Breaking News

ଗୋପବନ୍ଧୁ ସ୍ଵାସ୍ତ୍ୟ ବୀମା ପରିବର୍ତ୍ତନ କୁ ବିରୋଧ କରି ଦଣ୍ଡେଶ୍ୱର ସାମ୍ବାଦିକ ସଂଙ୍ଘ ର ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ ||   (13-Aug-2026)       ||      ଛତ୍ରପୁର ପୌର ପରିଷଦ ର ଅଷ୍ଟମ ବାଟାଲିୟନ ପରିସର ରେ ଗୋଷ୍ଠୀ କେନ୍ଦ୍ର ଉଦଘାଟିତ |   (13-Aug-2026)       ||      ଛତ୍ରପୁର ଠାରେ ଲକ୍ଷପତି ଦିଦି କର୍ମଶାଳା ଉଦଯାପିତ |    (13-Aug-2026)       ||      ନରସିଂହପୁର ହାଟର ଅବସ୍ଥା ପ୍ରଶାସନ କୁ ବାରମ୍ବାର ଗୁହାରି ପରେ ମଧ୍ୟ ସୁଧୁରିବାର ନାଁ ଧରୁନି | |    (13-Aug-2026)       ||      ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |    (13-Aug-2026)       ||      ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ ବିଧନ ସଭା ସୀମା ନିର୍ଦ୍ଧାରଣ ପାଈଁ ପ୍ରସ୍ତାବ ଆଗତ କଲେ |    (13-Aug-2026)       ||      ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||     

ତାରା ତାରିଣୀ ମହାବିଦ୍ୟାଳୟ ରେ ଗ୍ରାମୀଣ ରୁଣ ଗ୍ରସତା ଉପରେ ଶୈକ୍ଷିକ ସେମିନାର ଅନୁଷ୍ଠିତ |

04-Feb-2026

*ତାରାତାରିଣୀ* *ମହାବିଦ୍ୟାଳୟରେ `ଗ୍ରାମୀଣ ଋଣଗ୍ରସ୍ତତା` ଉପରେ ଶୈକ୍ଷିକ* *ସେମିନାର୍ ଅନୁଷ୍ଠିତ* 

