Breaking News

ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||     

ଦୁର୍ଘଟଣା ରେ ମୃତ 5ପରିବାର ଙ୍କୁ ଭେଟି ସାନ୍ତ୍ୱନା ଦେଲେ ପରିବହନ ମନ୍ତ୍ରୀ |

02-Feb-2026

ଟ୍ରକ ଦୁର୍ଘଟଣା ରେ ୫ ଜଣ ମୃତକଙ୍କ ପରିବାରବର୍ଗଙ୍କୁ ଭେଟି ସାନ୍ତ୍ୱନା  ଦେଲେ ପରିବହନ ମନ୍ତ୍ରୀ,

      ଓଡିଶା ଜନ ମତ ବ୍ୟୁରୋ, 

ସମସ୍ତ  ପାଞ୍ଚ ଟି ପରିବାରଙ୍କୁ ଭେଟି ତାଙ୍କୁ ସାନ୍ତ୍ୱନା ଦେବା ସହ  ସମବେଦନା ଜଣାଇଛନ୍ତି ପରିବହନ ମନ୍ତ୍ରୀଓ ଅନ୍ୟନ୍ୟ ଦଳୀୟ କର୍ମ କର୍ତ୍ତା, ଜିଲ୍ଲପାଳଏବଂପ୍ରଶାସନିକ ଅଧିକାରୀ ମାନେ | 
ଗତକାଲି ହଳଦିଆପଦର ଠାରେ ଘଟିଥିବା ମର୍ମନ୍ତୁଦ
ଦୁର୍ଘଟଣା ସମସ୍ତଅଞ୍ଚଳବାସୀଙ୍କୁ ସ୍ତବ୍ଧ କରିଦେଇଛି । ଆଜି ଓଡ଼ିଶା ସରକାରଙ୍କ ମାନ୍ୟବର ବାଣିଜ୍ୟ ଓ ପରିବହନ ଏବଂ ଖଣି ଓ ଇସ୍ପାତ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଙ୍କ ସହ ସମସ୍ତ ୫ ଜଣ ମୃତକଙ୍କ ପରିବାରବର୍ଗଙ୍କୁ ଭେଟି ସାନ୍ତନା ଦେବା ସହ ସମବେଦନା ଜଣାଇଛନ୍ତି । ଫୁଲଟା ଗ୍ରାମର କୃଷ୍ଣ ନାହାକ ଏବଂ ଚନ୍ଦୁରୁ ନାହାକଙ୍କ ପରିବାରବର୍ଗଙ୍କୁ ଭେଟି ସାନ୍ତ୍ୱନା ଦେବା ସହ ସମବେଦନା ଜଣାଇଥିଲେ । ପରେ ମାନ୍ୟବର ମନ୍ତ୍ରୀ ଶ୍ରୀ ଜେନା ବ୍ରହ୍ମପୁର ଅଯୋଧା ନଗର ସ୍ଥିତ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ରାମଚନ୍ଦ୍ର ପଣ୍ଡାଙ୍କ ପରିବାରବର୍ଗଙ୍କୁ ଭେଟି ସମବେଦନା ଜଣାଇବା ସହ ସବୁ ପ୍ରକାର ସହଯୋଗ କରିବାକୁ ପ୍ରତିଶ୍ରୁତି ଦେଇଥିଲେ । ସେଠାରୁ କୁକୁଡ଼ାଖଣ୍ଡି ବ୍ଳକ୍ ଗୁଣ୍ଡବନ୍ଧ ଗ୍ରାମର ଶିବରାମ ଜେନାଙ୍କ ପରିବାରବର୍ଗଙ୍କୁ ଭେଟି ସମବେଦନା ଜଣାଇବା ସହ ଏହି କଠିନ ସମୟରେ ସେ ପରିବାରଙ୍କ ସହ ଅଛନ୍ତି ଏବଂ ସବୁ ପ୍ରକାର ସହଯୋଗ କରିବାକୁ ପ୍ରତିଶ୍ରୁତି ଦେଇଥଲେ । ପରେ ସେଠାରୁ ଦିଗପହଣ୍ଡି ସମାସିଂଶାସନ ଗ୍ରାମର ସତ୍ୟନାଥ ବେଜଙ୍କ ପରିବାରବର୍ଗଙ୍କୁ ଭେଟି ସମବେଦନା ଜଣାଇଥିଲେ । ଏକ ଦୁର୍ଘଟଣାର କରୁଣ ପରିଣତି କଣ ହୋଇପାରିବ ଏଥିରୁ ଅନୁମୟ । ଜଣକର ଭୁଲ୍ ଆଜି ପାଞ୍ଚଟି ପରିବାରକୁ ନଷ୍ଟ କରିଦେଲା । ସେ ବିଷୟରେ ଟିକେ ଭାବିକି ସଚେତନତାର ସହ ଗାଡ଼ି ଚଲାଇ ମୁଲ୍ୟବାନ ଜୀବନର ସୁରକ୍ଷା କରିବାକୁ ମାନ୍ୟବର ମନ୍ତ୍ରୀ ବିଭୂତି ଭୂଷଣ ଜେନା ଜନସାଧାରଣଙ୍କୁ ଅନୁରୋଧ କରିଥିଲେ। ଏହାସହ ଗତକାଲି ଦୁର୍ଘଟଣା ଘଟାଇଥିବା ଟ୍ରକ୍ ଡ୍ରାଇଭର ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଜିଲ୍ଲାପାଳ ଏବଂ ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକଙ୍କୁ ମାନ୍ୟବର ମନ୍ତ୍ରୀ ଶ୍ରୀ ଜେନା ନିର୍ଦ୍ଦେଶ ଦେଇଥିଲେ । ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ରିଲିଫ ପାଣିରୁ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଅନୂକମ୍ପାମୂଳକ ସ‌ହାୟତା ଘୋଷଣା କରିଥିଲେ । ଆଜି ମାନ୍ୟବର ମନ୍ତ୍ରୀ ବିଭୂତି ଭୂଷଣ ଜେନା ପ୍ରତି ପରିବାରବର୍ଗଙ୍କୁ ରେଡକ୍ରସ୍ ତରଫରୁ ୩୦ ହଜାର ଟଙ୍କାର ଚେକ୍ ପ୍ରଦାନ କରିଥିଲେ । ଆଜି ତାଙ୍କ ସହ ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ସୁନିଲ କୁମାର ସାହୁ, ଗଞ୍ଜାମ ଜିଲ୍ଲା ସାଧାରଣ ସମ୍ପାଦକ ଗୌରୀ ସାମନ୍ତରା, ଜିଲ୍ଲା ଉପସଭାପତି ପ୍ରଭାତ କିରଣ ଷଡ଼ଙ୍ଗୀ,ଜିଲ୍ଲା ସମ୍ପାଦକ ଶିବ ଶଙ୍କର ନାୟକ,ରାଜ୍ୟ ଯୁବମୋର୍ଚ୍ଚା ସମ୍ପାଦକ ତୁତୁନ୍ ପାତ୍ର,ଅଶୋକ ଶୁକ୍ଳା,ବାଳକୃଷ୍ଣ ସାମନ୍ତରା,ରାମ କୁମାର ପାତ୍ର,ଅନିଲପତି,ବ୍ରଜମୋହନ ନାୟକ,ବି.ସୋମନାଥ ପାତ୍ର,କୃଷ୍ଣ ପଲାଇ,ଶୀତଲ ଜେନା,କମଲ୍ ପାତ୍ର ପ୍ରମୁଖଙ୍କ ସମେତ ଗଞ୍ଜାମ ଜିଲ୍ଲାପାଳ ଭି କୀର୍ତ୍ତିଭାସନ,ବ୍ରହ୍ମପୁର ଆରକ୍ଷୀ ଅଧୀକ୍ଷକ ଡା ଶ୍ରବଣ ବିବେକ ଏମ୍.ବ୍ରହ୍ମପୁର ଉପଜିଲ୍ଲାପାଳ ଅବିନାଶ କୁମାର,ବ୍ରହ୍ମପୁର ମହାନଗର ନିଗମ କମିଶନର ପ୍ରଥମେଶ ଅରବିନ୍ଦରାଜକଶିର୍କେ,ବ୍ରହ୍ମ
ପୁରତହସିଲଦାର,କୁକୁଡାଖଣ୍ଡି ତହସିଲଦାର ଏବଂବିଡ଼ିଓ,
ଦିଗପହଣ୍ଡି ତହସିଲଦାର ଏବଂ ବିଡ଼ିଓ ପ୍ରମୁଖ ଉପସ୍ଥିତ ଥିଲେ । ଫେରାର ଡ୍ରାଇଭର କୁ ଟ୍ରାଫିକ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି |

News Comment

You Might Also Like

BACK TO TOP