Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

ବାଲିଗୁଡା ଅବକାରୀ ବିଭାଗ ଦ୍ୱାରା ଗଞ୍ଜେଇ ସହ କାର ଏବଂ ଦୁଈ ଜଣ ଗିରଫ |

23-Nov-2024

ଗଞ୍ଜେଇ ସହ କାର୍‌ ଜବତ: ୨ ଗିରଫ,

            ଓଡିଶା ଜନମତ  ବ୍ୟୁରୋ ,

ବାଲିଗୁଡ଼ା,୨୩ା୧୧,
କନ୍ଧମାଳ ଜିଲା ବାଲିଗୁଡ଼ା ଅବକାରୀ ବିଭାଗ ଗଞ୍ଜେଇ ଚୋରାଚାଲାଣ ବେଳେ ଚଢାଉ କରି କାର୍‌ ସହ ଦୁଇଜଣଙ୍କୁ ଗିରଫ କରି  କୋର୍ଟଚାଲାଣ କରିଛି। ସୂଚନାନୁଯାୟୀ, ଅବକାରୀ ବିଭାଗ ଗଞ୍ଜେଇ ଚାଲାଣ ହେଉଥିବା କୌଣସି ପ୍ରକାରେ ସୂଚନା ପାଇ ସାରଙ୍ଗଡ଼ ଥାନା ଅନ୍ତର୍ଗତ ବନ୍ଧଗୁଡ଼ା ଛକରେ ଜଗିଥିଲେ। ଏହି ସମୟରେ ଗୋଟିଏ ଧଳା ରଙ୍ଗର ଏକ କାର୍‌ ଓଡି ୦୨ ସିଏନ୍‌ ୦୪୩୩ ଆସୁଥିବା ଦେଖି କାର୍‌ ଯାଞ୍ଚ କରିବା ବେଳେ ଏହା ଭିତରୁ ୨୩ କେଜି ଗଞ୍ଜେଇ ବାହାରିଥିଲା l କାର୍‌ ଓ ଗଞ୍ଜେଇକୁ ଜବତ କରିଥିବା ବେଳେ କାର୍‌ ଭିତରେ ଥିବା ଦୁଇ ଗଞ୍ଜେଇ ଚାଲାଣକାରୀ ଯୁବକ ଫିରିଙ୍ଗିଆ ଅଞ୍ଚଳର ଅଭୟ ପର୍ଶୁରାମ ମହାରଣା(୨୦)  ଓ ଶଙ୍କରାଖୋଲ ଅଞ୍ଚଳର  ବିକୁ ଦିଗାଳ(୨୦) କୁ ଗିରଫ କରି କେଶ ନଂ. ୭୨/୨୪ ପ୍ରକାରେ ଏକ ମାମଲା ରୁଜୁ କରି କୋର୍ଟଚାଲାଣ କରାଯାଇଥିବା ନେଇ ଇନ୍ସପେକ୍ଟର ପୂର୍ଣ୍ଣଚନ୍ଦ୍ର ବେହେରା ସୂଚନା ଦେଇଛନ୍ତି। ଏହ ଚଢ଼ାଉରେ ଓଆଇସି ସୁମିତ୍ର ଦଳେଇ, ଏସ୍‌ଆଇ ଏନ୍‌.ତିରୁପତି ରାଓ ଓ ଭବାନୀ ଶଙ୍କର ସେଠୀ ସମେତ ଅନ୍ୟ କର୍ମଚାରୀ ମାନେ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP