Breaking News

ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||     

ପଇଡ଼ ବୋଝେଇ ଟ୍ରକ ଭିତରେ ଗଞ୍ଜେଇ ଚାଲାଣ ହୋଇ ଯାଉଥିଲା ପଶ୍ଚିମ ବଙ୍ଗ, ଡ୍ରାଇଭର ଓ ନେଉଥିବା ବ୍ୟକ୍ତି ଦୁହେଁ ମାରିଲେ ଚମ୍ପଟ |

02-Feb-2026

ବାଲିଗୁଡାରୁ ପଶ୍ଚିମବଙ୍ଗ ପଇଡ଼ ବୋଝେଇ ଟ୍ରକ ଭିତରେ ଗଞ୍ଜେଇ ଚାଲାଣ : ଡ୍ରାଇଭର ଓ ନେଉଥିବା ବ୍ୟକ୍ରି ଫେରାର |

ଓଡିଶା ଜନମତ,ବାଲିଗୁଡା, ତା, ୦୨/୦୨: 

ସଞ୍ଜୟ କୁମାର ପାଣିଗ୍ରାହୀ:--

 କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାରଖମା ପୋଲିସ ଆଉଟ ପୋଷ୍ଟ ରେ ରାତ୍ରୀ କାଳୀନ ପେଟ୍ରୋଲିଂ କରୁଥିବା ସମୟରେ ଏକ ପଇଡ଼ ବୋଝେଇ ଟ୍ରକ ସହ ଗଞ୍ଜେଇ ଜବତ କରିଥିବା ବେଳେ ଘଟଣା ସ୍ଥଳରୁ ଡ୍ରାଇଭର ଓ ଚାଲାଣକାରୀ ବ୍ୟକ୍ତି ଚମ୍ପଟ ମାରିଥିବା ଜଣାପଡିଛି l ଘଟଣାରୁ ପ୍ରକାଶ ଯେ, ବାଲିଗୁଡ଼ା ପୋଲିସ ଷ୍ଟେସନ ଅଧୀନରେ କାର୍ଯ୍ୟ କରୁଥିବା ବାରଖାମା ପୋଲିସ ଆଉଟପୋଷ୍ଟର ଏକ ସ୍ୱତନ୍ତ୍ର ପୋଲିସ ଦଳ ନିୟମିତ ରାତ୍ରି କାଳୀନ ପାଟ୍ରୋଲିଂ କରୁଥିବା ସମୟରେ ବାଲିଗୁଡ଼ାରୁ ବାରଖାମା ଅଞ୍ଚଳ ଦେଇ ପଶ୍ଚିମବଙ୍ଗ ଅଞ୍ଚଳ କୁ ଏକ ପଇଡ଼ ବୋଝେଇ ଟ୍ରକ ଦ୍ରୁତ ଗତିରେ ଯାଉଥିବାର ଦେଖିବାକୁ ମିଳିଥିଲା। ଗାଡିର ଚାଳନାରେ ପୋଲିସ ସନ୍ଦେହ ସୃଷ୍ଟି କରିଥିଲା, ପୋଲିସ ଦଳ ଯାଞ୍ଚ ପାଇଁ ଟ୍ରକକୁ ଅଟକାଇବାକୁ ଚେଷ୍ଟା କରିଥିଲା। କିନ୍ତୁ ଡ୍ରାଇଭର ତାହା ପାଳନ କରିବାରେ ବିଫଳ ହୋଇଥିଲେ ଏବଂ ଦ୍ରୁତ ଗତିରେ ଗାଡି ଚାଳନା ଜାରି ରଖିଥିଲେ। ପାଟ୍ରୋଲିଂ ଦଳ ଉକ୍ତ ଅଞ୍ଚଳ ଦେଇ ଯାଉଥିବା ସମୟରେ ଟ୍ରକକୁ ପିଛା କରିଥିଲା। ସୁଡ୍ରା ପଞ୍ଚାୟତ ନିକଟସ୍ଥ କାମ୍ବେରିକିଆ ଘାଟି ନିକଟରେ ଟ୍ରକ୍ ଛାଡ଼ି ଚାଲାଣକାରୀ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା । ଉକ୍ତ ପଇଡ଼ ବୋଝେଇ ଟ୍ରକ କୁ ପୋଲିସ ତଲାସ କରିଥିଲା ​​ଏବଂ ସେଥିରେ ଥିବା ପଇଡ଼ ବୋଝେଇ ଭିତରେ ଲୁଚାଇ ରଖାଯାଇଥିବା ୧୯୧ କିଲୋଗ୍ରାମ ଗଞ୍ଜେଇ ଜବତ କରିଥିଲା। ପଶ୍ଚିମବଙ୍ଗରେ ପଞ୍ଜିକୃତ ଟ୍ର କନଂ.ଡବ୍ଲୁ ବି-୨୩-ସି -୯୮୫୫ ଟିକୁ ଜବତ ଚୋରା ଗଞ୍ଜେଇ ସହିତ ପୋଲିସ ହେପାଜତକୁ ନିଆଯାଇଥିଲା। ଏ ନେଇ ବାରଖମା ଆଉଟ ପୋଷ୍ଟ ଅଧିକାରୀ ବାହୁବଳୀ ଅମରେନ୍ଦ୍ର ସୁବୁଦ୍ଧି କହିଛନ୍ତି ଯେ, ଗଞ୍ଜେଇ ଚାଲାଣକାରୀ ମାନେ ଏବେ ନୂଆ ନୂଆ ଫର୍ମୁଲା ଆପଣାଉଛନ୍ତି, ଯାହାକି ପଇଡ଼ ବୋଝେଇ ଟ୍ରକ ଭିତରେ ଗଞ୍ଜେଇ ଚାଲାଣ ଏହି ଅଞ୍ଚଳ ରେ ପ୍ରଥମ ହୋଇଥିବା ବେଳେ ଜବତ ଗଞ୍ଜେଇର ଆନୁମାନିକ ବଜାର ମୂଲ୍ୟ ପ୍ରାୟ ୧୦ ଲକ୍ଷ ଟଙ୍କା ହେବ ବୋଲି କହିଛନ୍ତି l ଏ ସମ୍ପର୍କ ରେ ବାଲିଗୁଡା ଥାନା କେଶ ନଂ. ୩୦/୨୬ ପ୍ରକାରେ ଏକ ମାମଲା ରୁଜୁ କରାଯାଇ ବେଆଇନ ପରିବହନରେ ସମ୍ପୃକ୍ତ ଥିବା ଲୋକଙ୍କୁ ଚିହ୍ନଟ କରିବା ପାଇଁ ଅଧିକ ତଦନ୍ତ ସହ ଛାନଭିନ ଜାରୀ ରହିଥିବା ବିଷୟ ପ୍ରକାଶ କରିଛନ୍ତି।

News Comment

You Might Also Like

BACK TO TOP