Breaking News

ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||     

ଖଲ୍ଲିକୋଟ, ଦ୍ବିଦିବସୀୟ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ||

02-Feb-2026

ଖଲ୍ଲିକୋଟ: ଦ୍ୱିଦିବସୀୟ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ,

       ଓଡିଶା ଜନ ମତ ବ୍ୟୁରୋ,

ଶିକ୍ଷାର୍ଥୀଙ୍କ ସାମଗ୍ରୀକ ବିକାଶରେ କ୍ରୀଡାର ଭୂମିକା ଗୁରୁତ୍ଵପୂର୍ଣ୍ଣ

ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ଗଂଜାମ, ଖଲ୍ଲିକୋଟ ପକ୍ଷରୁ ଚଳିତ ବର୍ଷ ଦ୍ୱିଦିବସୀୟ ବାର୍ଷିକ କ୍ରୀଡା ଉତ୍ସବ ସ୍ଥାନୀୟ ଶ୍ରୀ ମର୍ଦ୍ଦରାଜ ଉଚ୍ଚ ବିଦ୍ୟାଳୟ ପରିସରରେ ଆନୁଷ୍ଠାନିକ ରୀତିରେ ଅନୁଷ୍ଠିତ ହୋଇଯାଇଛି । ଖଲ୍ଲିକୋଟର ମାନ୍ୟବର ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ ମଶାଲ ଜାଳି ଉତ୍ସବର ଶୁଭ ଉଦ୍ଘାଟନ କରିଥିଲେ । ଜାତୀୟ ଶିକ୍ଷା ନୀତି-୨୦୨୦ ଆଧାରରେ ଶିକ୍ଷାର୍ଥୀଙ୍କ ଶାରୀରିକ ମାନସିକ ବୈ।ଦ୍ଧିକ ଆବେଗିକ ସର୍ବୋପରି ସର୍ବାଙ୍ଗୀନ ବିକାଶ ପାଇଁ କ୍ରୀଡାର ଭୂମିକା ଗୁରୁତ୍ଵପୂର୍ଣ୍ଣ ହୋଇଥିବାରୁ କ୍ରୀଡା ଉପରେ ପ୍ରତିଷ୍ଠାନ ପକ୍ଷରୁ ସ୍ୱତନ୍ତ୍ର ଦୃଷ୍ଟି ପ୍ରଦାନ କରାଯାଇ ଏପ୍ରକାର ଆୟୋଜନ କରାଯାଇଛି । ପ୍ରତିଷ୍ଠାନର ଅଧ୍ୟକ୍ଷ ତଥା ବିଶିଷ୍ଟ ଶିକ୍ଷାବିତ୍ ଡକ୍ଟର ସନ୍ତୋଷ କୁମାର ପରିଡା ଶିକ୍ଷାର୍ଥୀଙ୍କ ସାମଗ୍ରୀକ ବିକାଶ, ଶାରୀରିକ ସୁସ୍ଥତା, ଶୃଙ୍ଖଳିତ ଜୀବନଯାପନ ସକାଶେ କ୍ରୀଡାର ମହତ୍ୱ, ଲକ୍ଷ୍ୟ ଆଭିମୁଖ୍ୟ ସମ୍ପର୍କରେ ସାରଗର୍ଭକ ବକ୍ତବ୍ୟ ପ୍ରଦାନ କରି ସମସ୍ତଙ୍କୁ ପ୍ରୋତ୍ସାହିତ କରିଥିଲେ । ମାନ୍ୟବର ବିଧାୟକ ପ୍ରତିଷ୍ଠାନରେ ଅଧ୍ୟୟନରତ ଗୁରୁ ଛାତ୍ର ଛାତ୍ରୀଙ୍କ ନିମନ୍ତେ କ୍ରୀଡା ଶିକ୍ଷାର ପ୍ରୟୋଜନତା ସହିତ ଆଗାମୀ ଦିନରେ ବିଦ୍ୟାଳୟରେ ସୂଚାରୁରୂପେ କ୍ରୀଡାକୁ କାର୍ଯ୍ୟକାରୀ କରିବାରେ ଅଗ୍ରଣୀ ଦାୟିତ୍ଵ ନିର୍ବାହ କରିବେ, ସେ ବିଷୟରେ ମତବ୍ୟକ୍ତ କରିଥିଲେ । ଅତିଥି ପରିଚୟ ପ୍ରଦାନ ସଭା ପରିଚାଳନା ଶିକ୍ଷକ ପ୍ରଶିକ୍ଷକ ଜିତେନ୍ଦ୍ର କୁମାର ପଣ୍ଡା, ନବୀନ କୁମାର ପ୍ରମାଣିକ କରିଥିଲା ବେଳେ ଉତ୍ସବର ସଂଯୋଜକ ଶିକ୍ଷକ ପ୍ରଶିକ୍ଷକ ସୁକୁଲେଇ ଟୁଡୁ ସଂଯୋଜନା କରିଥିଲେ । ଗୁରୁ ଛାତ୍ର ଛାତ୍ରୀଙ୍କ ମଧ୍ୟରେ ଶହେ ମିଟର ଦୈ।ଡ ପ୍ରତିଯୋଗିତା, ଲମ୍ବ ଡିଆଁ, ଉଚ୍ଚ ଡିଆଁ, ଡିସକସ ଥ୍ରୋ ଆଦି ବହୁବିଧ କ୍ରୀଡା ପ୍ରତିଯୋଗିତା ଆୟୋଜିତ ହୋଇଥିଲା । ଆୟୋଜିତ ଉତ୍ସବ ଆଜି ଶୁଭ ଉଦଘାଟିତ ହୋଇଥିଲେ ହେଁ ଆସନ୍ତା କାଲି ଅର୍ଥାତ୍ ତା ୦୩/୦୨/୨୬ ରିଖରେ ଉଦଯାପିତ ହେବ ବୋଲି ଅନୁଷ୍ଠାନର ଅଧ୍ୟକ୍ଷ ଡକ୍ଟର ସନ୍ତୋଷ କୁମାର ପରିଡା ଉଲ୍ଲେଖ କରିଛନ୍ତି । ଅନୁଷ୍ଠିତ କ୍ରୀଡା ଉତ୍ସବରେ ବରିଷ୍ଠ ଶିକ୍ଷକ ପ୍ରଶିକ୍ଷକ ବିଷ୍ଣୁ ନାରାୟଣ ଜେନା ଧନ୍ୟବାଦ ଅର୍ପଣ କରିଥିଲା ବେଳେ ପ୍ରତିଷ୍ଠାନର ସମସ୍ତ ଶିକ୍ଷକ ପ୍ରଶିକ୍ଷକ, ପ୍ରଶିକ୍ଷିକା, କର୍ମଚାରୀ ଉପସ୍ଥିତ ଥିଲେ ।

News Comment

You Might Also Like

BACK TO TOP