Breaking News

ନରସିଂହପୁର ହାଟର ଅବସ୍ଥା ପ୍ରଶାସନ କୁ ବାରମ୍ବାର ଗୁହାରି ପରେ ମଧ୍ୟ ସୁଧୁରିବାର ନାଁ ଧରୁନି | |    (13-Aug-2026)       ||      ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |    (13-Aug-2026)       ||      ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ ବିଧନ ସଭା ସୀମା ନିର୍ଦ୍ଧାରଣ ପାଈଁ ପ୍ରସ୍ତାବ ଆଗତ କଲେ |    (13-Aug-2026)       ||      ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||     

ଗୋଲିଆରେ ବିଦ୍ୟୁତ ଟ୍ରାନ୍ସଫର ପୋଡି ଯୋଗୁଁ ପାଣି ମୋଟର ଅଚଳ, ପାଣିପାଇଁ ଲୋକେ ହନ୍ତସନ୍ତ ||

06-Feb-2026

ଗୋଲିଆରେ ବିଦ୍ୟୁତ୍ ଟ୍ରାନ୍ସଫର୍ମର ପୋଡ଼ି ଯୋଗୁଁ ପାଣି ମୋଟର ଅଚଳ 
ଜଳଯୋଗାଣ ଠପ୍ , ଲୋକେ ହଟହଟା , ପ୍ରତିକାର ଦାବି,

ଓଡିଶ ଜନ ମତ,  ବୁଗୁଡ଼ା ୬।୨:ଡ଼. କୁମୁଦ ଚନ୍ଦ୍ର ବେହେରା,

ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଗୋଲିଆ ଗ୍ରାମ ରେ ଏକ ସପ୍ତାହ ହେଲା ବିଦ୍ୟୁତ୍ ଟ୍ରାନ୍ସଫର୍ମର ପୋଡ଼ି ଯୋଗୁଁ ପମ୍ପ ହାଉସ ମୋଟର ଅଚଳ ହୋଇଯାଇଛି। ଫଳ ରେ ଜଳ ଯୋଗାଣ ପୁରାପୁରି ଠପ୍ ଘଟିଚି। ଲୋକେ ପାଣି ପାଇଁ ହଟହଟା ର ସମ୍ମୁଖୀନ ହେଉଛନ୍ତି । ପୂର୍ବରୁ ସେତେଟା ବ୍ୟବହାର ରେ ଆସୁନଥିବା କୂପ ଓ ନଳକୂପ ଗୁଡ଼ିକ ଉପରେ ଲୋକେ ନିର୍ଭର କରିବାକୁ ବାଧ୍ୟ ହେଉଛନ୍ତି । ଗାଁର କୂପ ଓ ନଳକୂପ ଗୁଡ଼ିକ ରେ ପାଣି ପାଇଁ ଭିଡ଼ ଜମୁଛି । ବହୁ ବିଳମ୍ବ ରେ ନଳକୂପ ରୁ ପାଣି ହାଣ୍ଡିଏ କିମ୍ବା ବାଲଟିଏ ମିଳୁଛି । ଅଭିଯୋଗ କଲେ ମଧ୍ୟ କେହି କର୍ଣ୍ଣପାତ କରୁନଥିବାରୁ ଲୋକଙ୍କ ମଧ୍ୟ ରେ ଅସନ୍ତୋଷ ଦେଖା ଦେଇଛି । ଏଣୁ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ଏଥି ପ୍ରତି ଦୃଷ୍ଟି ଦେଇ ଯଥାଶୀଘ୍ର ପ୍ରତିକାର ବ୍ୟବସ୍ଥା କରିବାକୁ ଗ୍ରାମବାସୀଙ୍କ ପକ୍ଷ ରୁ ଦାବି ହେଉଛି ।

News Comment

You Might Also Like

BACK TO TOP