Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

ବାଲିଗୁଡା ରେ ସତ୍ୟସାଇ ବାବାଙ୍କ 99ତମ ଜନ୍ମ ବାର୍ଷିକୀ ପାଳିତ |

23-Nov-2024

ଶ୍ରୀ ସତ୍ୟସାଇ ବାବାଙ୍କ ୯୯ ତମ ଜନ୍ମ ବାର୍ଷିକୋତ୍ସବ ପାଳିତ,

               ଓଡିଶା ଜନମତ ବ୍ୟୁରୋ,

ବାଲିଗୁଡା,୨୩/୧୧: -- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀ ସତ୍ୟସାଇ ସେବା ସମିତି ଆନୁକୂଲ୍ୟରେ ଶ୍ରୀ ସତ୍ୟସାଇବାବାଙ୍କ ୯୯ ତମ ଜନ୍ମ ବାର୍ଷିକୋତ୍ସବ ସ୍ଥାନୀୟ ସାଇବିହାର ଠାରେ ପାଳିତ ହୋଇଯାଇଛି | ସମିତି ର ଆବାହକ ରାଜେନ୍ଦ୍ର କୁମାର ପାତ୍ର ଙ୍କ ଅଧ୍ଯକ୍ଷତାରେ ପ୍ରତ୍ଯୁଷରେ ଓଁକାର, ସୁପ୍ରଭାତମ, ନଗର ସଂକୀର୍ତନ ଆୟୋଜନ ହୋଇଥିଲା । ଏନେଇ ମନ୍ଦିର ପରିସରରେ ସଫେଇ କାର୍ଯ୍ୟକ୍ରମ, ପ୍ରଶାନ୍ତି ପତାକା ଉତ୍ତୋଳନ, ଷୋଡ଼ ଶୋପଚାର ପୂଜା ଓ ହୋମ କାର୍ଯ୍ୟକ୍ରମ ଯଥାରିତି ନୀତି ନୁଯାୟୀ ହୋଇଥିଲା I ପରେପରେ ସତ୍ୟସାଇଙ୍କ ଫୋଟୋ ଚିତ୍ର କୁ ଏକ ସୁସଜ୍ଜିତ ରଥ ରେ ସମଗ୍ର ନଗର ପରିକ୍ରମା କରାଯାଇଥିଲା | ଏହି ଅବସରରେ ନାରାୟଣୀ ମାନଙ୍କୁ ରନ୍ଧା ଖାଦ୍ୟ ପୁଡିଆ ବଣ୍ଟନ କରିବା ସହିତ ଅନ୍ନ ପ୍ରସାଦ ର ବ୍ୟବସ୍ଥା ଚରାଯାଇଥିଲା | ପରେ ପରେ ଅସହାୟ ଦୀନ ଦୁଃଖୀ ଲୋକ ମାନଙ୍କୁ ଲୁଗାପଟା ସହିତ ଶୀତବସ୍ତ୍ର ବଣ୍ଟନ କରାଯାଇଥିଲା | ସେବାଗ୍ରାମ, ପୋଷ୍ୟଗ୍ରାମ, ରୋଗୀ ମାନଙ୍କ ଘରକୁ ଯାଇ ବାବାଙ୍କ ଫୋଟୋ, ବିଭୁତି ଓ ପ୍ରସାଦ ବଣ୍ଟନ କରାଯାଇଥିଲା | ସନ୍ଧ୍ୟାରେ ଲିଖିତ ଜପ ପରେ ପରେ ୯୯ ଗୋଟି ଦୀପ ପ୍ରଜ୍ଜଳନ କରାଯାଇ ବେଦ ପାଠ ସହିତ ଭଜନ କରି ସାଇଝୁଲା ରେ ଝୁଲାଇ କେକ କଟା ଯାଇଥିଲା ଶେଷରେ ବାଳବିକାଶ ପିଲାଙ୍କ ଦ୍ବାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ରେ ଭାଗ ନେଇଥିବା ବାଳବିକାଶ ଛାତ୍ରଛାତ୍ରୀ ଙ୍କୁ ପୁରସ୍କାର ବିତରଣ କରି ମଙ୍ଗଳ ଆରତୀ କରି ସମାପନ କରାଯାଇଥିଲା I

News Comment

You Might Also Like

BACK TO TOP