Breaking News

ଓଡିଶା ରେ ପଯ୍ୟାପ୍ତ କାମ ମିଳୁ ନଥିବାରୁ ଦାଦନ ମୁହାଁ ଶ୍ରମିକ |   (13-Aug-2026)       ||      ତାରାତାରିଣୀମାହାବିଦ୍ୟଳୟ ରେ 48ତମ ପ୍ରତିଷ୍ଠା ଦିବସ ପାଳିତ ||   (13-Aug-2026)       ||      ସ୍ୱାଧୀନତା ଦିବସ ଅବସର ରେ ବିଏସ ଏଫ ପକ୍ଷରୁ "ବନ୍ଦେ ମାତରମ ` ବାଇକ ରାଲି |    (13-Aug-2026)       ||      ଗୋପବନ୍ଧୁ ସ୍ଵାସ୍ତ୍ୟ ବୀମା ପରିବର୍ତ୍ତନ କୁ ବିରୋଧ କରି ଦଣ୍ଡେଶ୍ୱର ସାମ୍ବାଦିକ ସଂଙ୍ଘ ର ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ ||   (13-Aug-2026)       ||      ଛତ୍ରପୁର ପୌର ପରିଷଦ ର ଅଷ୍ଟମ ବାଟାଲିୟନ ପରିସର ରେ ଗୋଷ୍ଠୀ କେନ୍ଦ୍ର ଉଦଘାଟିତ |   (13-Aug-2026)       ||      ଛତ୍ରପୁର ଠାରେ ଲକ୍ଷପତି ଦିଦି କର୍ମଶାଳା ଉଦଯାପିତ |    (13-Aug-2026)       ||      ନରସିଂହପୁର ହାଟର ଅବସ୍ଥା ପ୍ରଶାସନ କୁ ବାରମ୍ବାର ଗୁହାରି ପରେ ମଧ୍ୟ ସୁଧୁରିବାର ନାଁ ଧରୁନି | |    (13-Aug-2026)       ||      ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |    (13-Aug-2026)       ||      ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ ବିଧନ ସଭା ସୀମା ନିର୍ଦ୍ଧାରଣ ପାଈଁ ପ୍ରସ୍ତାବ ଆଗତ କଲେ |    (13-Aug-2026)       ||      ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||     

ବୁଗୁଡ଼ା ଶାରଦା ସଂଗୀତାୟନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |

04-Feb-2026

ସାରଦା ସଙ୍ଗୀତାୟନର ବାର୍ଷିକ ଉତ୍ସବ ସହ ଓଡିଶୀ ସଙ୍ଗୀତ ଓ ଭଜନ ସମାରୋହ,

       ଓଡିଶା ଜନ ମତ ବ୍ୟୁରୋ,

ବୁଗୁଡ଼ା ସଙ୍ଗମ କଲ୍ଯାଣ ମଣ୍ଡପରେ ଶାରଦା ସଙ୍ଗୀତାୟନର ବାର୍ଷିକ ଉତ୍ସବ ସହ ଓଡିଶୀ ଓ ଭଜନ ସମାରୋହ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ସଙ୍ଗୀତ ଗୁରୁ ସୁରେନ୍ଦ୍ର ନାଥ ଦାସଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉକ୍ତ ଭବ୍ଯ ଉତ୍ସବରେ ମୁଖ୍ଯ ଅତିଥି ରୂପେ ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟକ୍ଷ ଡକ୍ଟର ପୁରୁଷୋତ୍ତମ ମିଶ୍ର ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ରୂପେ ଶିକ୍ଷାବିତ୍ , ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ତଥା ସାମ୍ବାଦିକ କାଳିଚରଣଦାଶ, ନିୟୁ ଏରା ପବ୍ଲିକ ସ୍କୁଲର ପରିଚାଳନା ନିର୍ଦ୍ଦେଶକ ଅନିଲ ପଟ୍ଟନାୟକ, ଶୋଭନୀୟ ପବ୍ଲିକ ସ୍କୁଲର ପରିଚାଳନା ନିର୍ଦ୍ଦେଶକ ୟୁ ଅରବିନ୍ଦ ପାତ୍ର ଓ ମୁଖ୍ଯ ବକ୍ତା ରୂପେ ଇଂରାଜୀ ବିଭାଗ ଅଧ୍ଯାପକ ଆତ୍ମପ୍ରକାଶ ନାୟକ ପ୍ରମୁଖ ଯୋଗଦେଇ ମାନବ ଜୀବନରେ ସଙ୍ଗୀତର ମୂଲ୍ୟବୋଧ ଓ ଆବଶ୍ୟକତା ସଂପର୍କରେ ବିସ୍ତ୍ରୃତ ଆଲୋଚନା କରିବା ସହ ଏହାର kସାଧନା କରିବା ସକାଶେ କୁନି କୁନି କଣ୍ଠ ଶିଳ୍ପୀ ମାନଙ୍କୁ ପରାମର୍ଶ ଦେଇଥିଲେ। କାର୍ଯ୍ୟକ୍ରମକୁ  କର୍ମକର୍ତ୍ତାମାନେ ସଂଯୋଜନା କରିଥିବା ବେଳେ କୁନୀ କଣ୍ଣଶିଳ୍ପୀ ମାନେ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥଲେ ଏବଂ ସୁରେନ୍ଦ୍ର ନାଥ ଦାସ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ଏ ଅବସରେ କୁନି କଣ୍ଠ ଶିଳ୍ପୀଙ୍କ ସମେତ ସ୍ଥାନୀୟ କଳାକାର ମାନଙ୍କୁ ପୁରସ୍କୃତ ସହ ସମ୍ବର୍ଦ୍ଧିତ   କରାଯାଇ ଥୁଲା। ଶେଷରେ ଭୁବନେଶ୍ବରରୁ ଆସିଥିବା ଏକ ମିଳିତ ବାଦ୍ୟଯନ୍ତ୍ର ଟିମ୍ ସହଯୋଗରେ କଣ୍ଠ ଶିଳ୍ପୀ ମାନଙ୍କ ଦ୍ବାରା ଓଡିଶୀ ସଙ୍ଗୀତ ଓ ଭଜନ ପରିବେଷଣ ବେଶ୍ ଉଚ୍ଚକୋଟୀର ହୋଇଥିଲା।

News Comment

You Might Also Like

BACK TO TOP