Breaking News

ନରସିଂହପୁର ହାଟର ଅବସ୍ଥା ପ୍ରଶାସନ କୁ ବାରମ୍ବାର ଗୁହାରି ପରେ ମଧ୍ୟ ସୁଧୁରିବାର ନାଁ ଧରୁନି | |    (13-Aug-2026)       ||      ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |    (13-Aug-2026)       ||      ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ ବିଧନ ସଭା ସୀମା ନିର୍ଦ୍ଧାରଣ ପାଈଁ ପ୍ରସ୍ତାବ ଆଗତ କଲେ |    (13-Aug-2026)       ||      ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||     

ପରମାନନ୍ଦ ଶିଶୁ ବିଦ୍ୟା ମନ୍ଦିର ର ସଫଳତା |

05-Feb-2026

ପରମାନନ୍ଦ ଶିଶୁ ବିଦ୍ୟା ମନ୍ଦିରର ସଫଳତା,

      ଓଡିଶା ଜନ ମତ ବ୍ୟୁରୋ, 

ଶିକ୍ଷା ପରିଷଦ, ଓଡ଼ିଶା ଦ୍ଵାରା ଆୟୋଜିତ ଚଳିତ ବର୍ଷର ତୃତୀୟ, ପଞ୍ଚମ ଓ ସପ୍ତମ ଶ୍ରେଣୀ ମେଧା ବୃଦ୍ଧି ପରୀକ୍ଷାରେ ପରମାନନ୍ଦ ଶିଶୁ ବିଦ୍ୟା ମନ୍ଦିର ସୁନାଥରର ମୋଟ ୧୧ ଜଣ ଛାତ୍ରଛାତ୍ରୀ ବୃତ୍ତି ହାସଲ କରିଥିବା ବେଳେ ସପ୍ତମ ଶ୍ରେଣୀ ଛାତ୍ରୀ ସୁଶ୍ରୀ ସୋମ୍ୟାରାଣୀ ପଟ୍ଟନାୟକ ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରି ବିଦ୍ୟାଳୟ ତଥା ଜିଲ୍ଲା ପାଇଁ ଗୋରବ ଆଣିଛନ୍ତି।ଏହି ବିଦ୍ୟାଳୟର ତୃତୀୟ ଶ୍ରେଣୀର ଶ୍ରୀ ଦେବାଂଶୁ ନାହାକ, ଶ୍ରୀ ଆଦର୍ଶ ନାହାକ ଓ ସୁଶ୍ରୀ ଶୁଭଶ୍ରୀ ରାଉତ ପଞ୍ଚମ ଶ୍ରେଣୀର ଶ୍ରୀ ଦିଲସନ୍ ନାହାକ, ଶ୍ରୀ ଜଗଦିଶ ନାହାକ ସୁଶ୍ରୀ ପ୍ରିୟଦର୍ଶିନୀ ମଣ୍ଡଳ ସୁଶ୍ରୀ ରିତିକା ପ୍ରଧାନ ସପ୍ତମ ଶ୍ରେଣୀର ଶ୍ରୀ ତୁଷାର ରାଉଳ ସୁଶ୍ରୀ ଭାରତୀ ନାହାକ, ଓ ସୁଶ୍ରୀ ମାମୁନି ନାହାକ ପ୍ରମୁଖ ମେଧା ବୃତ୍ତି ହାସଲ କରି ବିଦ୍ୟାଳୟର ଗୌରବ ବୃଦ୍ଧି କରିଛନ୍ତି Iଆଜିର ପୁରସ୍କାର ବିତରଣ ଉତ୍ସବରେ ସମସ୍ତ ଗୁରୁଜୀ ଓ ଗୁରୁମା ଉପସ୍ଥିତ ରହି ବୃତ୍ତିଧାରୀ ମାନଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ବଦ୍ଧିତ କରିବା ସହ ଭବିଷ୍ୟତରେ ଭଲ ମଣିଷ ହେବା ନିମନ୍ତେ ଆଶୀର୍ବାଦ ପ୍ରଦାନ କରିଛନ୍ତି।

News Comment

You Might Also Like

BACK TO TOP