Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

ପାଣିପାଗ ବିଶେଷଜ୍ଞ ଙ୍କ ମତ ଆସୁଥିବା ବାତ୍ୟା ପେଙ୍ଗୁଲ ଓଡ଼ିଶାରେ 3ଦିନ କିଛି ଜିଲ୍ଲା ରେ ବର୍ଷିବ |

23-Nov-2024

ଭୁବନେଶ୍ବର:--- ରାଜ୍ୟରେ ଦୁଇଦିନ ପରେ ଆସୁଛି ଆଉ ଏକ ବାତ୍ୟା | ଏହା ତିନିଦିନ ପର୍ଯ୍ୟନ୍ତ ଵର୍ଷିବ |

         ଓଡିଶା ଜନମତ ବ୍ୟୁରୋ,

ପୁଣି ଦୁଈ ଦିନ ପରେ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଆଗାଁମୀ କିଛି ଘଣ୍ଟା ମଧ୍ୟରେ ଲଘୁଚାପ ର ରୂପ ନେବ । ପରବର୍ତ୍ତୀ ୨ ଦିନ ପର୍ଯ୍ୟନ୍ତପଶ୍ଚିମ-ଉତ୍ତର -ପଶ୍ଚିମ ଦିଗରେ ଗତି କରିବ । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ରେ ଅବପାତର ରୂପ ନେବ । ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ । ଆସନ୍ତା ୨୫ ଓ ୨୬ ତାରିଖ ଓଡ଼ିଶାରେ ପାଗ କୋହଲା ରହିବା ସହ ୨୭, ୨୮ ଓ ୨୯ ତାରିଖରେ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବ ।ତେବେ ଆସୁଥିବା ବାତ୍ୟାର ନାଁ `ଫେଙ୍ଗାଲ` ରଖା ଯାଇଥିବାର ପାଣି ପାଗ ବିଶେଷଜ୍ଞ ମନେ ନାମ କରଣ କରିଛନ୍ତି  | ଲଘୁଚାପ ବଙ୍ଗୋପସାଗରରେ ଅବପାତର ରୂପ ନେବ ସହ ପରବର୍ତ୍ତୀ ସମୟରେ ଆହୁରି ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ । ବାତ୍ୟାର ରୂପ ନେଲା ପରେ ଏହାର ନାଁ ରହିବ `ଫେଙ୍ଗାଲ` । ବାତ୍ୟାଟି ତାମିଲନାଡୁ ଏବଂ ଶ୍ରୀଲଙ୍କା ଉପକୂଳ ମୁହାଁ ହେବ । ୨୫ କିମ୍ବା ୨୬ ତାରିଖରେ ବାତ୍ୟା ସୁଳଭାଗ ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଲଘୁଚାପ କିମ୍ବା ବାତ୍ୟାର ପ୍ରଭାବ ଓଡିଶା ଉପରେ ପଡିବ ନାହିଁ । ୨୭, ୨୮ ଓ ୨୯ ତାରିଖରେ ଓଡ଼ିଶା ର ଅନେକ, ଜିଲ୍ଲା ରେ ବର୍ଷା ହେବା । ସିଷ୍ଟମ ଉପରେ ଆଇଏମଡିର ସ୍ବତନ୍ତ୍ର ନଜର ରହିଛି । ବାତ୍ୟାର ତୀବ୍ରତା କେତେ ରହିବ ଏଯାଏଁ ହୋଇନି ସୃଷ୍ଟ । ଲଘୁଚାପ ସୃଷ୍ଟି ପରେ ଚିତ୍ର ସୃଷ୍ଟ କରିବ ଭାରତୀୟ ପାଣିପାଗବିଭାଗ |

ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା ଅନୁସାରେ, ଆଗାମୀ ୪ ଦିନ ପାଇଁ ପାଗ ରାଜ୍ୟରେ ମୁଖ୍ୟତଃ ଶୁଖିଲା ରହିବ । ଦୁଈ ଦିନ ଯାଏଁ ରାଜ୍ୟରେ ତାପମାତ୍ରାର ବିଶେଷ ପରିବର୍ତ୍ତନ ହେବାର ନାହିଁ । ପରେ ଅର୍ଥାତ ଦୁଇ ଭିନ ପରେ ୨ରୁ ୪ ଡିଗ୍ରୀ ତାପମାତ୍ରା ହ୍ରାସ ପାଇବା ।  ଥଣ୍ଡାର ପ୍ରକୋପ ବଢିବ ବୋଲି ପୂର୍ବାନୁମାନ କରିଛି ପାଣି ପାଗ ବିଭାଗ  |
ପରିବର୍ତ୍ତନ ହେବାର ନାହିଁ । ପରେ ଅର୍ଥାତ ଦୁଇ ଦିନ ପରେ ୨ରୁ ୪ ଡିଗ୍ରୀ ତାପମାତ୍ରା ହ୍ରାସ ପାଇବା ସହଥଣ୍ଡାର ପ୍ରକୋପ ବଢିବା ପୂର୍ବାନୁମାନ କରିଛି
ପାଣିପାଗ ବିଭାଗ । ସପେଟେ ୨୭ ତାରିଖରେଗଞ୍ଜାମ ଓ ଗଜପତି ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି ।ସେହିପରି ୨୮ ତାରିଖରେ ଗଞ୍ଜାମ, ଗଜପତି,ମାଲକାନଗିରି, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଏବଂ କୋରାପୁଟ ଜିଲ୍ଲାଗୁଡ଼ିକରେ ଗୋଟିଏରୁ ଦୁଇଟିସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର
ସମ୍ଭାବନା ରହିଛି । ୨୯ତାରିଖ ରେମଧ୍ୟ କୋରାପୁଟ ଓମାଲ କାନ ଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟିସ୍ଥାନରେ ବର୍ଷାର ସମ୍ଭାବନା ରହିଛି । ୨୫ ଓ ୨୬ତାରିଖରେ ମେଘୁଆ ପାଗ ଦେଖିବାକୁ ମିଳିବ ।

ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପାଗ କୋହଲା
ରହିବ । ଟ୍ରପ ଲାଇନ ପ୍ରଭାବରେ ଏଭଳି ପାଗରେ
ପରିବର୍ତ୍ତନ ହେବ । ରାଜ୍ୟର ବିଭିର୍ଣ୍ଣ ଜିଲ୍ଲା ରେ ତିନି ଦିନ ପର୍ଯ୍ୟନ୍ତ  ହାଲକା ରୁ ମାଧ୍ୟମ ଧରଣ ର ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞ ମନେ କହିଛନ୍ତି  |

News Comment

You Might Also Like

BACK TO TOP