Breaking News

ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||      ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୱତ ପରିଷଦ ଆଲୋଚନା ଅନୁଷ୍ଠିତ |    (11-Aug-2026)       ||      ସ୍ତ୍ରୀକୁ ହତ୍ୟା ଘଟଣାରେ ସ୍ୱାମୀକୁ ଆଜୀବନ ଜେଲ |   (11-Aug-2026)       ||      ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||     

ଧରାକୋଟ ଥାନା ଢଉଁଗା ଛକରେ ବନ୍ଧୁକ କାରବାର କରୁଥିବା 2 ଯୁବକ ଗିରଫ ସହ ଗୁଳି, ବନ୍ଧୁକ ଜବତ |

08-Feb-2026

ବନ୍ଧୁକ କାରବାର କରୁଥିବା ବେଳେ ଦୁଇ ଯୁବକ ଗିରଫ ଓ ଗୁଳି ବନ୍ଧୁକ ଜବତ,

ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର:

ଧରାକୋଟ ଥାନା ଅର୍ନ୍ତଗତ ଢଉ ଗାଁ ଛକରେ ଦୁଇ ଯୁବକ ବନ୍ଧୁକ କାରବାର କରୁଥିବା ବେଳେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଥାନା ଅଧିକାରୀ ଚନ୍ଦ୍ରିକା ସ୍ବାଇଁ ଙ୍କ ନିର୍ଦ୍ଦେଶନାରେ ଅତିରିକ୍ତ ନୀରିକ୍ଷକ ଅଞ୍ଜଳି ବେହେରା ଓ ଏସ୍ ଆଇ ସସ୍ମିତା ପଣ୍ଡା ଅନ୍ୟ କର୍ମଚାରୀ ଙ୍କ ସହ ଘଟଣାସ୍ଥଳରେ ପହଞ୍ଚି ଉମେଶ ପାତ୍ର ଓ ଅମର ସାହୁ ଙ୍କୁ କାବୁ କରି ଯେରା କରିଥିଲେ ଓ ସେମାନଙ୍କଠାରୁ ଗୋଟିଏ ଦେଶୀ ବନ୍ଧୁକ, ଦୁଇଟି ଜୀବନ୍ତ ଗୁଳି ଓ ଗୋଟିଏ ଦାମୀ ମୋବାଇଲ ଫୋନ ଜବତ କରିଛନ୍ତି। ଆସ୍କା ଥାନା ଅଞ୍ଚଳର ଉକ୍ତ ଦୁଇ ଯୁବକ ପୁରୁଣା ଅପରାଧୀ ଏବଂ ଉମେଶ ନାମରେ ଆସ୍କା ଥାନା ରେ ୪ ଟି ଅପରାଧ ମାମଲା ଓ ଅମର ସାହୁ ନାମରେ ୬ ଟି ସଙ୍ଗୀନ ମାମଲା ଥିବା ଜଣାପଡ଼ିଛି। ଥାନା ପୋଲିସ୍ ଉକ୍ତ ଦୁଇ ଯୁବକ କୁ ଭାରତୀୟ ନ୍ୟାୟ ସଂହିତା ଦଫା ଅନୁଯାୟୀ କୋର୍ଟ ଚାଲାଣ କରିଛନ୍ତି।

News Comment

You Might Also Like

BACK TO TOP