Breaking News

ଓଡିଶା ରେ ପଯ୍ୟାପ୍ତ କାମ ମିଳୁ ନଥିବାରୁ ଦାଦନ ମୁହାଁ ଶ୍ରମିକ |   (13-Aug-2026)       ||      ତାରାତାରିଣୀମାହାବିଦ୍ୟଳୟ ରେ 48ତମ ପ୍ରତିଷ୍ଠା ଦିବସ ପାଳିତ ||   (13-Aug-2026)       ||      ସ୍ୱାଧୀନତା ଦିବସ ଅବସର ରେ ବିଏସ ଏଫ ପକ୍ଷରୁ "ବନ୍ଦେ ମାତରମ ` ବାଇକ ରାଲି |    (13-Aug-2026)       ||      ଗୋପବନ୍ଧୁ ସ୍ଵାସ୍ତ୍ୟ ବୀମା ପରିବର୍ତ୍ତନ କୁ ବିରୋଧ କରି ଦଣ୍ଡେଶ୍ୱର ସାମ୍ବାଦିକ ସଂଙ୍ଘ ର ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ ||   (13-Aug-2026)       ||      ଛତ୍ରପୁର ପୌର ପରିଷଦ ର ଅଷ୍ଟମ ବାଟାଲିୟନ ପରିସର ରେ ଗୋଷ୍ଠୀ କେନ୍ଦ୍ର ଉଦଘାଟିତ |   (13-Aug-2026)       ||      ଛତ୍ରପୁର ଠାରେ ଲକ୍ଷପତି ଦିଦି କର୍ମଶାଳା ଉଦଯାପିତ |    (13-Aug-2026)       ||      ନରସିଂହପୁର ହାଟର ଅବସ୍ଥା ପ୍ରଶାସନ କୁ ବାରମ୍ବାର ଗୁହାରି ପରେ ମଧ୍ୟ ସୁଧୁରିବାର ନାଁ ଧରୁନି | |    (13-Aug-2026)       ||      ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |    (13-Aug-2026)       ||      ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ ବିଧନ ସଭା ସୀମା ନିର୍ଦ୍ଧାରଣ ପାଈଁ ପ୍ରସ୍ତାବ ଆଗତ କଲେ |    (13-Aug-2026)       ||      ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||     

ଉପଖଣ୍ଡ କ୍ରୀଡା ସଙ୍ଘ କପ, ରାଜ୍ୟ ସ୍ତରୀୟ ଫୁଟବକ ଚାମ୍ପିୟାନସିପ ଉଦଘାଟିତ |

04-Feb-2026

ଉପଖଣ୍ଡ କ୍ରୀଡା ସଂଘ କପ : ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ ଉଦଘାଟିତ: ଏଫ. ସି. ସମ୍ବଲପୁର ବିଜୟୀ

ଓଡିଶା ଜନମତ,ବାଲିଗୁଡା ତା, ୦୪/୦୨:

ସଞ୍ଜୟ କୁମାର ପାଣିଗ୍ରାହୀ):--

 କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ -୨୦୨୬ ବୁଧବାର ଠାରୁ ଆରମ୍ଭ ହୋଇଛି l ଏହି ପରିପ୍ରେକ୍ଷୀରେ ସଂଘ ର ସଭାପତି ତଥା ସ୍ଥାନୀୟ ଉପଜିଲ୍ଲାପାଳ ପ୍ରଣୀତା ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶୁଭମ ଭୋସଲେ, ଆଇ ଟି ଡି ଏ ର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା, ତହସିଲଦାର ଦୀପ୍ତି ପ୍ରକାଶ ବେହେରା, ଉପସଭାପତି ସତ୍ୟ ନାରାୟଣ ପାଢ଼ୀ, ସମ୍ପାଦକ ସୁଶାନ୍ତ କୁମାର ଦାସ ପ୍ରମୁଖ ଉପସ୍ଥିତ ରହି ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଉଦଘାଟନୀ ଖେଳ ଏଫ ସି ସମ୍ବଲପୁର ସହ ଡାଇମଣ୍ଡ କ୍ଲବ ଖୋର୍ଦ୍ଧା ମଧ୍ୟରେ ଆକର୍ଷଣୀୟ ମ୍ୟାଚ ଅନୁଷ୍ଠିତ ହୋଇ ସମ୍ବଲପୁର ୪-୧ ରେ ବିଜୟୀ ହୋଇଥିଲା l ଏଥିରେ ସମ୍ବଲପୁର ଦଳର ବିଜୁ ଓରାମ ଙ୍କୁ ମ୍ୟାନ ଅଫ ଦି ମ୍ୟାଚ ଭାବେ ଘୋଷଣା କରାଯାଇଥିଲା l ଉଦଘାଟନ ଖେଳ କୁ ମୁଖ୍ୟ ରେଫେରୀ ଭାବେ ଜ୍ୟୋତି ରଞ୍ଜନ ସ୍ୱାଇଁ, ବିଶ୍ଵନାଥ କହଁର, ସୁନୀଲ କୁମାର ବେହେରା ଓ କାମାକ୍ଷା ପ୍ରସାଦ ପ୍ରଧାନ ଉପସ୍ଥିତ ରହି ଖେଳ ପରିଚାଳନା କରିଥିଲେ l ୫ ତାରିଖ ଦ୍ୱିତୀୟ ଦିନର ମ୍ୟାଚ ଢେଙ୍କାନାଳ ସହ ସୁନ୍ଦରଗଡ଼ ମଧ୍ୟରେ ଆକର୍ଷଣୀୟ ମ୍ୟାଚ ଅନୁଷ୍ଠିତ ହେବ l ଏହି ରାଜ୍ୟ ସ୍ତରୀୟ ମ୍ୟାଚ ଚଳିତ ମାସ ୧୧ ତାରିଖ ପର୍ଯ୍ୟନ୍ତ ଆୟୋଜନ ହେଉଥିବା ବେଳେ ଏଥିରେ ରାଜ୍ୟର ବଛାବଛା ଫୁଟବଲ ଟିମ ମଧ୍ୟରେ ସମ୍ବଲପୁର ଏଫ ସି, ଡାଇମଣ୍ଡ କ୍ଲବ ଖୋର୍ଦ୍ଧା, ଦୋସ୍ତି ବ୍ରଦର ସୁନ୍ଦରଗଡ଼, ପପୁଲାର କ୍ଲବ- ଢେଙ୍କାନାଳ, ୟୁଏସସି ଟିମ - ବରଗଡ଼, ଏଫପିଏସଏ ଟିମ - ଜଟଣୀ, ଜଗା ଯୁନାଇଟେଡ଼- ଭୁବନେଶ୍ୱର, ଜେ.ଡି. କ୍ଲବ-ଫୁଲବାଣୀ ଭଳି ବିଭିନ୍ନ ଦଳ ଅଂଶ ଗ୍ରହଣ କରିବାକୁ ସମ୍ମତି ପ୍ରଦାନ କରିଛନ୍ତି l ସେଥିମଧ୍ୟରେ ୧୦ ତାରିଖ ଦିନ ସବୁଠାରୁ ବିଶେଷ ଆକର୍ଷଣ ମହିଳା ଫୁଟବଲ ମ୍ୟାଚ ବରଗଡ଼ ସହ ଭୁବନେଶ୍ୱର ମଧ୍ୟରେ ଆୟୋଜିତ ହେବ l ୧୧ ତାରିଖ ଫାଇନାଲ ତଥା ଉଦଯାପନୀ ଉତ୍ସବରେ ରାଜ୍ୟର ବହୁ ଗଣ୍ୟମାନ୍ୟ ଜନ ପ୍ରତିନିଧି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ପ୍ରତିଦିନ ର ମ୍ୟାଚ ଅପରାହ୍ନ ୨ଟା ୩୦ମି. ରେ ଆରମ୍ଭ ହେବାକୁ ଥିବା ବେଳେ ସେମିଫାଇନାଲ ଓ ଫାଇନାଲ ମ୍ୟାଚ ଅପରାହ୍ନ ୨ଘଣ୍ଟ ରେ ଆରମ୍ଭ କରାଯିବା ପାଇଁ ସ୍ଥିର କରାଯାଇଛି l ଉପଦେଷ୍ଟା ଶେଖ ସାଦିକ, ଦେବବ୍ରତ ସିଂ ଦେଓ, ସୁରେନ୍ଦ୍ର କୁମାର ପାତ୍ର, ଯୁଗ୍ମ ସମ୍ପାଦକ ମାନସ ରଞ୍ଜନ ଆଚାର୍ଯ୍ୟ ଓ କୋଷାଧ୍ୟକ୍ଷ ରଞ୍ଜିତ କୁମାର ମହାନ୍ତି, କ୍ରୀଡା ସମ୍ପାଦକ ଶିବାନନ୍ଦ ପଟ୍ଟନାୟକ, ଏ. ଶ୍ରୀନିବାସ ଦୋରା, ଗଙ୍ଗାଧର ପଣ୍ଡା, ସୁଶାନ୍ତ କୁମାର ସାହୁ କ୍ରୀଡା ଆୟୋଜକ ଉପଦେଷ୍ଟା ମଣ୍ଡଳୀ ର ସମସ୍ତ ସଦସ୍ୟ ଖେଳ ଆରମ୍ଭ ରୁ ଶେଷ ପର୍ଯ୍ୟନ୍ତ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l

News Comment

You Might Also Like

BACK TO TOP