Breaking News

ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||     

କୋଦଳା ଲକ୍ଷ୍ମୀ ନାରାୟଣ ଊଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃତ୍ତି ଓ ପ୍ରମାଣ ପତ୍ର ପ୍ରଦାନ କାର୍ଯ୍ୟକ୍ରମ ଆୟୋଜିତ |

02-Feb-2026

ବୃତ୍ତି ଓ ପ୍ରମାଣପତ୍ର ପ୍ରଦାନ କାର୍ଯ୍ୟକର୍ମ ଆୟୋଜିତ,

ଓଡିଶା ଜନ ମତ କୋଦଳା ସୂର୍ଯ୍ ନାରାୟ ବଡ, :

ତା. 02/02/26:-

ଫେବୃଆରୀ 2025ରେ ଲଷ୍ମୀନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଫୁ୍ଜ଼ନ ଫାଇନାନ୍ସ କମ୍ପାନୀ ସହଯୋଗରେ ବୃତ୍ତି ଓ ପ୍ରମାଣପତ୍ର ପ୍ରଦାନ କାର୍ଯ୍ୟକର୍ମ ଆୟୋଜିତ ହୋଇଥିଲା |
ଉକ୍ତ ସଭାରେ ବିଦ୍ୟାଳୟର ସ୍ଥାପକ ସଚିବ ଶ୍ରୀଯୁକ୍ତ ପ୍ରଫୁଲ୍ଲ କୁମାର ରଥ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଶିକ୍ଷାର ମହତ୍ତ୍ୱ ଓ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ବିଷୟରେ ଆଲୋକପାତ  କରିଥିଲେ |କାର୍ଯ୍ୟକର୍ମ ରେ ବିଦ୍ୟାଳୟର  ଅଧକ୍ଷ ଡଃ ଦତରାମ ବିଷୋୟୀ ଅଧକ୍ଷତା କରି 
ଫ୍ୟୁଜନ ଫାଇନାନ୍ସ କମ୍ପାନୀର ଶିକ୍ଷାମୂଳକ ପଦକ୍ଷେପକୁ ଭୁରି ପ୍ରଶଂସା କରିଥିଲେ |କମ୍ପାନୀ ର ଆଞ୍ଚଳିକ ପ୍ରାବନ୍ଧିକ ଶ୍ରୀଯୁକ୍ତ ଇପ୍ସିତ ବିଶ୍ୱଜିତ ହରିଚନ୍ଦନ ଓ ମଣ୍ଡଳ ପ୍ରବନ୍ଧକ ଶ୍ରୀଯୁକ୍ତ ଟୁକୁନା ପାତ୍ର କାର୍ଯ୍ୟକର୍ମରେ ଉପସ୍ଥିତରହି ଛାତ୍ରଛାତ୍ରୀଙ୍କୁ ଉତ୍ସIହିତ  କରିବା ସହିତ 36 ଜଣ   ମେଧାବୀ ଛାତ୍ର ଛାତ୍ରୀଙ୍କୁ ବୃତ୍ତି, ପ୍ରମାଣପତ୍ର ଓ ବ୍ୟାଗ ପ୍ରଦାନ କରିଥିଲେ |କାର୍ଯ୍ୟକର୍ମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଙ୍କ ସହଯୋଗ ଓ ଛାତ୍ର ଛାତ୍ରୀ ଙ୍କ ସକ୍ରିୟ ଅଂଶଗ୍ରହଣ ଉଲେଖନୀୟ ଥିଲା |
ବିଦ୍ୟାଳୟ ପକ୍ଷରୁ ଶିକ୍ଷୟିତ୍ରୀ ଶ୍ରୀମତୀ ଦେବଶ୍ରୀ ଦେବସ୍ମିତା କେଶରୀ ଅତିଥିମାନଙ୍କୁ ସ୍ୱାଗତ କରିଥିବା ବେଳେ ଶିକ୍ଷକ ଶ୍ରୀ ଭାବଗ୍ରାହୀ ପଣ୍ଡା ଧନ୍ୟବାଦ ଜ୍ଞାପନ କରିଥିଲେ |

News Comment

You Might Also Like

BACK TO TOP