Breaking News

ଓଡିଶା ରେ ପଯ୍ୟାପ୍ତ କାମ ମିଳୁ ନଥିବାରୁ ଦାଦନ ମୁହାଁ ଶ୍ରମିକ |   (13-Aug-2026)       ||      ତାରାତାରିଣୀମାହାବିଦ୍ୟଳୟ ରେ 48ତମ ପ୍ରତିଷ୍ଠା ଦିବସ ପାଳିତ ||   (13-Aug-2026)       ||      ସ୍ୱାଧୀନତା ଦିବସ ଅବସର ରେ ବିଏସ ଏଫ ପକ୍ଷରୁ "ବନ୍ଦେ ମାତରମ ` ବାଇକ ରାଲି |    (13-Aug-2026)       ||      ଗୋପବନ୍ଧୁ ସ୍ଵାସ୍ତ୍ୟ ବୀମା ପରିବର୍ତ୍ତନ କୁ ବିରୋଧ କରି ଦଣ୍ଡେଶ୍ୱର ସାମ୍ବାଦିକ ସଂଙ୍ଘ ର ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ ||   (13-Aug-2026)       ||      ଛତ୍ରପୁର ପୌର ପରିଷଦ ର ଅଷ୍ଟମ ବାଟାଲିୟନ ପରିସର ରେ ଗୋଷ୍ଠୀ କେନ୍ଦ୍ର ଉଦଘାଟିତ |   (13-Aug-2026)       ||      ଛତ୍ରପୁର ଠାରେ ଲକ୍ଷପତି ଦିଦି କର୍ମଶାଳା ଉଦଯାପିତ |    (13-Aug-2026)       ||      ନରସିଂହପୁର ହାଟର ଅବସ୍ଥା ପ୍ରଶାସନ କୁ ବାରମ୍ବାର ଗୁହାରି ପରେ ମଧ୍ୟ ସୁଧୁରିବାର ନାଁ ଧରୁନି | |    (13-Aug-2026)       ||      ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |    (13-Aug-2026)       ||      ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ ବିଧନ ସଭା ସୀମା ନିର୍ଦ୍ଧାରଣ ପାଈଁ ପ୍ରସ୍ତାବ ଆଗତ କଲେ |    (13-Aug-2026)       ||      ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||     

ଅପହରଣ ଓ ଯୌତୁକ ନିର୍ଯ୍ୟାତନା ଅଭିଯୋଗ ରେ ଦୁଇ ଅଭିଯୁକ୍ତ ଗିରଫ |

04-Feb-2026

ଅପହରଣ ଓ ଯୌନ ନିର୍ଯାତନା ଅଭିଯୋଗରେ ଫେରାର ଦୁଇ ଅଭିଯୁକ୍ତ ଗିରଫ

ଓଡିଶା ଜନମତ,ବାଲିଗୁଡ଼ା, ତା, ୪/୨: 

ସଞ୍ଜୟ କୁମାର ପାଣିଗ୍ରାହୀ: --

କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ବେଲଘର ଥାନା ଅଞ୍ଚଳରେ ଜଣେ ଅପ୍ରାପ୍ତବୟସ୍କା କନ୍ୟାଙ୍କୁ ଅପହରଣ ଏବଂ ଯୌନ ନିର୍ଯାତନା କରାଯାଇଥିବା ଅଭିଯୋଗରେ ପୁଲିସ ଦୁଇଜଣ ଯୁବକଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ସୁଶୀଲ ନାୟକ (୧୮) ଓ ନିତେଶ ନାୟକ (୨୦), ଉଭୟ ଝିରିପାଣି ଗ୍ରାମର ବାସିନ୍ଦା ବୋଲି ପୋଲିସ ପ୍ରକାଶ କରିଛି। ଘଟଣା ରୁ ପ୍ରକାଶ ଯେ, ଚଳିତ ମାସ ୧ତାରିଖ ଅପରାହ୍ନରେ ୧୪ ବର୍ଷୀୟା ନାବାଳିକା ଜଣକ ନିକଟସ୍ଥ କେନାଲକୁ ଗାଧୋଇବାକୁ ଯାଇଥିଲେ, କିନ୍ତୁ ସେ ଆଉ ଘରକୁ ଫେରିନଥିଲେ। ପରିବାର ସଦସ୍ୟମାନେ ଆଖପାଖ ଅଞ୍ଚଳ ଓ ନିକଟସ୍ଥ ଗ୍ରାମଗୁଡ଼ିକରେ ଖୋଜାଖୋଜି କରିଥିଲେ ମଧ୍ୟ ସନ୍ଧାନ ମିଳିନଥିଲା। ପରଦିନ ସକାଳେ ସେ ଘରକୁ ଫେରିଥିଲେ। ପୁଲିସ ତଦନ୍ତ ସମୟରେ ପୀଡିତା କହିଛନ୍ତି ଯେ, ଅଭିଯୁକ୍ତ ମାନେ ତାଙ୍କର ମୁହଁ ଢାଙ୍କି ଜୋରକରି ଅପହରଣ କରି କାଦମସାରୁ ଜଙ୍ଗଲକୁ ନେଇଯାଇଥିଲେ। ସେଠାରେ ତାଙ୍କୁ ଯୌନ ନିର୍ଯାତନା, ଶାରୀରିକ ଆକ୍ରମଣ କରାଯାଇଥିବା ସହ ଘଟଣାର ଭିଡିଓ ପ୍ରଚାର କରିବାକୁ ଧମକ ଦିଆଯାଇଥିଲା। ରାତି ପର୍ଯ୍ୟନ୍ତ ତାଙ୍କୁ ଅବୈଧ ଭାବେ ଅଟକ ରଖି ପରେ ଛାଡ଼ି ଦିଆଯାଇଥିଲା। ଲିଖିତ ଅଭିଯୋଗ ଆଧାରରେ ବେଲଘର ଥାନା କେସ୍ ନଂ.୧୦/୨୬ ରେ ଏକ ମକଦ୍ଦମା ରୁଜୁ କରାଯାଇ, ବିଏନଏସ୍ ଧାରା ୧୩୭(୨), ୧୨୭(୨), ୧୧୫ (୨), ୬୨, ୬୪, ୩(୫) ସହ ପୋକ୍ସୋ ଆଇନର ଧାରା ୮ ଅନୁସାରେ ମାମଲା ରୁଜୁ ହୋଇଛି। ପୁଲିସ ସୂଚନା ଅନୁସାରେ, ଉଭୟ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ପୀଡିତା ଓ ଅଭିଯୁକ୍ତମାନଙ୍କର ଡାକ୍ତରୀ ପରୀକ୍ଷା ସମ୍ପନ୍ନ ହୋଇଥିବା ସହ ପୀଡିତାଙ୍କ ବୟାନ ରେକର୍ଡ କରାଯାଇଛି। ସମସ୍ତ ଆବଶ୍ୟକ ଆଇନଗତ ପ୍ରକ୍ରିୟା ଚାଲିଥିବା ପୁଲିସ ପ୍ରକାଶ କରିଛି।

News Comment

You Might Also Like

BACK TO TOP