Breaking News

ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||     

ଭଞ୍ଜନଗର ବିଧାୟକ ଙ୍କ ପିତୃ ବିୟୋଗ |

01-Feb-2026

ଭଞ୍ଜ ନଗର ବିଧାୟକ ଙ୍କ ପିତୃ ବିୟୋଗ,

     ଓଡିଶା ଜନ ମତ ବ୍ୟୁରୋ, 

ଆଜି  ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ପିତା ଶ୍ୟାମସୁନ୍ଦର ନାୟକ ( ୯୬)  ରବିବାର ଅପରାହ୍ନରେ ବିଧାୟକଙ୍କ ଭୁବନେଶ୍ବରସ୍ଥିତ ସରକାରୀ  ବାସଭବନରେ ପରଲୋକ ହୋଇ ଯାଇଛି |  ଏହି  ଘଟଣା ଶୁଣି ଭଞ୍ଜନଗର ଓ ଭୁବନେଶ୍ୱର ବିଧାୟକ କଲୋନୀ ରେ ଶୋକର ଛାୟା ଖେଳାଇ ଯାଇଛି | ବିଧାୟକ ଙ୍କ ପିତା ଶ୍ୟମସୁନ୍ଦର ଜଣେ   ଏ କ୍ଲାସ୍ ଠିକାଦାର, ରାଜନେତା  ତଥା ପରୋପକାରୀ ମଣିଷ ଥିଲେ। ଏହା ସହ ଅନେକ ଥର କୁଲାଡ଼ ଉଚ୍ଚ ବିଦ୍ୟାଳୟର ସଭାପତି ହୋଇ ସ୍କୁଲ ର ଉର୍ନ୍ନତି ପଥରେ ଆଗଭର ହୋଇ ଥିଲେ। ତେବେ ତାଙ୍କ ବିୟୋଗ ଖବର ଶୁଣି  ଭୁବନେଶ୍ବର ବିଧାୟକ ଙ୍କ ବାସଭବନରେ ବହୁ ରାଜନେତା, ବିଶିଷ୍ଠ ବ୍ୟକ୍ତି ପହଞ୍ଚି ତାଙ୍କର ଶେଷ ଦର୍ଶନ କରିଛନ୍ତି | ଆଜି ରାତିରେ
ଶ୍ୟାମସୁନ୍ଦରଙ୍କ ପାର୍ଥିବ ଶରୀର ତାଙ୍କନିଜ ବାସଭବନ ତିଲିସିଙ୍ଗି ଗ୍ରାମରେ ପହଞ୍ଚିବା ପରେ ତାଙ୍କର ଅନ୍ତିମ ସତ୍କାର କରାଯିବା ନେଇ କାର୍ଯ୍ୟକ୍ରମ ରହିଛି।ତେବେ ତାଙ୍କପରି ଜଣେସୁଧର୍ମି ବ୍ୟକ୍ତି ମାଘ ମାସ ପୂର୍ଣମୀ ତିଥି ରେ ଇହଲୀଳା ସମ୍ବରଣ କରି  ଭଗବାନ ଙ୍କ ପାଖରେ ସ୍ଥାନ ପାଇବେ ବୋଲି  ବିଦ୍ୱାନ ପଣ୍ଡିତ ମନେ ମତ ଦେଇଛନ୍ତି  |

News Comment

You Might Also Like

BACK TO TOP