Breaking News

ନରସିଂହପୁର ହାଟର ଅବସ୍ଥା ପ୍ରଶାସନ କୁ ବାରମ୍ବାର ଗୁହାରି ପରେ ମଧ୍ୟ ସୁଧୁରିବାର ନାଁ ଧରୁନି | |    (13-Aug-2026)       ||      ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |    (13-Aug-2026)       ||      ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ ବିଧନ ସଭା ସୀମା ନିର୍ଦ୍ଧାରଣ ପାଈଁ ପ୍ରସ୍ତାବ ଆଗତ କଲେ |    (13-Aug-2026)       ||      ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||     

ତିନିଦିନ ଧରି ଚାଲିବ ବୁଦ୍ଧ ଖୋଲ ମହୋତ୍ସବ |

07-Feb-2026

ଫେବୃୟାରୀ ୭, ୮ ଓ ୯ ତାରିଖ ବୁଦ୍ଧଖୋଲ ମହୋତ୍ସବ

 ଓଡିଶା  ଜନ ମତ,ବୁଗୁଡା, ଡ. କୁମୁଦ ଚନ୍ଦ୍ର ବେହେରା,

 ଗଞ୍ଜାମ ଜିଲ୍ଲାର ବୁଗୁଡା ନିକଟସ୍ଥ ପ୍ରସିଦ୍ଧ ପଞ୍ଚ ଶୈବପୀଠ ତଥା ପର୍ଯ୍ୟଟନ କ୍ଷେତ୍ର ବୁଦ୍ଧଖୋଲ ପାଦଦେଶର ମହୋତ୍ସବ ପଡ଼ିଆରେ ୨୦୨୬ ବୁଦ୍ଧଖୋଲ ମହୋତ୍ସବ, ଫେବୃୟାରୀ ୭, ୮ ଓ ୯ ତାରିଖ ତିନିଦିନ ପାଇଁ ଅନୁଷ୍ଠିତ ହେବାକୁଯାଉଅଛି। ପୋଲସରା ବିଧାୟକ ତଥା ବୁଦ୍ଧଖୋଲ ମହୋତ୍ସବ କମିଟି ସଭାପତି ଓଡିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ମହୋତ୍ସବରେ ଅଧ୍ୟକ୍ଷତା କରୁଥିବା ବେଳେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଓ ପଞ୍ଚାୟତ ରାଜ ମନ୍ତ୍ରୀ ରବି ନାରାୟଣ ନାୟକ ଏବଂ  ଆସିକା ସାଂସଦ ଅନିତା ଶୁଭଦର୍ଶନୀଙ୍କ ସମେତ ବହୁ ବିଧାୟକ ଓ ସରକାରୀ ଅଧିକାରୀ ବୃନ୍ଦ ଯୋଗଦେବାର କାର୍ଯ୍ୟକ୍ରମ ରହିଅଛି। ମହୋତ୍ସବର ୭ ତାରିଖ ଦିନ ସନ୍ଧ୍ୟାରେ ମଣ୍ଟୁ ଛୁରିଆଙ୍କ ଟିମ, ୮ ତାରିଖ ଦିନ ସତ୍ୟଜିତ ପ୍ରଧାନଙ୍କ ଟିମ ଓ ୯ ତାରିଖ ଦିନ ଇରା ମହାନ୍ତିଙ୍କ ଟିମ ଯୋଗଦେବା ସହ ଆଞ୍ଚଳିକ କଳାକାର ବୃନ୍ଦ ଯୋଗଦେଇ ବୁଦ୍ଧଖୋଲ ମହୋତ୍ସବକୁ ଆକର୍ଷଣୀୟ କରି ଦର୍ଶନମାନଙ୍କ ମନୋରଞ୍ଜନ କରିବାର କାର୍ଯ୍ୟକ୍ରମ ରହିଅଛି।

News Comment

You Might Also Like

BACK TO TOP