୂର୍ଯ୍ୟକାନ୍ତ ବେହେରାଙ୍କୁ ନିଲମ୍ବନ କରିବା ସହ ଘଟଣାରେ ସଂପୃକ୍ତ ଜେସିବି ଡ୍ରାଇଭର ପ୍ରଶାନ୍ତ ସାହୁ ଓ ଝିରିପାଣି ଗ୍ରାମର ଜଣେ ଶିକାରୀ ଜୟମଙ୍ଗଳ ପାତ୍ରକୁ ଗିରଫ କରିଛି ବନ ବିଭାଗ ।

News Comment

You Might Also Like

BACK TO TOP