   ଓଡିଶା ଜନ ମତ ବ୍ୟୁରୋ, 

ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ ମହାବିଦ୍ୟାଳୟର ଅର୍ଥନୀତି ବିଭାଗ ପକ୍ଷରୁ `ଗ୍ରାମୀଣ ଋଣଗ୍ରସ୍ତତା` (Rural Indebtedness) ଶୀର୍ଷକ ଏକ ସେମିନାର୍ ଅଧ୍ୟାପକ ଓ ଛାତ୍ରଛାତ୍ରୀମାନଙ୍କ ସକ୍ରିୟ ଅଂଶଗ୍ରହଣରେ ସଫଳତାର ସହ ଆୟୋଜିତ ହୋଇଯାଇଛି। ଛାତ୍ରଛାତ୍ରୀଙ୍କ ମଧ୍ୟରେ ଶିକ୍ଷାଗତ ଆଲୋଚନା ଏବଂ ଗବେଷଣା ଅଭିମୁଖ୍ୟକୁ ପ୍ରୋତ୍ସାହିତ କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା।ପ୍ରାରମ୍ଭରେ ଅତିଥିମାନଙ୍କ ଦ୍ଵାରା ପ୍ରଦୀପ ପ୍ରଜ୍ଜ୍ଵଳନ କରାଯାଇ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା। ଅର୍ଥନୀତି ବିଭାଗର ମୁଖ୍ୟ ଡଃ ଶ୍ରୀରାମ ମିଶ୍ର ସ୍ଵାଗତ ଭାଷଣ ପ୍ରଦାନ କରିବା ସହ ଛାତ୍ରଛାତ୍ରୀଙ୍କ ଏକାଡେମିକ ଦୃଷ୍ଟିକୋଣକୁ ସମୃଦ୍ଧ କରିବାରେ ସେମିନାରର ଗୁରୁତ୍ଵ ଉପରେ ଆଲୋକପାତ କରିଥିଲେ।ସେମିନାର୍ ଇନ-ଚାର୍ଜ ସୁଶ୍ରୀ ମୀନାକ୍ଷୀ ଦାଶ ଅତିଥିମାନଙ୍କ ପରିଚୟ ପ୍ରଦାନ କରିବା ସହ ସେମିନାରର ଉଦ୍ଦେଶ୍ୟ ସମ୍ପର୍କରେ ସୂଚନା ଦେଇଥିଲେ।ଏହି ଶିକ୍ଷାଗତ ଅଧିବେଶନରେ ଡକ୍ଟର ଶ୍ରୀରାମ ମିଶ୍ରଙ୍କ ତତ୍ତ୍ଵାବଧାନରେ ଯୁକ୍ତ ତିନି ଶେଷ ବର୍ଷର ଛାତ୍ରୀ ବି. ଅନୋକି ରେଡ୍ଡୀ ଅତ୍ୟନ୍ତ ସ୍ପଷ୍ଟତା ଓ ଆତ୍ମବିଶ୍ଵାସର ସହ ନିଜର ପ୍ରବନ୍ଧ ଉପସ୍ଥାପନ କରିଥିଲେ। ବିନାୟକ ଆଚାର୍ଯ୍ୟ ସରକାରୀ ମହାବିଦ୍ୟାଳୟଅର୍ଥନୀତି ବିଭାଗର ସହକାରୀ ପ୍ରଫେସର ଡଃ ସୁଶାନ୍ତ କୁମାର ବେରୋ ମୁଖ୍ୟ ଅତଥି ତଥା ସାଧନକର୍ମୀ ଭାବେ (Resource Person) ଭାବେ ଯୋଗଦେଇ ପାୱାର ପଏଣ୍ଟ ମାଧ୍ୟମରେ ବିଷୟବସ୍ତୁ ଉପରେ ଏକ ମୂଲ୍ୟବାନ ତଥା ପ୍ରେରଣାଦାୟୀ ଅଭିଭାଷଣ ରଖିଥିଲେ। ଏହାପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ଶିକ୍ଷକ ଓ ଶିକ୍ଷାର୍ଥୀମାନେ ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ। ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ ପ୍ରଦୀପ କୁମାର ସାହୁ କାର୍ଯ୍ୟକ୍ରମରେ ଯୋଗଦେଇ ଏଭଳି ବୌଦ୍ଧିକ କାର୍ଯ୍ୟକ୍ରମ ଆୟୋଜନ ପାଇଁ ଅର୍ଥନୀତି ବିଭାଗକୁ ପ୍ରଶଂସା କରିଥିଲେ। ଛାତ୍ରଛାତ୍ରୀମାନେ ଗବେଷଣାଭିତ୍ତିକ ଶିକ୍ଷା ପ୍ରତି ଅଧିକ ମନୋନିବେଶ କରିବାକୁ ସେ ପରାମର୍ଶ ଦେଇଥିଲେ ।  କାର୍ଯ୍ୟକ୍ରମ ପରିଚାଳନାରେ ଅଧ୍ୟାପକ   ପ୍ରସାଦ କୁମାର ବେହେରା ଙ୍କ ସମେତ ସହ ସମ୍ପାଦକ ରୁଦ୍ର ବେହେରା, ଦିନେଶ ବେହେରା, ଶିବ ଶଙ୍କର ମହାନ୍ତି , ହିମାଂଶୁ ପଣ୍ଡା ପ୍ରମୁଖ ସହଯୋଗ କରିଥଲେ । ପରିଶେଷରେ ସେମିନାର ସମ୍ପାଦକ ଶ୍ରୀ ଗଙ୍ଗା ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

News Comment

You Might Also Like

BACK TO TOP