Breaking News

ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||      ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୱତ ପରିଷଦ ଆଲୋଚନା ଅନୁଷ୍ଠିତ |    (11-Aug-2026)       ||      ସ୍ତ୍ରୀକୁ ହତ୍ୟା ଘଟଣାରେ ସ୍ୱାମୀକୁ ଆଜୀବନ ଜେଲ |   (11-Aug-2026)       ||      ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||      ମନରେଗା କାମରେ ଦୁର୍ନୀତି ନେଇ ବିଡ଼ିଓ ଙ୍କ ଦ୍ୱାରସ୍ତ ହେଲେ ତିରିଡା ଗ୍ରାମ୍ୟ ସଭାପତି ||   (11-Aug-2026)       ||      ପୋଲସରା ମହାବିଦ୍ୟାଳୟ ରେ ଇ- ଗ୍ରନ୍ଥାଗାର ସହିତ ଅତିରିକ୍ତ ଗୃହ କୁ ଉଦଘାଟନ କଲେ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ |    (11-Aug-2026)       ||      ସ୍କାଉଟ ଓଗାଇଡ଼ସ ର ଦୀକ୍ଷାନ୍ତ ଦିବସ ସମାରୋହ |   (11-Aug-2026)       ||      ସ୍ୱାଧୀନତା ଦିବସ ପୂର୍ବରୁ ଖଲ୍ଲିକୋଟ ବିଜେପିର ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ |    (11-Aug-2026)       ||      ପିତା ମାତାଙ୍କ ମୃତ୍ୟୁ ପରେ ବେସାହାରା ହେଲେ ଚାରି କୁନି ଚୁଆ |    (11-Aug-2026)       ||      ପ୍ରଭୁ ଗୋରେଖ ନାଥ ଙ୍କ ପୀଠରେ ଅପର୍ଯ୍ୟାପ୍ତ କାଉଡିଆ ଙ୍କ ଭିଡ଼ ,|    (11-Aug-2026)       ||      ବସ ଦୁର୍ଘଟଣାରେ ଅଟୋ ଚାଳକ ମୃତ, ଓଜଣେ ଗୁରୁତର |    (11-Aug-2026)       ||      ସାର୍ଟିଫିକେଟ ବନ୍ଧା ପଡିଥିବାରୁ ମିଳିଲାନି ଚାକିରୀ, ସ୍ୱାମୀ ସ୍ତ୍ରୀ ଦୁହେଁ ଏବେ ଦିନ ମଜୁରିଆ    (11-Aug-2026)       ||      ଜିଲ୍ଲପାଳ ଙ୍କ ଆହ୍ୱାନ " ଘରେ ଘରେ ତ୍ରିରଙ୍ଗା "କାର୍ଯ୍ୟକ୍ରମ ରେ ସାମିଲ ହୁଅନ୍ତୁ |   (11-Aug-2026)       ||      ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ ରେଯୁବ ରେଡ଼କ୍ରସ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ |    (11-Aug-2026)       ||     

କାହ୍ନା ଚାରେଟେବଲ ଟ୍ରଷ୍ଟ ଓ ସଖୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟ ଅନୁଷ୍ଠିତ!|

21-Feb-2026

କାହ୍ନା ଚାରେଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର,

ରେଶମ ନଗରୀ ବ୍ରହ୍ମପୁର ସହରର ଅଗ୍ରଣୀ ସେବା ଅନୁଷ୍ଠାନ କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ କିନ୍ନର ସଂଘ ପକ୍ଷରୁ ୧୫ ଯୋଡା ସାମୁହିକ ବିବାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମ ରେ ଗଞ୍ଜାମ ଓ ଗଜପତି ଜିଲ୍ଲାର ଅତ୍ୟନ୍ତ ଗରିବ ପରିବାର ର ଝିଅ ମାନଙ୍କୁ ଉଭୟ ଝିଅ ଓ ପୁଅ ପରିବାର ର ସହମତି ରେ ସ୍ଥାନୀୟ "ଗୀତା ଭବନ" ଠାରେ ହିନ୍ଦୁ ରୀତିନୀତି ଅନୁଯାୟୀ ୧୫ ଟି ବେଦୀରେ ବିବାହ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଛି। ଏହି କାର୍ଯ୍ୟକ୍ରମ ମଧ୍ୟରେ ଭୋଜିଭାତ ସହ ବିବାହିତ କନ୍ୟା ମାନଙ୍କୁ ବିଭିନ୍ନ ଉପହାର ପ୍ରଦାନ କରାଯାଇଥିଲା ଓ ପରିଶେଷରେ ବାଜା ବାଜଣା ଜରିଆରେ ବିରାଟ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଏହି ଭଳି କାର୍ଯ୍ୟକ୍ରମ ଜରିଆରେ ସମାଜରେ ବାଲ୍ୟ ବିବାହ ଓ ଯୌତୁକ ଜନିତ ବିବାହର ଅନ୍ଧ ବିଶ୍ୱାସ କୁ ଦୃଢ଼ ହସ୍ତରେ ଦମନ କରିବା ବାର୍ତ୍ତା ପ୍ରଚାର ହୋଇଛି ବ୍ରହ୍ମପୁର ବିଧାୟକ କେ ଅନୀଲ କୁମାର, ମେୟର ସଂଘମିତ୍ରା ଦଳେଇ ଓ ପୁର୍ବତନ ବିଧାୟକ ଡଃ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ପ୍ରମୁଖ ଯୋଗ ଦେଇ ନବ ବିବାହିତ ମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଆୟୋଜକ ଅନୁଷ୍ଠାନ କର୍ମକର୍ତ୍ତା ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

ଆୟୋଜିତ କାର୍ଯ୍ୟକ୍ରମର ଉଦ୍ୟକ୍ତା କାହ୍ନା ଚାରିଟେବୁଲ ଟ୍ରଷ୍ଟ ର କର୍ମକର୍ତ୍ତା ଅଞ୍ଜନା ମିଶ୍ର, ରବି ନାରାୟଣ ମିଶ୍ର, ଇନ୍ଦିରା ପଟ୍ଟନାୟକ, ଅଞ୍ଜଳି ମହାନ୍ତି, ସସ୍ମିତା ଶର୍ମା ଓ ତରୁଣ ପାଢ଼ୀ ଙ୍କ ସମେତ ସକ୍ଷୀ କିନ୍ନର ସଂଘ ର ସ୍ବିଟି ସାହୁ ଅନ୍ୟ ମାନେ ସହଯୋଗ କରି କାର୍ଯ୍ୟକ୍ରମ କୁ ସଫଳତାର ସହ ସମ୍ପନ୍ନ ହୋଇଥିଲା।

News Comment

You Might Also Like

BACK TO TOP