Breaking News

କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||      ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୱତ ପରିଷଦ ଆଲୋଚନା ଅନୁଷ୍ଠିତ |    (11-Aug-2026)       ||      ସ୍ତ୍ରୀକୁ ହତ୍ୟା ଘଟଣାରେ ସ୍ୱାମୀକୁ ଆଜୀବନ ଜେଲ |   (11-Aug-2026)       ||      ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||      ମନରେଗା କାମରେ ଦୁର୍ନୀତି ନେଇ ବିଡ଼ିଓ ଙ୍କ ଦ୍ୱାରସ୍ତ ହେଲେ ତିରିଡା ଗ୍ରାମ୍ୟ ସଭାପତି ||   (11-Aug-2026)       ||      ପୋଲସରା ମହାବିଦ୍ୟାଳୟ ରେ ଇ- ଗ୍ରନ୍ଥାଗାର ସହିତ ଅତିରିକ୍ତ ଗୃହ କୁ ଉଦଘାଟନ କଲେ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ |    (11-Aug-2026)       ||      ସ୍କାଉଟ ଓଗାଇଡ଼ସ ର ଦୀକ୍ଷାନ୍ତ ଦିବସ ସମାରୋହ |   (11-Aug-2026)       ||      ସ୍ୱାଧୀନତା ଦିବସ ପୂର୍ବରୁ ଖଲ୍ଲିକୋଟ ବିଜେପିର ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ |    (11-Aug-2026)       ||      ପିତା ମାତାଙ୍କ ମୃତ୍ୟୁ ପରେ ବେସାହାରା ହେଲେ ଚାରି କୁନି ଚୁଆ |    (11-Aug-2026)       ||      ପ୍ରଭୁ ଗୋରେଖ ନାଥ ଙ୍କ ପୀଠରେ ଅପର୍ଯ୍ୟାପ୍ତ କାଉଡିଆ ଙ୍କ ଭିଡ଼ ,|    (11-Aug-2026)       ||      ବସ ଦୁର୍ଘଟଣାରେ ଅଟୋ ଚାଳକ ମୃତ, ଓଜଣେ ଗୁରୁତର |    (11-Aug-2026)       ||      ସାର୍ଟିଫିକେଟ ବନ୍ଧା ପଡିଥିବାରୁ ମିଳିଲାନି ଚାକିରୀ, ସ୍ୱାମୀ ସ୍ତ୍ରୀ ଦୁହେଁ ଏବେ ଦିନ ମଜୁରିଆ    (11-Aug-2026)       ||     

ହତ୍ୟା କାଣ୍ଡ ରେ ଜଡିତ ସମସ୍ତ ଅଭିଯୁକ୍ତ ଙ୍କୁ ଆଜୀବନ ଜେଲ ସଜ୍ଜା ଶୁଣାଇଲେ କୋର୍ଟ |

21-Feb-2026

ସମସ୍ତ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ,

ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର,

ହିଞ୍ଜିଳି ଥାନା ଅର୍ନ୍ତଗତ ଦୟାପଲୀ ଗ୍ରାମରେ ଗତ ୨୦୧୨ ମସିହାରେ ହୋଇଥିବା ଏକ ହତ୍ୟାକାଣ୍ଡ ମାମଲାର ଶୁଣାଣି କରି ଛତ୍ରପୁର ଅତିରିକ୍ତ ଜିଲ୍ଲା ଜଜ୍ ଚୁଡାନ୍ତ ରାୟ ଶୁଣାଇଛନ୍ତି ଓ ଉକ୍ତ ମାମଲାରେ ୧୪ ଜଣଙ୍କ ସାକ୍ଷ୍ୟ ଗ୍ରହଣ କରି ଅଭିଯୁକ୍ତ ୮ ଜଣ ଯଥା କୈଳାଶ ଦାସ, ଦାଶରଥି ଦାସ, ସଦାନନ୍ଦ ଦାସ, ଆଲେଖ ଦାସ,ଅଭି ଦାସ, ରିଙ୍କୁ ଦାସ ଓ ଅମିନ୍ ଦାସ ପ୍ରମୁଖ ଙ୍କୁ ଆଜୀବନ କାରାଦଣ୍ଡ ଆଦେଶ ଦେଇଛନ୍ତି।ଏଥି ସହ ପ୍ରତ୍ୟେକ ଙ୍କୁ ନଗଦ ୫ ହଜାର ଟଙ୍କା ଲେଖାଏଁ ଜୋରିମାନା ଆଦେଶ ଦେଇଛନ୍ତି। ସୁଚନା ଅନୁଯାୟୀ ଜଣାପଡିଛି ଯେ ଗତ ଫେବୃଆରୀ ୨୦୧୨ ମସିହାରେ ଶିବରାତ୍ରି ଉପଲକ୍ଷେ ବେଲମା ଜାତି ବ୍ୟକ୍ତି ବିଶେଷ ମନ୍ଦିରରେ ଆଲୋକ ସାଜସଜ୍ଜା କରୁଥିବା ବେଳେ ଅପର ପକ୍ଷର କିଛି ଲୋକ ସେମାନଙ୍କୁ ଗାଳି ଗୁଲଜ କରିବା ପରେ ଉଭୟ ଗୋଷ୍ଠୀ ମଧ୍ୟରେ ବଚସା ହୋଇଥିଲା ଓ ପର ଦିନ ବେଲମା ଜାତି ର କିଛି ଲୋକ ନିଜ କାମ ସାରି ଘରକୁ ଫେରୁଥିବା ବେଳେ ଅଭିଯୁକ୍ତ ଯୁବକ ମାନେ ଉକ୍ତ ଲୋକ ଙ୍କ ଉପରେ ମାରଣାନ୍ତକ ଆକ୍ରମଣ କରିଥିଲେ। ଯାହା ଫଳରେ ସାକା ପିତାମ୍ବର ନାମକ ଜଣେ ଲୋକଙ୍କ ର ମୃତ୍ୟୁ ଘଟିଥିବା ବେଳେ ଡି ପିତାମ୍ବର ଓ ସାକା ଦେବରାଜ ଗୁରୁତର ଆହତ ହୋଇଥିଲେ। ଏହି ଘଟଣା କୁ ନେଇ ତତ୍କାଳୀନ ଥାନା ଅଧିକାରୀ ଅଜୟ କୁମାର ବାରିକ ଘଟଣା ର ତଦନ୍ତ ଆରମ୍ଭ କରି ଏହି ଘଟଣାରେ ସମ୍ପୃକ୍ତ ୨୩ ଜଣକୁ ଗିରଫ କରିଥିଲେ। ଉକ୍ତ ମାମଲାର ବିଚାର କରି ମାନ୍ୟବର ଅଦାଲତ ଉକ୍ତ ଅଭିଯୁକ୍ତ ମାନଙ୍କୁ ଆଜୀବନ କାରାଦଣ୍ଡ ଆଦେଶ ସହ ଅନ୍ୟ ଅଭିଯୁକ୍ତ ମାନଙ୍କୁ ୧୦ ବର୍ଷ କାରାଦଣ୍ଡ ସହ ନଗଦ ଏକ ହଜାର ଟଙ୍କା ଲେଖାଏଁ ଜୋରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଧିକ ୩ ମାସ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି।

News Comment

You Might Also Like

BACK TO TOP