Breaking News

ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||     

ଆଇନ ଯିଵି ହତ୍ୟା କାଣ୍ଡ ମାମଲାର 15ଜଣ ଅଭିଯୁକ୍ତ ଙ୍କ ସହ ବିକ୍ରମ ପଣ୍ଡା ବ୍ରହ୍ମପୁର କୋର୍ଟ ରେ ହାଜର ହେଲେ |

02-Feb-2026

ଆଇନଜୀବୀ ପୀତବାସପଣ୍ଡା ହତ୍ୟା ମାମଲାରେ କୋର୍ଟରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମଙ୍କ ସମେତ ୧୫ ଅଭିଯୁକ୍ତ,

       ଓଡିଶା  ଜନ ମତ ବ୍ୟୁରୋ,

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା ରେ ଆଜି ବ୍ରହ୍ମପୁର କୋର୍ଟ ରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଙ୍କ ସମେତ ୧୫ ଜଣ ଅଭିଯୁକ୍ତ |  ଏହି ମାମଲାର ଅନ୍ୟତମ ଅଭିଯୁକ୍ତ ଥିବା ବିଜେଡି ନେତା ମଦନ ଦଳାଇ ଅସୁସ୍ଥତା କାରଣରୁ ଆଜି ଅଦାଲତରେ ହାଜର ହୋଇପାରିନଥିଲେ । ସମସ୍ତ ଅଭିଯୁକ୍ତ ଅଦାଲତରେ ହାଜର ହୋଇନଥିବାରୁ ଜିଲା ଜଜ୍ ଆସନ୍ତା ୬ ତାରିଖକୁ ପୁଣି ଥରେ ଦିନ ଧାର୍ଯ୍ୟ କରି ସମସ୍ତ ଅଭିଯୁକ୍ତଙ୍କୁ ହାଜର ପାଇଁ ନିର୍ଦେଶ ଦେଇଛନ୍ତି ବୋଲି ଅଭିଯୁକ୍ତିଙ୍କ ଓକିଲ ଦୀପକ ପଟ୍ଟନାୟକ କହିଛନ୍ତି । ଆଗାମୀ ଦିନରେ ଏହି ମାମଲାର ବିଚାରଣ ଏଡିଜେ-୩ କୋର୍ଟରେ ହେବା ସହ ଚାର୍ଜଫ୍ରେମ ହୋଇ ବିଚାରଣ ଆରମ୍ଭ ହେବ ବୋଲି ସେ କହିଛନ୍ତି । ପୂର୍ବରୁ ଏହି ମାମଲାର ଅଭିଯୁକ୍ତ ମାନେ ଅଦାଲତରେ ଜାମିନ ଆବେଦନ କରିଥିବାବେଳେ ତାହା ଖାରଜ ହୋଇସାରିଛି ।କିଛି ଦିନ ତଳେଏସଡିଜେଏମ ଅଦାଲତରେ ଏହି ମାମଲାର କମିଟମଂଟ ହୋଇ ମାମଲାଟି ଜିଲା ଅଦାଲତକୁ ଆସିଥିଲା । ଆଜି ସମସ୍ତ ଅଭିଯୁକ୍ତଙ୍କୁ ଜିଲା ଅଦାଲତରେ ହାଜର ପାଇଁ ତାରିଖ ଧାର୍ଯ୍ୟ ହୋଇଥିଲା । ସେହିକ୍ରମରେ ବ୍ରହ୍ମପୁର ମଣ୍ଡଳ କାରାଗାରରେ ରହୁଥିବା ୧୫ ଜଣ ଅଭିଯୁକ୍ତ ଓ ଫୁଲବାଣୀ ମଣ୍ଡଳ କାରାଗାରରେ ରହୁଥବା ବ୍ରହ୍ମପୁରର ପୂର୍ବତନ ମେୟର ଶିବଶଙ୍କର ଦାସ ଓରଫ ପିଣ୍ଟୁଙ୍କୁ କଡା ସୁରକ୍ଷା ବଳୟ ମଧ୍ୟରେ ଆଣି ଅଦାଲତରେ ହାଜର କରାଯାଇଥିଲା । ଏହି ସମୟରେ ଜିଲା ଅଦାଲତ ପରିସରରେ ବ୍ୟାପକ ପୁଲିସ ମୁତୟନ କରାଯାଇଥିଲା । ଅଦାଲତରେ ହାଜର ହୋଇ ଅଭିଯୁକ୍ତମାନେ ପୁଣି ଥରେ ଜେଲକୁ ଫେରିଥିଲେ । ପ୍ରକାଶଥାଉକି, ରାଜନୈତିକ ଓ ବ୍ୟବସାୟିକ ଶତ୍ରୁତାକୁ କେନ୍ଦ୍ର କରି ରାଜ୍ୟ ଆଇନଜୀବୀ ପରିଷଦ ସଦସ୍ୟ ପିତବାସ ପଣ୍ଡାଙ୍କୁ ଅକ୍ଟୋବର ୬ ତାରିଖ କୁମାର ପୂର୍ଣ୍ଣିମା ରାତିରେ ତାଙ୍କ ଘର ଠାରୁ କିଛି ଦୂର ବୈକୁଣ୍ଠନଗର ଛକ ଠାରେ ଅତି ନିକଟରୁ ଗୁଳି କରି ହତ୍ୟା କରାଯାଥିଲା । ଏ ନେଇ ବୈଦ୍ୟନାଥପୁର ଥାନାରେ ଏକ ହତ୍ୟା ମାମଲା ରୁଜୁ ହୋଇଥିଲା । ପୁଲିସ ସାର୍ପସୁଟର କୁରୁପତି ଭୂୟାଁ ଓ ଚିଂଟୁ ପ୍ରଧାନ ସମେତ ପୂର୍ବତନ ବିଧାୟକ, ପୂର୍ବତନ ମେୟର, ବିଜେଡି ନେତା ମଦନଦଳେଇ,  ବିଜେଡି କର୍ପୋରେଟର ମଳୟ ବିଷୋୟୀ, ଶୂନ୍ୟଚନ୍ଦ୍ର ଦାଶ, ସୁନୀଲ ହୋତା, ଉମା ବିଷୋୟୀ, ବିପିନ ସ୍ଵାଇଁ, ସୀମାଂଚଳ ନାୟକ, କୁନ୍ଦ କୁମାର, ଶିଶୁପାଳ କୁମାର ପାଶ୍ୟାନ, ଯୋଗୀ ରାଉତ, ରାଜେନ୍ଦ୍ର ସାହୁ, କାଳୁଚରଣ ଭୂୟାଁଙ୍କୁ ମିଶାଇ ମୋଟ ୧୬ ଜଣଙ୍କୁ ଗିରଫ କରିଥିଲା ।

News Comment

You Might Also Like

BACK TO TOP