Breaking News

ନରସିଂହପୁର ହାଟର ଅବସ୍ଥା ପ୍ରଶାସନ କୁ ବାରମ୍ବାର ଗୁହାରି ପରେ ମଧ୍ୟ ସୁଧୁରିବାର ନାଁ ଧରୁନି | |    (13-Aug-2026)       ||      ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |    (13-Aug-2026)       ||      ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ ବିଧନ ସଭା ସୀମା ନିର୍ଦ୍ଧାରଣ ପାଈଁ ପ୍ରସ୍ତାବ ଆଗତ କଲେ |    (13-Aug-2026)       ||      ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||     

ଶ୍ରୀଅରବିନ୍ଦ ଙ୍କ ଆଦର୍ଶରେ ଅନୁପ୍ରାଣିତହୋଇ ଉତ୍ତମ ନାଗରିକ ହୁଅ |

06-Feb-2026

ଶ୍ରୀ ଅରବିନ୍ଦଙ୍କ  ଆଦର୍ଶରେ ଅନୁପ୍ରାଣିତ ହୋଇ ଉତ୍ତମ ନାଗରିକ ହୁଅ,,

ଓଡିଶା ଜନ ମତ,ଗୁଡା : ତା ୦୬/୦୨/୨୬,

ଡ. କୁମୁଦ ଚନ୍ଦ୍ର ବେହେରା): 

ବୁଗୁଡ଼ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ୩୯ତମ ବାର୍ଷିକ ଉତ୍ସବ ସ୍ବପରିସରରେ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷାକେନ୍ଦ୍ର ସଭାପତି ୟୁ .ପୂର୍ଣ୍ଣଚନ୍ଦ୍ର ପାତ୍ରଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଆବାହକ ଶଶଧର ବେହେରା, କଳପଡା ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ବିକାଶ ରଞ୍ଜନ ପରିଡା, ସମ୍ମାନିତ ଅତିଥି ଭାବେ ଖଲିକୋଟ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ରତ୍ନପ୍ରଭା ଦାସ, ମାତୃପ୍ରେମୀ କିର୍ତ୍ତନ ପ୍ରଧାନ, ଆର୍ଯ୍ୟ ସମାଜ ସମ୍ପାଦକ ବିପିନ ବିହାରୀ ପଟ୍ଟନାୟକ ପ୍ରମୁଖ ଯୋଗଦେଇ ନିଷ୍ଠାପର ଭାବେ ଅଧ୍ୟୟନ କରି ଅରବିନ୍ଦଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ଛାତ୍ରୀଛାତ୍ରଙ୍କୁ ମାର୍ଗ ଦର୍ଶନ କରିଥିଲା ବେଳେ ଉପଦେଷ୍ଟା ପ୍ରଫୁଲ୍ଲ ଚନ୍ଦ୍ର ପାଢୀ, ସମ୍ପାଦକ ପ୍ରଭାତ କୁମାର ଦାସ ମଞ୍ଚାସୀନ ରହିଥିଲେ। ଏ ଅବସରରେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଏଥି ସହ ଛାତ୍ରୀଛାତ୍ରଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଶିକ୍ଷାକେନ୍ଦ୍ର ଅଧ୍ଯକ୍ଷ ହରିହର ମହାରଣା ବାର୍ଷିକ ବିବରଣୀ ପଠନ, ଶିକ୍ଷୟିତ୍ରୀ ରଶ୍ମିତା ପାଢୀ ଅତିଥି ପରିଚୟ ପ୍ରଦାନ ଏବଂ ପରିଶେଷରେ ଶିକ୍ଷକ ପ୍ରଶାନ୍ତ କୁମାର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ ଉତ୍ସବ ପରିଚାଳନାରେ ଶିକ୍ଷାକେନ୍ଦ୍ରର ସମସ୍ତ ଅପାଭାଇ ସକ୍ରିୟ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP