Breaking News

ନରସିଂହପୁର ହାଟର ଅବସ୍ଥା ପ୍ରଶାସନ କୁ ବାରମ୍ବାର ଗୁହାରି ପରେ ମଧ୍ୟ ସୁଧୁରିବାର ନାଁ ଧରୁନି | |    (13-Aug-2026)       ||      ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |    (13-Aug-2026)       ||      ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ ବିଧନ ସଭା ସୀମା ନିର୍ଦ୍ଧାରଣ ପାଈଁ ପ୍ରସ୍ତାବ ଆଗତ କଲେ |    (13-Aug-2026)       ||      ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||     

ପିପୁଲ୍ସ କଲେଜର 48 ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ |

06-Feb-2026

ପିପୁଲ୍ସ କଲେଜର ୪୮ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ,
     ଓଡିଶା ଜନ ମତ ବ୍ୟୁରୋ, ଗଞ୍ଜାମ ବୁଗୁଡା : 

 ସ୍ଥାନୀୟ ପିପୁଲ୍ସ କଲେଜର  ୪୮ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି। ଉକ୍ତ ଦ୍ବିଦିବସୀୟ କ୍ରୀଡାର ଉଦଯାପନୀ ଉତ୍ସବ କଲେଜ ଅଧ୍ୟକ୍ଷ ଡ.ପୁରୁଷୋତ୍ତମ ମିଶ୍ରଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ମୁଖ୍ୟ ଅତିଥି ଭାବେ ଓଡଗାଁସ୍ଥିତ ରଘୁନାଥ ସମବାୟ ମହାବିଦ୍ୟାଳୟର ଅଧ୍ୟକ୍ଷ ରାଜକିଶୋର ସାହୁ, ମୁଖ୍ୟ ବକ୍ତା ଭାବେ କଲେଜ ଉପାଧ୍ୟକ୍ଷ ହରିକୃଷ୍ଣ ନାୟକ, ସମ୍ମାନିତ ଅତିଥି ଭାବେ +୩ କ୍ରୀଡା ସଂସଦ ଉପସଭାପତି ଅଧ୍ୟାପକ ଅକ୍ଷୟ କୁମାର ସାହୁ, +୨ କ୍ରୀଡା ସଂସଦ ଉପସଭାପତି ଅଧ୍ୟାପକ ଆତ୍ମ ପ୍ରକାଶ ନାୟକ, ସହକାରୀ ଉପସଭାପତି ଅଧ୍ୟାପକ ଦିଲ୍ଲୀପ କୁମାର ସେଠୀ ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ ପୂର୍ବକ ଉତ୍ସାହିତ କରିଥିଲେ। ଏ ଅବସରରେ ଆୟୋଜିତ ବିଭିନ୍ନ କ୍ରୀଡା ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପ୍ରମାଣ ପତ୍ର ସହ ପୁରସ୍କୃତ କରାଯାଇଥିଲା। ଏଥି ସହ ଚମ୍ପିଆନ୍ ଭାବେ ବିବେଚିତ ହୋଇଥିବା +୩ ବର୍ଗର ଛାତ୍ରୀ ମାମାଲି ବେହେରା, ଛାତ୍ର ହେମନ୍ତ ରାଉତ ଓ ପ୍ରକାଶ ବେହେରା, +୨ ବର୍ଗର  ଛାତ୍ରୀ ସ୍ବସ୍ତିକା ସାଇନୀ ହୋତା ଓ ଛାତ୍ର ରୁଦ୍ର ପ୍ରତାପ ପୋଲେଇଙ୍କ ସମେତ କଲେଜ କୁମାର ଭାବେ ମନୋନୀତ ହୋଇଥିବା +୩ ଛାତ୍ର ସଞ୍ଜୟ ମହାରଣାଙ୍କୁ ପ୍ରମାଣପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି ଉଦଯାପନୀ ଉତ୍ସବର ପ୍ରାରମ୍ଭରେ କ୍ରୀଡା ଶିକ୍ଷକ କ୍ରିଷ୍ଣା ରାଓ ପାତ୍ର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପରିଶେଷରେ ଅନ୍ୟତମ କ୍ରୀଡା ଶିକ୍ଷକ ଏମ୍. ଶ୍ରୀନିବାସ ଦୋରା ଧନ୍ୟବାଦ ଅର୍ପଣ କରିଥିଲେ। ଏହି କ୍ରୀଡା ଉତ୍ସବ ପରିଚାଳନାରେ କଲେଜର ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀଙ୍କ ସକ୍ରିୟ ସହଯୋଗ ରହିଥିଲା ।

News Comment

You Might Also Like

BACK TO TOP