Breaking News

ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||      ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୱତ ପରିଷଦ ଆଲୋଚନା ଅନୁଷ୍ଠିତ |    (11-Aug-2026)       ||      ସ୍ତ୍ରୀକୁ ହତ୍ୟା ଘଟଣାରେ ସ୍ୱାମୀକୁ ଆଜୀବନ ଜେଲ |   (11-Aug-2026)       ||      ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||     

ବୃତ୍ତି ପରୀକ୍ଷା ରେ ପାଟ ଖଣ୍ଡା ପବ୍ଲିକ ସ୍କୁଲର କୃତିତ୍ୱ |

20-Feb-2026

ବୃତ୍ତି ପରୀକ୍ଷାରେ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର କୃତିତ୍ୱ

ଓଡିଶା ଜନମତ, ବାଲିଗୁଡା, ତା, ୨୦/୦୨:

(ସଞ୍ଜୟ କୁମାର ପାଣିଗ୍ରାହୀ:

 ଚଳିତ ବର୍ଷ ୨୦୨୫-୨୬ ଶିକ୍ଷାବର୍ଷର ବୃତ୍ତି ପରୀକ୍ଷାରେ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ପଞ୍ଚମ ଶ୍ରେଣୀ ଛାତ୍ରୀ ସୁଶ୍ରୀ ସୁଲଗ୍ନା ପଣ୍ଡା ଦ୍ଵିତୀୟ ସ୍ଥାନ ଅଧିକାର କରିଥିବା ବେଳେ ତୃତୀୟ ଶ୍ରେଣୀର ଛାତ୍ର ଶ୍ରୀବର୍ଦ୍ଧନ ମଲ୍ଲିକ ଷଷ୍ଠ ସ୍ଥାନ ଅଧିକାର କରି କୃତିତ୍ୱ ଅର୍ଜନ କରିଛନ୍ତି l ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପ୍ରେରଣା ଓ ଅଭିଭାବକଙ୍କ ଆଶ୍ରିବାଦ ହିଁ ଶ୍ରେୟ ଅଟେ ଦୁହେଁ ନିଜ ମତ ପ୍ରକାଶ କରିଛନ୍ତି l ଏହି ଦୁହିଁଙ୍କର ଉଜ୍ଜଳ ଭବିଷ୍ୟତ କାମନା ପାଇଁ ବିଦ୍ୟାଳୟର ଅଧ୍ୟକ୍ଷ କୃଷ୍ଣ ଚନ୍ଦ୍ର ମହାପାତ୍ର ମାଁ ପାଟ୍ଟଖଣ୍ଡାଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି l

News Comment

You Might Also Like

BACK TO TOP