Breaking News

ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||      ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୱତ ପରିଷଦ ଆଲୋଚନା ଅନୁଷ୍ଠିତ |    (11-Aug-2026)       ||      ସ୍ତ୍ରୀକୁ ହତ୍ୟା ଘଟଣାରେ ସ୍ୱାମୀକୁ ଆଜୀବନ ଜେଲ |   (11-Aug-2026)       ||      ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||     

ଗାଙ୍ଗପୁର ଥାନା ବଡ଼ ନଦୀ ଗଣ୍ଡରେ ବୁଡି ଯୁବକଙ୍କ ମୃତ୍ୟୁ |

10-Feb-2026

ବଡ଼ନଦୀ ଗଣ୍ଡରେ ବୁଡ଼ି ଯୁବକଙ୍କ ମୃତ୍ୟୁ: ଓଡ୍ରାଫ୍ ଟିମ୍ ଦ୍ୱାରା ଶବ ଉଦ୍ଧାର.

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ, 

ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ଅନ୍ତର୍ଗତ ଓରିଗଡ଼ ଗ୍ରାମ ନିକଟସ୍ଥ ବଡ଼ନଦୀ ଗଣ୍ଡରେ ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକଜଣକ ହେଉଛନ୍ତି ବେଲଗୁଣ୍ଠା ଥାନା ଜିରୋଳି ଗ୍ରାମର ବାବୁଲା ନାୟକ (୩୯)।
ମିଳିଥିବା ସୂଚନା ମୁତାବକ, ବାବୁଲା ଓରିଗଡ଼ ଗ୍ରାମରେ ଥିବା ତାଙ୍କ ମାମୁଁ ଖଦାଳ ରାଉତଙ୍କ ଘରକୁ ବୁଲି ଆସିଥିଲେ। ଗତ ରବିବାର ସନ୍ଧ୍ୟାରେ ସେ ଗାଧୋଇବା ପାଇଁ ବଡ଼ନଦୀକୁ ଯାଇଥିବା ବେଳେ ପ୍ରାୟ ୭ ଫୁଟ ଗଭୀର ଗଣ୍ଡ ପାଣିରେ ବୁଡ଼ି ଯାଇଥିଲେ। ସେ ଘରକୁ ନଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ ଏବଂ ନଦୀ ହିଡ଼ରେ ତାଙ୍କ ଚପଲ ପଡ଼ିଥିବା ଦେଖିବାକୁ ପାଇଥିଲେ। ପରିବାର ଲୋକଙ୍କ ଠାରୁ ଖବର ପାଇ ପୋଲିସ ଓ ଅଗ୍ନିଶମ ବିଭାଗ ରାତିରେ ପହଞ୍ଚି ଖୋଜାଖୋଜି କରିଥିଲେ ମଧ୍ୟ ଶବ ମିଳିନଥିଲା। ଆଜି ସକାଳୁ ଓଡ୍ରାଫ୍  ଟିମ୍ ପହଞ୍ଚି ପୁଣି ଥରେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିବା ପରେ ଆଜି ମଧ୍ୟାହ୍ନରେ ବାବୁଲାଙ୍କ ଶବ ଉଦ୍ଧାର ହୋଇଥିଲା।ଏହି ଘଟଣାରେ ଗାଙ୍ଗପୁର ଥାନାରେ  (୪/୨୬)ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ଏସ.ଆଇ ଅଜୟ ମଲିକ ଏହାର ତଦନ୍ତ କରୁଥିବା ନେଇ ଥାନାଧିକାରୀ ବନବିହାରୀ ପ୍ରଧାନ ସୂଚନା ଦେଇଛନ୍ତି । ମୃତକ ବାବୁଲା ଜଣେ ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ତାଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଜିରୋଳି ଓ ଓରିଗଡ଼ ଗ୍ରାମ ବାସୀ ଦାବି କରିଛନ୍ତ

News Comment

You Might Also Like

BACK TO TOP