Breaking News

ନରସିଂହପୁର ହାଟର ଅବସ୍ଥା ପ୍ରଶାସନ କୁ ବାରମ୍ବାର ଗୁହାରି ପରେ ମଧ୍ୟ ସୁଧୁରିବାର ନାଁ ଧରୁନି | |    (13-Aug-2026)       ||      ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |    (13-Aug-2026)       ||      ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ ବିଧନ ସଭା ସୀମା ନିର୍ଦ୍ଧାରଣ ପାଈଁ ପ୍ରସ୍ତାବ ଆଗତ କଲେ |    (13-Aug-2026)       ||      ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||     

ପିଏମ ଶ୍ରୀ ବୁଦ୍ଧଗିରି ବିଦ୍ୟା ପୀଠର ବାର୍ଷିକ ଉତ୍ସବ ଅନୁଷ୍ଠିତ |

07-Feb-2026

ପିଏମଶ୍ରୀ ବୁଦ୍ଧଗିରି ବିଦ୍ୟାପୀଠର ବାର୍ଷିକ ଉତ୍ସବ,
ଓଡିଶା ଜନ ମତ,ବୁଗୁଡ଼ା,ଡ. କୁମୁଦ ଚନ୍ଦ୍ର ବେହେରା,

ସ୍ଥାନୀୟ ପିଏମଶ୍ରୀ ବୁଦ୍ଧଗିରି ବିଦ୍ୟାପୀଠର ବାର୍ଷିକ ଉତ୍ସବ ପ୍ରଧାନ ଶିକ୍ଷକ ମୀନ କେତନ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ମୁଖ୍ୟ ବକ୍ତା ଭାବେ ବିଇଓ ଚିନ୍ମୟ ମହାପାତ୍ର, ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ବିଇଓ ସ୍ବରୂପ ରଞ୍ଜନ ମହାନ୍ତି, ଏସ୍ଏମସି ସଭାପତି ଦିବ୍ଯ ଚରଣ ଦାଶ, ସିଆରସିସି କିରଣ ବାଳା ତ୍ରିପାଠୀ ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିଥିଲେ। ଏ ଅବସରରେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଏହା ପରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମର ପ୍ରାରମ୍ଭରେ ଶିକ୍ଷକ ନିରଞ୍ଜନ ପ୍ରଧାନ ଅତିଥି ପରିଚୟ ଏବଂ ପରିଶେଷରେ ଗନ୍ଧର୍ବ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP